ରାଜଧାନୀରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ତଥାପି ରହିବାକୁ ପଡ଼ିବ ସତର୍କ: ବିଏମ୍‌ସି କମିଶନର

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏହି କିଛିଦିନ ହେବ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଶନିବାର ରାଜଧାନୀରୁ ୮୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୯ ଜଣ ଚିହ୍ନଟ ହୋଇଥିବା ବେଳେ ୬୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ୨୨୬ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଟୁଇଟ୍‌ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ମଧ୍ୟ ଆମକୁ ସତର୍କ ରହିବାକୁ ପଡ଼ିବ ବୋଲି କହିଛନ୍ତି ବିଏମ୍‌ସି କମିଶନର।


ସୂଚନାଯୋଗ୍ୟ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯,୧୫୩ରେ ପହଞ୍ଚିଥିବା ବେଳେ ୨୭,୫୪୩ ଜଣ ସୁସ୍ଥ ହୋଇଛନ୍ତି। ୧୪୨୩ ଜଣ ଚିକିତ୍ସିତ ହେଉଛନ୍ତି। ୧୬୬ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri