କଟକ ସହରରେ ଥମୁନି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ପୁଣି ୯ ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୧୨ା୭: ରବିବାର କଟକ ସହରରୁ ଆଉ ୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ସିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ୮ ଜଣ ଇନ୍‌ଷ୍ଟିଚ୍ୟୁଶନାଲ୍‌ କ୍ୱାରାଣ୍ଟାଇନରେ ଥିବା ବେଳେ ଜଣେ ହୋମ୍‌ କ୍ୱାରାଣ୍ଟାଇନ୍‌ ଥାଇ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।
ଆକ୍ରାନ୍ତମାନେ ହେଲେ ୫୬ ବର୍ଷୀୟ ୨ ଜଣ ବ୍ୟକ୍ତି, ୬୦ ବର୍ଷୀୟା ଜଣେ ବୃଦ୍ଧା, ୪୨ ବର୍ଷୀୟା ଜଣେ ମହିଳା, ୨୬ ବର୍ଷୀୟା ୨ ଯୁବତୀ, ୨୨ ବର୍ଷୀୟ ଯୁବକ ଏବଂ ୪୦ ବର୍ଷୀୟ ଜଣେ ବ୍ୟକ୍ତି। ସେହିପରି ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଆକ୍ରାନ୍ତ ଜଣକ ୩୩ ବର୍ଷୀୟ ଜଣେ ଯୁବକ ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, କଟକ ସହରରୁ ବର୍ତ୍ତମାନ ସୁଦ୍ଧା ୨୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୦ ଜଣ ସୁସ୍ଥ ହୋଇଛନ୍ତି। ୧୫୬ ଚିକିତ୍ସାଧୀନ। ୨ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କୀର୍ତ୍ତନ ମଣ୍ଡଳୀ ଉପରେ ମାଡ଼ିଗଲା କାର୍‌: ଚାଲିଗଲା ୫ ଜୀବନ

ପାଟନା,୨୬।୮: ବିହାରର ସୁପୌଲ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପିପ୍ରା ଥାନା ଅଞ୍ଚଳର କଟାୟା ଚୌକର ବଜରଙ୍ଗବଳୀ ମନ୍ଦିର ନିକଟରେ ଏକ ନିୟନ୍ତ୍ରଣହୀନ କାର…

୨୨ରୁ ବିଧାନସଭା ଅଧିବେଶନ: ୯ ଦିନ ଚାଲିବ ଗୃହ

ଭୁବନେଶ୍ୱର,୨୬ା୮(ରବିନାରାୟଣ ଜେନା): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୩ ଯାଏ ଚାଲିବ। ଏନେଇ ବିଧାନସଭା ପକ୍ଷରୁ ସମସ୍ତ…

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri