କରୋନା ଆରୋଗ୍ୟଙ୍କ ସଂଖ୍ୟା ୧ ଲକ୍ଷ ଟପିଲା

ଭୁବନେଶ୍ୱର, ୯ା୯(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ହୁ ହୁ ହୋଇ ବଢି ଚାଲିଛି। ଏହି ସମୟରେ ଆରୋଗ୍ୟ ହାର ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ରାଜ୍ୟରେ ମଙ୍ଗଳବାର ସୁଦ୍ଧା କରୋନା ଆରୋଗ୍ୟଙ୍କ ସଂଖ୍ୟା ୧ ଲକ୍ଷ ଟପିଛି। ଏହି ବଡ଼ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ଯୁଦ୍ଧରେ ଆଗରେ ଥିବା ଡାକ୍ତର ଓ ଅନ୍ୟାନ୍ୟ କରୋନା ଯୋଦ୍ଧାଙ୍କୁ ସାଲ୍ୟୁଟ କରିଛନ୍ତି। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କରୋନା ମହାମାରୀ ବେଳେ ଏହା ରାଜ୍ୟ ପାଇଁ ଏକ ଗୌରବର ମୁହୂର୍ତ୍ତ। ରାଜ୍ୟରେ କରୋନା ଆରୋଗ୍ୟ ସଂଖ୍ୟା ୧ ଲକ୍ଷ ଅତିକ୍ରମ କରିଛି। ବହୁମୂଲ୍ୟ ଜୀବନ ବଞ୍ଚାଇବା ପାଇଁ ନିଜର ବୃହତ୍‌ ତ୍ୟାଗ କରୁଥିବା ହଜାର ହଜାର ସ୍ବାସ୍ଥ୍ୟକର୍ମୀ ଓ ଉତ୍ସର୍ଗୀକୃତ କରୋନା ଯୋଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀ ସାଲ୍ୟୁଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବତନ୍ତ୍ର ଶିକ୍ଷକ ପଦବୀ ପୂରଣ କର

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ଦେଶରେ ସ୍ବତନ୍ତ୍ର ବ୍ୟବସ୍ଥା ଆବଶ୍ୟକ କରୁଥିବା ପିଲାଙ୍କ ପାଇଁ ନିୟମିତ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଜରୁରୀ ହୋଇପଡ଼ିଛି। ତେଣୁ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟ...

ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୭ ହଜାରରୁ ଅଧିକ: ଚାଇନାକୁ ଟପିଲା ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୮।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ସୋମବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୭ ହଜାର ୪୮୬ରେ ପହଞ୍ଚିଥିବାବେଳେ...

‘ଦି ରଥ’କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୮(ବ୍ୟୁରୋ): ବିଜୁ ପଟ୍ଟନାୟକ ପାର୍କରେ ସ୍ଥାପନ କରାଯାଇଥିବା ଇସ୍ପାତ ନିର୍ମିତ ସ୍ଥାପତ୍ୟକଳାକୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ଭୁବନେଶ୍ୱର ଉନ୍ନୟନ...

ପଛରୁ ପିଟିଦେଲା ହାଇୱା

ଭୁବନେଶ୍ବର,୮।୪(ବ୍ୟୁରୋ): ସ୍କୁଟିକୁ ପଛ ପଟୁ ପିଟିଲା ହାଇୱା ଟ୍ରକ୍‌। ଏଭଳି ଏକ ଦୁର୍ଘଟଣା ଘଟିଛି ରାଜଧାନୀ ଉପକଣ୍ଠ ଅନ୍ଧାରୁଆରେ। ଘଟଣାସ୍ଥଳରେ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଥିବା...

ପୁଣି ରାଜ୍ୟରେ ୧୪ କରୋନା ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ ବୁଧବାର ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୮ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬...

ମୁଖ୍ୟ ସ୍ରୋତକୁ ଫେରିଲେ ୪୦୦ରୁ ଊର୍ଦ୍ଧ୍ୱ ମାଓବାଦୀ ସମର୍ଥକ: ପୋଡ଼ିଲେ ଡ୍ରେସ୍‌

ଚିତ୍ରକୋଣ୍ଡା,୫।୧୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ପାପରମେଟେଲା ପଞ୍ଚାୟତ ଲାଉଗୁଡ଼ାଠାରେ ୪୦୦ରୁ ଊର୍ଦ୍ଧ୍ୱ ମାଓବାଦୀ ସମର୍ଥକ ଶନିବାର ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି।...

ଓଡ଼ିଶା ହେଉଛି କଳା, କାରୁକାର୍ଯ୍ୟର ମାଟି: ରାଜ୍ୟପାଳ

ଭୁବନେଶ୍ୱର,୨୨।୯ (ବ୍ୟୁରୋ): ବିକାଶର ନଭଶ୍ଚୁମ୍ବୀ ସୋପାନରେ ଆଜିବି କବି ଓ ସାହିତି୍ୟକଙ୍କ ଲେଖାର ମର୍ଯ୍ୟାଦା ରହିଛି। ବିଭିନ୍ନ ସମୟରେ ସେହି ଲେଖାଗୁଡିକ ବୈଜ୍ଞାନିକ ଅଭିସନ୍ଧିର ମୂଳକାରଣ।...

ତିନିରଥର ପଟାଗୁଜ ଖୋଦେଇ ଆରମ୍ଭ

ପୁରୀ ଅଫିସ,୧୯ା୬: ଶ୍ରୀନଅର ସମ୍ମୁଖ ରଥଖଳାରେ ଚାଲିଛି ରଥ ନିର୍ମାଣ। ପବିତ୍ର ଦେବସ୍ନାନ ପୂର୍ଣ୍ଣମୀରେ ତିନି ରଥର ୪ ନାହାକ ଉଠିଥିଲା। ମଙ୍ଗଳବାର ତିନି ରଥରେ...

Advertisement
Archives

Model This Week