କଟକରେ କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କଟକ ଅଫିସ,୧୯।୭- କଟକ ଜିଲାରେ କମିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସଂକ୍ରମଣ ଯେପରି ନ ବ୍ୟାପିବ କଟକ ମହାନଗର ନିଗମ ଓ ଗ୍ରାମାଞ୍ଚଳରେ ଘରକୁ ଘର ଯାଇ ସର୍ଭେ କରାଯାଉଛି। ସେହିଭଳି ସଂକ୍ରମଣର ଲକ୍ଷଣ ଥିବା ଲୋକଙ୍କଠାରୁ ନମୁନା ସଂଗ୍ରହ କରାଯାଇ ଏହାକୁ ପରୀକ୍ଷା କରାଯାଉଛି ବୋଲି ସ୍ଥାନୀୟ ଗୀତଗୋବିନ୍ଦ ସଦନରେ ରବିବାର ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ କଟକ ସିଏମ୍‌ସି କମିଶନର ଅନନ୍ୟା ଦାଶ ଏହି ସୂଚନା ଦେଇଛନ୍ତି।
ସେ କହିଛନ୍ତି ଯେ, ସବୁ ମେଡିକାଲ ଓପିଡିରେ ପିପିଇ ପିନ୍ଧି ଡାକ୍ତର ରୋଗୀ ଦେଖୁଛନ୍ତି। ଯେଉଁ ରୋଗୀଙ୍କର ଆଡମିଶନ ଦରକାର, ସେମାନଙ୍କର ଆଣ୍ଟିଜେନ ଟେଷ୍ଟ ହେଉଛି। ୧୭ ଶହ ଆଣ୍ଟିଜେନ ଟେଷ୍ଟ କରି ଆକ୍ରାନ୍ତ ଚିହ୍ନଟ କରାଯାଇଛି। କଟକ ସହରରେ ୩୫୦ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଶହ ସୁସ୍ଥ ହୋଇଛନ୍ତି। ୧୪୩ଟି ଆକ୍ଟିଭ କେସ ରହିଥିବା ବେଳେ ୭ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। କରୋନା ମୁକାବିଲା ପାଇଁ କଟକ ପୌରାଞ୍ଚଳ ପାଇଁ ୩ଟି କୋଭିଡ କେୟାର ସେଣ୍ଟର ବ୍ୟବସ୍ଥା ହୋଇଛି ବୋଲି ସେ କହିଛନ୍ତି। ଲୋକେ ବାହାରକୁ ଯିବା ପୂର୍ବରୁ ମାସ୍କ ପିନ୍ଧନ୍ତୁ ଏବଂ ସାମାଜିକ ଦୂରତ୍ୱ ରକ୍ଷା କରନ୍ତୁ ବୋଲି ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri