୧୩୯ ଛୁଇଁଲା କେନ୍ଦୁଝରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କେନ୍ଦୁଝର,୨୯।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସୋମବାର ୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୯ରେ ପହଞ୍ଚିଛି। ଚିହ୍ନଟ ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ। ସେମାନଙ୍କୁ କେନ୍ଦୁଝର କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ତାମିଲନାଡ଼ୁ ୩, ତେଲେଙ୍ଗାନା ୨ ଓ ଆନ୍ଧପ୍ରଦେଶରୁ ୨ ଜଣ ଫେରି ସାହରପଡା ଓ ତେଲକୋଇ ବ୍ଲକ ଅଞ୍ଚଳରେ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଥିଲେ। ଜିଲାର ୧୩୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୮୦ ଜଣ ସୁସ୍ଥ ହୋଇ ଘରକୁ ଫେରି ଥିବା ବେଳେ ଅନ୍ୟ ୫୯ ଜଣ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ନ ରହି ଲୁଚୁଛନ୍ତି ବାହାର ଫେରନ୍ତା

ଲୋଇସିଂହା,୩ା୫(ଡି.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଅଞ୍ଚଳରୁ ଦୁଇଜଣ ତାମିଲନାଡୁ ଫେରନ୍ତା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ବାହାରେ ଥିବା ଜିଲାର ଦାଦନଙ୍କୁ ରାଜ୍ୟ...

ଦୁର୍ଲଭ ବ୍ରହ୍ମକମଳ ଦେଖିବାକୁ ପଣସପଡ଼ିରେ ଭିଡ଼

ବାଲିଗୁଡ଼ା,୨୯।୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଟାଉନ୍‌ର ପଣସପଡ଼ି ସାହି ଅଞ୍ଚଳରେ ଦେଖିବାକୁ ମିଳିଛି ବ୍ରହ୍ମକମଳ ଫୁଲ। ପଣସପଡ଼ି ସାହି ନିବାସୀ ନୀଳମାଧବ ପଣ୍ଡାଙ୍କ ବାସଭବନରେ ଦୀର୍ଘ...

କ୍ୱାରାଣ୍ଟାଇନ୍‌ ଅବଧି ପରେ ପ୍ରବାସୀଙ୍କୁ ମିଳିବ କର୍ମନିଯୁକ୍ତି

ଛତ୍ରପୁର,୨୬ା୫(ଡି.ଏନ.ଏ.)-ଗଞ୍ଜାମ ଜିଲାକୁ ଅନ୍ୟ ରାଜ୍ୟରୁ ପ୍ରବାସୀଙ୍କ ଆସିବା ଜାରି ରହିଛ। ଜିଲାକୁ ଫେରିବାପରେ ସେମାନଙ୍କୁ ବିଭିନ୍ନ ପଞ୍ଚାୟତ ଓ ସହରାଞ୍ଚଳରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଉଛି।...

ପାନ ଦୋକାନରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ଗୋପାଳପୁର,୧୮ା୮-ଗତ ୧୫ ଦିନରେ ଗୋଳନ୍ଥରା ଥାନା ରଣ୍ଢା, ଗୋବିନ୍ଦନଗର ଓ ଅଟୋନଗର ଅଞ୍ଚଳର ୩ ଦୋକାନ ଓ ଛତୁବାଡ଼ରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଚମ୍ପଟ ମାରିଛନ୍ତି।...

ପ୍ରାଥମିକ ବିଦ୍ୟାଳୟକୁ ହାଇସ୍କୁଲରେ ମିଶ୍ରଣ ଦାବି

ବନ୍ତଳା,୩।୧୨(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ସରକାରୀ ଉଚ୍ଚ ବିଦ୍ୟାଳୟରେ ମିଶାଇବା ପାଇଁ ସୋମବାର ଜିଲାପାଳଙ୍କ ନିକଟରେ ଗ୍ରାମର ଯୁବକମାନେ...

ଅବାଧରେ ଚାଲିଛି ମୋରମ ଚାଲାଣ

ରୂପ୍‌ସା, ୧୪।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅନ୍ତର୍ଗତ ୬୦ନଂ. ଜାତୀୟ ରାଜପଥ ଦେଇ ନିୟମିତ ବେଆଇନ ମୋରମ ଚାଲାଣ ହେଉଥିବା ଅଭିଯୋଗ ହୋଇଛି। ଏ ନେଇ...

କୁଲେଇରେ ଚୋର ଆତଙ୍କ

ପରଜଙ୍ଗ, ୧୯।୭(ଡି.ଏନ.ଏ.)-ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ କୁଲେଇ ଗ୍ରାମରେ ଚୋରଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ୩ଦିନ ମଧ୍ୟରେ ୩...

ଜୟନ୍ତୀ ସମାରୋହରେ ମତ: ଭକ୍ତି-ସାହିତ୍ୟର ଭାବମୟ ସ୍ରଷ୍ଟା ଦୀନକୃଷ୍ଣ

ଢେଙ୍କାନାଳ ଅଫିସ, ୧୯।୫- ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଏକଘରିଆ ଗ୍ରାମସ୍ଥିତ ଶରଣ ଶ୍ରୀକ୍ଷେତ୍ରରେ ଶନିବାର ଭକ୍ତକବି ଦୀନକୃଷ୍ଣ ଦାସଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି।...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *