ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୯୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୬୯୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧,୨୫୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୮ ଲକ୍ଷ ୮୩ ହଜାର ୪୯୦ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୦୮ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୧୦, ବାଲେଶ୍ୱରରୁ ୨୪୭, ବରଗଡ଼ରୁ ୪୧, ଭଦ୍ରକରୁ ୧୯୨, ବଲାଙ୍ଗୀରରୁ ୩୭, ବୌଦ୍ଧରୁ ୪୭, କଟକରୁ ୨୭୨, ଦେବଗଡ଼ରୁ ୧୦, ଢେଙ୍କାନାଳରୁ ୪୨, ଗଜପତିରୁ ୨୪, ଗଞ୍ଜାମରୁ ୧୮, ଜଗତ୍‌ସିଂହପୁରରୁ ୧୦୩, ଯାଜପୁରରୁ ୨୬୦, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୩୮, କନ୍ଧମାଳରୁ ୫୧, କେନ୍ଦ୍ରାପଡ଼ାରୁ ୧୧୬, କେନ୍ଦୁଝରରୁ ୫୭ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୬୦, ମାଲକାନଗିରିରୁ ୫୬, ମୟୂରଭଞ୍ଜରୁ ୧୩୫, ନବରଙ୍ଗପୁରରୁ ୪୫ , ନୟାଗଡ଼ରୁ ୧୧୨, ନୂଆପଡ଼ାରୁ ୧୦, ପୁରୀରୁ ୨୧୯, ରାୟଗଡ଼ାରୁ ୬୩, ସମ୍ବଲପୁରରୁ ୨୮ ସୁବର୍ଣ୍ଣପୁରରୁ ୨୫ ଓ ସୁନ୍ଦରଗଡ଼ରୁ ୫୮ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୭୦ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

ସରକାରଙ୍କ ବଡ଼ ଘୋଷଣା, ପ୍ରତିବର୍ଷ ୫ ଲକ୍ଷ ଶିଶୁଙ୍କୁ ଦେବେ ସୁନା ମୁଦି

ଚେନ୍ନାଇ,୨୪ା୬ : ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱରେ ତାମିଲନାଡୁ ସରକାର ପ୍ରତିଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି । ସରକାର ଏବେ ପ୍ରତ୍ୟେକ ନବଜାତ ଶିଶୁକୁ…

ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ…

ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା।…

ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌…

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ…

ଘାଟିରେ ଓଲଟିଲା ଟ୍ରକ୍‌: ତଳେ ଚାପି ହୋଇ ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର

ମୋହନା,୨୪ା୬(ମନ୍ମଥ ମିଶ୍ର): ଘାଟିରେ ଓଲଟିଲା ଟ୍ରକ୍‌, ଦୁର୍ଘଟଣାରେ ଟ୍ରକ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତେ ପଶ୍ଚିମବଙ୍ଗର…

ନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନଙ୍କୁ ବାନ୍ଧିଲା ଭିଜିଲାନ୍ସ: ନିଜ ଆୟଠାରୁ ୧୧୯% ଅଧିକ ସମ୍ପତ୍ତି ଠୁଳ ଅଭିଯୋଗ

ଭୁବନେଶ୍ୱର/ସମ୍ବଲପୁର,୨୪।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭଲପମେଣ୍ଟ ଅଥରିଟି (ସିଏଡିଏ) ବା ସେଚାଞ୍ଚଳ ଉନ୍ନୟନ ପ୍ରାଧିକରଣ ନିର୍ବାହୀ ଯନ୍ତ୍ରୀ (କୃଷି) ଇଂ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri