ରାଜ୍ୟରେ ୨ ହଜାର ତଳେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୧,୯୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୧୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୯ ଲକ୍ଷ ୪୩ ହଜାର ୬୭୫ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୩୧ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୫୦, ବାଲେଶ୍ୱରରୁ ୧୩୪, ବରଗଡ଼ରୁ ୧୨, ଭଦ୍ରକରୁ ୯୮, ବଲାଙ୍ଗୀରରୁ ୧, ବୌଦ୍ଧରୁ ୩, କଟକରୁ ୨୨୦, ଦେବଗଡ଼ରୁ ୮, ଢେଙ୍କାନାଳରୁ ୬୨, ଗଜପତିରୁ ୪, ଗଞ୍ଜାମରୁ ୧୭, ଜଗତ୍‌ସିଂହପୁରରୁ ୭୫, ଯାଜପୁରରୁ ୧୨୫, ଝାରସୁଗୁଡ଼ାରୁ ୧୬, କଳାହାଣ୍ଡିରୁ ୭, କନ୍ଧମାଳରୁ ୨୭, କେନ୍ଦ୍ରାପଡ଼ାରୁ ୧୨୩, କେନ୍ଦୁଝରରୁ ୪୮ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୧୪, ମାଲକାନଗିରିରୁ ୨୮, ମୟୂରଭଞ୍ଜରୁ ୯୮, ନବରଙ୍ଗପୁରରୁ ୫ , ନୟାଗଡ଼ରୁ ୫୮, ନୂଆପଡ଼ାରୁ ୨, ପୁରୀରୁ ୨୭, ରାୟଗଡ଼ାରୁ ୩୮, ସମ୍ବଲପୁରରୁ ୨୮ ସୁବର୍ଣ୍ଣପୁରରୁ ୫ ଓ ସୁନ୍ଦରଗଡ଼ରୁ ୯୪ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୭୫ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ମୋଦିଙ୍କୁ ନେଇ ଏମିତି କହିଦେଲେ ଟ୍ରମ୍ପ: ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୧୭।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ‘ମହାନ ବନ୍ଧୁ’ ଭାବରେ ବର୍ଣ୍ଣନା କରିଛନ୍ତି।...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri