ରାଜ୍ୟରେ ୨ ହଜାର ତଳେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା

ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୧,୯୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୧୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୯ ଲକ୍ଷ ୪୩ ହଜାର ୬୭୫ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୩୧ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୫୦, ବାଲେଶ୍ୱରରୁ ୧୩୪, ବରଗଡ଼ରୁ ୧୨, ଭଦ୍ରକରୁ ୯୮, ବଲାଙ୍ଗୀରରୁ ୧, ବୌଦ୍ଧରୁ ୩, କଟକରୁ ୨୨୦, ଦେବଗଡ଼ରୁ ୮, ଢେଙ୍କାନାଳରୁ ୬୨, ଗଜପତିରୁ ୪, ଗଞ୍ଜାମରୁ ୧୭, ଜଗତ୍‌ସିଂହପୁରରୁ ୭୫, ଯାଜପୁରରୁ ୧୨୫, ଝାରସୁଗୁଡ଼ାରୁ ୧୬, କଳାହାଣ୍ଡିରୁ ୭, କନ୍ଧମାଳରୁ ୨୭, କେନ୍ଦ୍ରାପଡ଼ାରୁ ୧୨୩, କେନ୍ଦୁଝରରୁ ୪୮ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୧୪, ମାଲକାନଗିରିରୁ ୨୮, ମୟୂରଭଞ୍ଜରୁ ୯୮, ନବରଙ୍ଗପୁରରୁ ୫ , ନୟାଗଡ଼ରୁ ୫୮, ନୂଆପଡ଼ାରୁ ୨, ପୁରୀରୁ ୨୭, ରାୟଗଡ଼ାରୁ ୩୮, ସମ୍ବଲପୁରରୁ ୨୮ ସୁବର୍ଣ୍ଣପୁରରୁ ୫ ଓ ସୁନ୍ଦରଗଡ଼ରୁ ୯୪ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୭୫ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସତ ଲୁଚାଉଛି ଚାଇନା

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୪ା୪: କରୋନା ଭାଇରସ୍‌ର ଉତ୍ପତ୍ତିସ୍ଥଳ କୁହାଯାଉଥିବା ଉହାନ ଭିତରକୁ ଯିବା ପାଇଁ ଆମେରିକୀୟ ବୈଜ୍ଞାନିକମାନଙ୍କୁ ମନା କରିଦେଇଛି ଚାଇନା। ଉହାନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଭାଇରୋଲୋଜି କିମ୍ବା...

ଦୋଷ ଲୁଚାଇବା ପାଇଁ ନୂଆ ଫନ୍ଦି

ଯାଜପୁର ଅଫିସ,୧୮।୧: ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ସିହା ଗ୍ରାମପଞ୍ଚାୟତରେ ଚାଲିଥିବା ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) କାମରେ...

ଦାନା ଯୋଗାଉଛି ଖଲିପତ୍ର

ଯୋଡ଼ା, ୧୪।୧(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ସାଧାରଣତଃ ଖଣିଖାଦାନ ତଥା ଜଙ୍ଗଲଭରା ଅଞ୍ଚଳ। ଏଠାକାର ଅଧିବାସୀ ପୂର୍ବେ ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ କରି, ବିକି...

ଆଜିଠୁ ରିମାଣ୍ଡ, ଗୁମର ଖୋଲିବେ ହିମାଂଶୁ

ଭୁବନେଶ୍ୱର,୧୬।୧(ବ୍ୟୁରୋ): କିଡ୍‌ନୀ ଦେବା ନାଁରେ ରାଜ୍ୟରେ ସକ୍ରିୟ ଥିବା ଠକେଇ ର଼୍ୟାକେଟ୍‌ର ମାଷ୍ଟରମାଇଣ୍ଡ୍‌ କେନ୍ଦ୍ରାପଡ଼ାର ହିମାଂଶୁ ଭୂଷଣ ନନ୍ଦଙ୍କୁ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି ଏସ୍‌ଡିଜେଏମ୍‌...

ପୁଣି ଅପରାହ୍ନ ୪ ଟା ଯାଏ ଗୃହ ଅଚଳ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ସପ୍ତମ ଦିନରେ ମଧ୍ୟ ଚାଲିପାରୁନି ବିଧାନସଭା। ବୁଧବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହକୁ ମୁଲତବୀ ଘୋଷଣା କରି ସର୍ବଦଳୀୟ ବୈଠକ ଡାକିଥିଲେ। ସର୍ବଦଳୀୟ ବୈଠକ...

ସୂଚନା ଫଳକରେ ସୀମିତ ସୌନ୍ଦର୍ଯ୍ୟକରଣ

ବାରିପଦା ଅଫିସ,୧୭ା୬ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ମାଣତ୍ରୀସ୍ଥିତ ବାବା କଖାରୁଆ ବୈଦ୍ୟନାଥଙ୍କ ମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ହେଉ ନ ଥିବାରୁ ଶ୍ରଦ୍ଧାଳୁ ତଥା...

ବରୀରୁ ପୁଣି ୨ଟି କରୋନା ପଜିଟିଭ ଚିହ୍ନଟ: ସମସ୍ତ ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା

ବରୀ,୧୪।୫(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଞ୍ଚଳରୁ ଗୁରୁବାର ପୁଣି ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବରୀରେ ମୋଟ ୮ଜଣ ଆକ୍ରାନ୍ତ...

ବିଛିନ୍ନାଞ୍ଚଳରେ ପ୍ରଜାମେଳି: ବିଏସଏଫ କ୍ୟାମ୍ପ ନିର୍ମାଣକୁ ବିରୋଧ କରି ଏକାଠି ହେଲେ ଶହ ଶହ ଆଦିବାସୀ

କୋରୁକୋଣ୍ଡା/ଚିତ୍ରକୋଣ୍ଡା,୩।୧୨(ଡି.ଏନ.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଛିନ୍ନାଞ୍ଚଳରେ ପୁଣି ଥରେ ପ୍ରଜାମେଳି ହେବା ଦେଖାଦେଇଛି। ଏହି ପ୍ରଜାମେଳି ଚିତ୍ରକୋଣ୍ଡା ବିଛିନ୍ନାଞ୍ଚଳର ଯୋଡ଼ାଆମ୍ବ ପଞ୍ଚାୟତର ହନ୍ତାଳଗୁଡାଠାରେ ହୋଇଥିଲା। ଏହି...

Advertisement
Archives

Model This Week