ଫେସ୍‌ବୁକ୍‌ରେ ଅଚାନକ କମିଗଲା ଫଲୋଅର୍ସଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୧୩ା୧୦: ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଫେସ୍‌ବୁକ୍‌ ୟୁଜର୍ସଙ୍କ ଫଲୋଅର୍ସଙ୍କ ସଂଖ୍ୟା ଅଚାନକ କମିଯିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏପରିକି ଖୋଦ୍‌ ଫେସ୍‌ବୁକ୍‌ର ମୂଳ କମ୍ପାନୀ ମେଟାର ପ୍ରତିଷ୍ଠାତା ମାର୍କ ଜୁକରବର୍ଗଙ୍କ ଫଲୋଅର୍ସଙ୍କ ସଂଖ୍ୟା ବୁଧବାର ୩ଟା ସୁଦ୍ଧା ୧୧୯ ନିୟୁତ ବା ୧୧.୯ କୋଟିରୁ ଖସି ୯,୯୯୨ ହୋଇଯାଇଥିଲା।

ଅନେକ ୟୁଜର୍ସ ସେମାନଙ୍କ ଫଲୋଅର୍ସ ସଂଖ୍ୟା କମିଯାଇଥିବା ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ନିର୍ବାସିତ ବାଂଲାଦେଶୀ ଲେଖିକା ତସ୍‌ଲିମା ନସ୍‌ରିନ୍‌ ଟୁଇଟ କରି କହିଛନ୍ତି, ‘ଫେସ୍‌ବୁକ୍‌ ସୁନାମି କରି ମୋର ପ୍ରାୟ ୯ ଲକ୍ଷ ଫଲୋଅର୍ସଙ୍କୁ ଧୋଇନେଇଛି। ଏହି ସଂଖ୍ୟା ଆଉ ମାତ୍ର ୯ ହଜାର ରହିଛି। ଫେସ୍‌ବୁକ୍‌ର ଏଭଳି କମେଡି ଭଲ ଲାଗେ’। ଏ ନେଇ ମେଟାର ଜଣେ ମୁଖପାତ୍ର କହିଛନ୍ତି, ଅନେକ ଫେସ୍‌ବୁକ୍‌ ୟୁଜର୍ସଙ୍କ ଫଲୋଅର୍ସ ସଂଖ୍ୟା କମିଥିବା ଖବର ବାବଦରେ ଅବଗତ ଅଛୁ। ଏଥିପାଇଁ ଆମେ ଦୁଃଖିତ। କୌଣସି କାରଣରୁ ଏପରି ହୋଇଛି। ଯଥାସମ୍ଭବ ଶୀଘ୍ର ଏହି ଅସୁବିଧା ଦୂର କରିବା ପାଇଁ ଉଦ୍ୟମ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ଜମନକିରା,୧୪।୭(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି…

ହର୍ମୁଜ ପ୍ରଣାଳୀରେ ଦୁଇ ଜାହାଜ ମଧ୍ୟରେ ଭୀଷଣ ଧକ୍କା: ଚୂରମାର ହେଲା…

ତେହରାନ,୧୪।୭: ହର୍ମୁଜ୍ ପ୍ରଣାଳୀରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ହୋଇଛି । ​​ଏକ ବଲ୍କ କ୍ୟାରିଅର୍ ଅନ୍ୟ ଏକ ଜାହାଜ ସହିତ ଧକ୍କା ହୋଇଛି । ଧକ୍କା…

ମହିଳା ଶ୍ରମିକଙ୍କ ମୁଣ୍ଡ ଉପରେ ଚଢିଗଲା ଟ୍ରକ୍‌: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଉରକେଲା,୧୪।୭(ସଙ୍ଗୀତା ଜେନା) ବେଦବ୍ୟାସ ଅଞ୍ଚଳରେ ମଙ୍ଗଳବାର ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଯାଇଛି। ସ’ମିଲ ଛକ ନିକଟରେ ଏକ ଦ୍ରୁତଗାମୀ ଟ୍ରକ ଚଢ଼ିଯିବାରୁ ଜଣେ ମହିଳା ଶ୍ରମିକଙ୍କ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri