ବଢ଼ିଲା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା

କଟକ ଅଫିସ,୯।୨: ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୩୩କୁ ବୃଦ୍ଧି ପାଇଛି । ପୂର୍ବରୁ ହାଇକୋର୍ଟରେ ଅନୁମୋଦିତ ବିଚାରପତିଙ୍କ ସଂଖ୍ୟା ୨୭ ଥିଲା । ତେବେ ଆଉ ୬ ଜଣ ବିଚାରପତିଙ୍କ ସଂଖ୍ୟା ବୃଦ୍ଧି କରାଯିବା ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ଆଇନ ବିଭାଗ ଓ ହାଇକୋର୍ଟକୁ ଚିଠି ଆସିଛି । ବିଚାରପତିଙ୍କ ସଂଖ୍ୟା ୨୫ ପ୍ରତିଶତ ବୃଦ୍ଧି କରିବାକୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଡକ୍ଟର ଏସ. ମୁରଲୀଧର ଜାନୁୟାରୀ ପ୍ରଥମ ସପ୍ତାହରେ କେନ୍ଦ୍ର ସରକାର ଓ ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ସୁପାରିସ କରିଥିଲେ । ଯାହା ଫଳରେ ଆଉ ୬ ଜଣ ବିଚାରପତିଙ୍କ ପଦ ଅନୁମୋଦିତ ହୋଇଛି ମୁଖ୍ୟ ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟରେ ଏବେ ୧୮ ଜଣ ବିଚାରପତି କାର୍ଯ୍ୟରତ ଅଛନ୍ତି । ନିକଟରେ ସୁପ୍ରିମକୋର୍ଟଙ୍କ କଲେଜିୟମ ଆଉ ୪ ଜଣଙ୍କ ନାମ ବିଚାରପତି ପାଇଁ ସୁପାରିସ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଥଇଥାନ କେନ୍ଦ୍ରରେ ବୃଦ୍ଧାଙ୍କୁ ମିଳୁନି ସକାଳ ଖାଦ୍ୟ

ମହାକାଳପଡ଼ା,୧୯ା୮(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ମହାନଦୀ, ଲୁଣା ଓ ପାଇକା ନଦୀରେ ପ୍ରଖର ବନ୍ୟାଜଳ ପ୍ରବାହିତ ହେଉଥିଲେ ମଧ୍ୟ ଗୁରୁବାର ସକାଳଠାରୁ ଦୁଇ ଫୁଟ...

ରାସ୍ତାରେ ଓଲଟିଲା ପିକ୍‌ଅପ : ୧୪ ଶ୍ରମିକ ଆହତ

ଭଞ୍ଜନଗର,୨୮ା୪ (ଡି.ଏନ.ଏ) : ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଚୋପ୍ରା ନିକଟରେ ରବିବାର ପୂର୍ବାହ୍ନରେ ଏକ ପିକ୍‌ଅପ ରାସ୍ତା ଉପରେ ଓଲଟି ପଡ଼ିଛି। ଉକ୍ତ ଗାଡ଼ିରେ ଯାଉଥିବା ୧୪...

ଡ୍ରୋନ ଯୋଗେ ଶ୍ରୀମନ୍ଦିରର ଭିଡିଓ ରେକର୍ଡିଂ, ୟୁଟ୍ୟୁବରେ ଭାଇରାଲ ପରେ ସୁରକ୍ଷା ନେଇ ପ୍ରଶ୍ନବାଚୀ

ପୁରୀ ଅଫିସ,୩।୧୨: ଶ୍ରୀମନ୍ଦିର ଉପରେ ଉଡ଼ିଛି ଡ୍ରୋନ କ୍ୟାମେରା। ଆକାଶ ମାର୍ଗରୁ ଏହାର ଭିଡିଓ ଉତ୍ତୋଳନ କରାଯାଇ ୟୁଟ୍ୟୁବ୍‌ରେ ଶେୟାର କରାଯାଇଛି। ପଶ୍ଚିମବଙ୍ଗର ଅନିମେଶ ଚକ୍ରବର୍ତ୍ତୀ...

ଆସିକା ବିଧାୟକ ପ୍ରାର୍ଥୀ ମନୋଜ ଜେନା ହତ୍ୟା ମାମଲା: ପୋଲିସ ଏନ୍‌କାଉଣ୍ଟରରେ ୨ ମୁଖ୍ୟ ଅଭିଯୁକ୍ତ ଗିରଫ, ମାଷ୍ଟରମାଇଣ୍ଡଙ୍କୁ ଖୋଜୁଛି ପୋଲିସ

ବ୍ରହ୍ମପୁର ଅଫିସ,୧ା୬- ଆସିକା କଂଗ୍ରେସ ବିଧାୟକ ର୍ପ୍ରାଥୀ ମନୋଜ ଜେନାଙ୍କୁ ଗତ ୨୨ ତାରିଖ ରାତ୍ର ସାଢ଼େ ୯ଟା ବେଳେ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଜାତୀୟ...

କେନ୍ଦୁଝର ଜିଲାରେ ଆଉ ୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ

କେନ୍ଦୁଝର,୧୬।୬(ସ୍ବ.ପ୍ର.): କେନ୍ଦୁଝରରେ ମଙ୍ଗଳବାର ଆଉ ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୫ରେ ପହଞ୍ଚିଛି। ଚିହ୍ନଟ ୫ ଆକ୍ରାନ୍ତ...

ଖେମୁଣ୍ଡି କଲେଜରେ କୋଭିଡ୍‌ କେୟାର ହସ୍ପିଟାଲ ପ୍ରସ୍ତାବକୁ ପୁରାତନ ଛାତ୍ରସଂଘର ବିରୋଧ

ଦିଗପହଣ୍ଡି,୧୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ କୋଭିଡ୍‌ କେୟାର ହସ୍ପିଟାଲ ପ୍ରସ୍ତାବକୁ କଲେଜର ପୁରାତନ ଛାତ୍ରସଂଘ ସମେତ ସହରର ସଚେତନ ଜନସାଧାରଣ ବିରୋଧ କରିଛନ୍ତି।...

ଯୁବତୀଙ୍କ ମୃତ୍ୟୁ ମାମଲାର ଫର୍ଦ୍ଦାଫାସ: ଆତ୍ମହତ୍ୟା ନୁହେଁ ହୋଇଥିଲା ହତ୍ୟା ,ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଡବିଲ୨୪।୧୧ (ସ୍ବ.ପ୍ର.):କେନ୍ଦୁଝର ଜିଲା ବଡବିଲ ହାୟାରପୁର ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଗତ ୧୯ ତାରିଖରେ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଘଟଣାକୁ ପୋଲିସ ଏକ...

ଆତଙ୍କ ଖେଳାଉଥିବା ଭାଲୁ ପଡ଼ିଲା ଯନ୍ତାରେ: ସ୍ବାସ୍ଥ୍ୟ ପରୀକ୍ଷା ପରେ ନିଆଯିବ ପରବର୍ତ୍ତୀ ପଦକ୍ଷେପ

ନବରଙ୍ଗପୁର, ୭।୩(ବି.ପ୍ର.): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ଦହଣା ଗ୍ରାମରେ ଗତ କିଛିଦିନ ହେବ ଆତଙ୍କ ଖେଳାଉଥିବା ଭାଲୁକୁ କାବୁ କରାଯାଇଛି। ବନବିଭାଗ ପକ୍ଷରୁ ବସାଯାଇଥିବା...

Advertisement
Archives

Model This Week