ବିମାନବନ୍ଦରରେ କମୁଛି ଯାତ୍ରୀଙ୍କ ସଂଖ୍ୟା

ଭୁବନେଶ୍ୱର, ୮।୧(ବ୍ୟୁରୋ): କରୋନା ସଂକ୍ରମଣ ଦିନକୁ ଦିନ ଦ୍ରୁତ ଗତିରେ ବଢିଚାଲିଛି। ଏଥି ଯୋଗୁ ଭୁବନେଶ୍ୱର ବିମାନବନ୍ଦରରେ ଯାତ୍ରୀ ସଂଖ୍ୟା ହ୍ରାସ ପାଇଛି। ଏ ନେଇ ନିର୍ଦ୍ଦେଶକ ପ୍ରଭାତ ରଞ୍ଜନ ବେଉରିଆ ସୂଚନା ଦେଇଛନ୍ତି। ଦୈନିକ ଯାତ୍ରୀ ସଂଖ୍ୟା ୧୨ ହଜାର ଥିଲା, ଏବେ ୭ରୁ ୮ ହଜାର ଯାତ୍ରୀ ହେଉଛନ୍ତି ବୋଲି ସେ କହିଛନ୍ତି। ଆହୁରି ମଧ୍ୟ କହିଛନ୍ତି, ‘ବିମାନବନ୍ଦରକୁ କୌଣସି ଆନ୍ତର୍ଜାତିକ ବିମାନ ଆସୁନାହିଁ ଏବଂ ବିମାନବନ୍ଦରରେ କୋଭିଡ୍‌ ସତର୍କତା ଅବଲମ୍ବନ କରାଯାଉଛି। ବିଏମ୍‌ସି ପକ୍ଷରୁ ଆରଟିପିସିଆର ପରୀକ୍ଷା ପାଇଁ ସମସ୍ତ ସୁବିଧା ଦିଆଯାଇଛି। ଯାତ୍ରୀଙ୍କର ୭୨ ଘଣ୍ଟା ମଧ୍ୟରେ ଟେଷ୍ଟ ରିପୋର୍ଟ ଥିଲେ ଆଉ ଟେଷ୍ଟ ହେବନି। ’


Enter your email to get our daily news in your inbox.

All Right Reserved By Dharitri.Com

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ  ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି...

ତାତିରୁ ଆଶ୍ବସ୍ତି ଆଣିଦେବ କାଳବୈଶାଖୀ, ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୨୭।୪: ରାଜ୍ୟରେ ସୂର୍ଯ୍ୟଦେବଙ୍କ ପ୍ରକୋପ ଜାରି ରହିଛି। ସକାଳ ୮ ଟା ଡେଇଁଲେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର...

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି, ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୭।୪: ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆଇଏଫ୍ଏ ବଟିକା

ଭୁବନେଶ୍ୱର, ୨୭।୪: ଖରା ଛୁଟିରେ ଛାତ୍ରଛାତ୍ରୀଙ୍କୁ ଆଇରନ୍ ଓ ଫଲିକ୍ ଏସିଡ୍ (ଆଇଏଫ୍ଏ) ବଟିକା ବାଣ୍ଟିବେ ଶିକ୍ଷକ ଶିକ୍ଷୟିତ୍ରୀ। ଆନେମିଆ (ରକ୍ତହୀନତା) ମୁକ୍ତ ଲକ୍ଷ୍ୟ ଅଭିଯାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri