ଭୁବନେଶ୍ବର,୨୩ା୯(ବ୍ୟୁରୋ): ପ୍ରଚଳିତ ନିୟମ ବ୍ୟବସ୍ଥାରେ ଓଡ଼ିଶା ସମୀକ୍ଷକ ବର୍ଗର ଅଧିକାରୀମାନଙ୍କୁ ସମବାୟ ସେବା ବର୍ଗରୁ ନିଯୁକ୍ତି ମିଳୁଥିଲା। ଓଡ଼ିଶା ସମବାୟ ସମୀକ୍ଷକ ବର୍ଗକୁ ଓଡ଼ିଶା ସମବାୟ ସେବାବର୍ଗରୁ ପୃଥକୀକରଣ କରି ଏହି ବର୍ଗକୁ ଅନୁଷ୍ଠାନିକ ଭାବେ ସୁସଙ୍ଗଠିତ ଏବଂ ମଜଭୁତ କରାଯାଇଛି। ଏହାଦ୍ୱାରା ସମବାୟର ସମୀକ୍ଷା କାର୍ଯ୍ୟକୁ ସୁସଙ୍ଗଠିତ, ସ୍ବତନ୍ତ୍ର ଓ ତ୍ୱରାନ୍ବିତ କରିବା ସହିତ କାର୍ଯ୍ୟରତ ଅଧିକାରୀମାନଙ୍କ ପଦୋନ୍ନତିରେ ଗତିଶୀଳତା ଆଣି କାର୍ଯ୍ୟଦକ୍ଷତା ବୃଦ୍ଧିରେ ସହାୟକ ହେବ। ଏହି ପୁନର୍ଗଠନ ପରେ ଓଡ଼ିଶା ସମବାୟ ସମୀକ୍ଷକ ବର୍ଗର ପଦବୀ ସଂଖ୍ୟା ୧୯ରୁ ୩୯କୁ ବୃଦ୍ଧିପାଇଛି। ଏହି ନିଷ୍ପତ୍ତିକୁ କାର୍ଯ୍ୟକାରୀ କରିବା ଲାଗି ଏକ କ୍ୟାଡର ନିୟମକୁ ମଞ୍ଜୁରୀ ମିଳିଛି।
ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା
ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ...
ମେସି ଇଭେଣ୍ଟ୍ ବିବାଦ: ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା, ଡିସିପି ନିଲମ୍ବିତ
କୋଲକାତା,୧୬।୧୨: ଆର୍ଜେଣ୍ଟିନାର ଫୁଟବଲ୍ ତାରକା ଲିଓନେଲ୍ ମେସିଙ୍କ କାର୍ଯ୍ୟକ୍ରମ ସମୟରେ କୋଲକାତାର ସଲ୍ଟ ଲେକ୍ ଷ୍ଟାଡିୟମ୍ରେ ସୃଷ୍ଟି ହୋଇଥିବା ଅରାଜକତା ଓ ଭଙ୍ଗାରୁଜା ଘଟଣାକୁ ନେଇ...
ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ...
IPL 2026 ନିଲାମ: ଜାଣନ୍ତୁ କିଏ ରହିଲେ ଅନ୍ ସୋଲ୍ଡ
ଆବୁଧାବି,୧୬।୧୨: IPL 2026 ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିଆ ଅଲ୍ରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ସର୍ୱାଧିକ ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ...
ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…
ପୁରୀ,୧୬।୧୨(ଅଜିତ୍ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...
ମାତ୍ର ଏତିକି କୋଟିରେ ଭେଙ୍କଟେଶଙ୍କୁ କିଣିଲା ଏହି ଦଳ, ଗତ ବର୍ଷ ତୁଳନାରେ ପ୍ରାୟ 70 ପ୍ରତିଶତ କମ୍
ନୂଆଦିଲ୍ଲୀ,୧୬।୧୨: ଭେଙ୍କଟେଶ ଆୟର ପ୍ରଥମ ଥର ପାଇଁ କୋଲକାତା ନାଇଟ ରାଇଡର୍ସ ବ୍ୟତୀତ ଅନ୍ୟ କୌଣସି IPL ଦଳ ପାଇଁ ଖେଳିବେ। ଯଦିଓ KKR ମଧ୍ୟ...
IPL ଇତିହାସର ସବୁଠୁ ମହଙ୍ଗା ବିଦେଶୀ ଖେଳାଳି ହେଲେ କ୍ୟାମେରନ ଗ୍ରୀନ: ଏତିକି କୋଟି ଟଙ୍କାରେ କିଣିଲା KKR
ଆବୁଧାବି,୧୬।୧୨: IPL 2026 ନିଲାମ ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିୟ ଅଲରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ ମିନି ଅକ୍ସନରେ...
ଗୋଆ ଅଗ୍ନିକାଣ୍ଡ ଘଟଣା: ଭାରତ ଆସିଲେ ଲୁଥ୍ରା ବ୍ରଦର୍ସ
ନୂଆଦିଲ୍ଲୀ,୧୬।୧୨: ଗୋଆ ଅଗ୍ନିକାଣ୍ଡ ଘଟଣା ପରେ ପଲାତକ ଲୁଥ୍ରା ବ୍ରଦର୍ସ ସୌରଭ ଏବଂ ଗୌରବଙ୍କୁ ମଙ୍ଗଳବାର ଭାରତ ଫେରାଇ ଅଣାଯାଇଛି। ଦିଲ୍ଲୀରେ ଲୁଥ୍ରା ବ୍ରଦର୍ସଙ୍କ ବିମାନ...
Archives


