Posted inଜାତୀୟ

ଦେଶରେ ବାଘସଂଖ୍ୟା ୩,୬୮୨କୁ ବୃଦ୍ଧି

ନୂଆଦିଲ୍ଲୀ,୮ା୮: ୨୦୦୬ରେ ଭାରତରେ ୧,୪୧୧ ବାଘ ଥିବାବେଳେ ୨୦୨୨ରେ ଏହା ୩,୬୮୨କୁ ବୃ୍‌ଦ୍ଧି ପାଇଛି। ଲୋକ ସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଜି. କିଷନ ରେଡ୍ଡୀ ଉପରୋକ୍ତ ଉତ୍ତର ରଖିଥିଲେ। ଜନସାଧାରଣଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ଦେଶର କେତେକ ପକ୍ଷୀ, ଫୁଲ ଓ ପ୍ରାଣୀଙ୍କୁ ଜାତୀୟ ପକ୍ଷୀ, ଜାତୀୟ ଫୁଲ ଓ ଜାତୀୟ ପ୍ରାଣୀ ଘୋଷଣା କରାଯାଇ ସେମାନଙ୍କୁ ସୁରକ୍ଷା ସମେତ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରାଯିବ କି ବୋଲି ରେଡ୍ଡୀଙ୍କୁ ପ୍ରଶ୍ନ କରାଯାଇଥିଲା। ପରିବେଶ ଓ ଜଙ୍ଗଲ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ଭାରତ ସରକାରଙ୍କ ପକ୍ଷରୁ ବାଘକୁ ଜାତୀୟ ପ୍ରାଣୀ ଏବଂ ମୟୂରକୁ ଜାତୀୟ ପକ୍ଷୀ ଭାବେ ବିଜ୍ଞପ୍ତି ପ୍ରକାଶ କରାଯାଇଥିବା ମନ୍ତ୍ରୀ କହିଥିଲେ। ବନ୍ୟପ୍ରାଣୀ (ସୁରକ୍ଷା) ଆଇନ, ୧୯୭୨ର ଅନୁଚ୍ଛେଦ-୧ରେ ବାଘ ଓ ମୟୂରଙ୍କୁ ସାମିଲ କରାଯାଇ ସେମାନଙ୍କୁ ସର୍ବାଧିକ ସୁରକ୍ଷା ଦିଆଯାଇଥିବା ରେଡ୍ଡୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri