Posted inରାଜ୍ୟ

ଜାନୁଆରୀ ୨କୁ ଘୁଞ୍ଚିଲା OCS ମେନ୍‌ ପରୀକ୍ଷା

ଭୁବନେଶ୍ୱର,୭।୧୨(ବ୍ୟୁରୋ)-ଆସନ୍ତାକାଲି ହେବାକୁ ଥିବା ଓଡିଶା ପ୍ରଶାସନିକ ସେବା (OCS) ମେନ ପରୀକ୍ଷାକୁ ଜାନୁଆରୀ ୨ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ଏ ନେଇ ଓଡିଶା ଲୋକସେବା ଆୟୋଗ (ଓପିଏସସି) ପକ୍ଷରୁ ସୋମବାର ଏକ ବିଜ୍ଞପ୍ତି ଜାରି କରାଯାଇଛି।
ବିଜ୍ଞପ୍ତିରେ ଓପିଏସସି ପକ୍ଷରୁ କୁହାଯାଇଛି, ଭାରତ ବନ୍ଦ ଦୃଷ୍ଟିରୁ ପରୀକ୍ଷାର୍ଥୀମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ୮ ତାରିଖରେ ଅନୁଷ୍ଠିତ ହେବାକୁ ଥିବା OCS ମେନ ପରୀକ୍ଷାକୁ ଜାନୁଆରି ୨ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ମଙ୍ଗଳବାର ଯେଉଁଠି ଯେଉଁ ସମୟରେ ପରୀକ୍ଷା ହୋଇଥାନ୍ତା, ଜାନୁଆରୀ ୨ ରେ ସେଇଠି ହିଁ ପରୀକ୍ଷା ହେବ ବୋଲି OPSC ବିଜ୍ଞପ୍ତି ପ୍ରକାଶ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ବଦାନ୍ୟତା: ଦୁଇ ମହିଳାଙ୍କୁ ପ୍ରତିମାସରେ ନିଜ ଆକାଉଣ୍ଟରୁ ପଠାଇବେ ଟଙ୍କା, ଜାଣନ୍ତୁ କେତେ…

ଖଡ଼ିଆଳ,୩୧।୮(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କିରିକିଟା ଗ୍ରାମ ପଞ୍ଚାୟତର ଜଙ୍ଗଲ ପାହାଡ଼ ପରିବେଷ୍ଟିତ ଅପହଞ୍ଚ ଇଲାକା କପରଗଡ଼ରେ ଆଦିବାସୀ କଲ୍ୟାଣ ମହାସଂଘ ତରଫରୁ…

ସ୍ବାବଲମ୍ବୀ ହୋଇ ଅନ୍ୟକୁ ରୋଜଗାରର ପଥ ଦେଖାଇଛନ୍ତି ମହିଳା, କଦଳୀ ଚାଷ କରିି ବବି ଲକ୍ଷପତି

ନୂଆପଡା,୩୧।୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟର ପାଦଦେଶରେ ଥିବା ବିଶିବାହାଲ ଗାଁ ମାଟି ଲେଖୁଛି ସଫଳତାର ନୂଆ କାହାଣୀ। ବିଶିବାହାଲ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରୁ ଦିବ୍ୟାଙ୍ଗ ନାବାଳିକାଙ୍କୁ ଉଠାଇ ନେବା ଘଟଣା ୧୦ କିମି ଦୂର ଗାଁରୁ ଉଦ୍ଧାର

ଛତ୍ରପୁର,୩୧।୮,(ଦିଲ୍ଲୀପି ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷର ଦିବ୍ୟାଙ୍ଗ ନାବାଳିକାକୁ ସମ୍ପର୍କୀୟ ପରିଚୟ ଦେଇ ଜଣେ ବ୍ୟକ୍ତି ଉଠାଇ ନେବା ଘଟଣାରେ…

ଶିକ୍ଷାରେ ନେତୃତ୍ୱ, ନେତୃତ୍ୱରେ ଶିକ୍ଷକ

କୁରୁକ୍ଷେତ୍ର ରଣଭୂମିରେ ଅର୍ଜୁନ ଯେତେବେଳେ ନିଜ କର୍ତ୍ତବ୍ୟ, ସମ୍ପର୍କ ଓ ଭବିଷ୍ୟତକୁ ନେଇ ଗଭୀର ଦ୍ୱନ୍ଦ୍ୱରେ ପଡ଼ିଥିଲେ, ସେତେବେଳେ ଭଗବାନ୍‌ କୃଷ୍ଣ ତାଙ୍କ ହାତରୁ ଗାଣ୍ଡୀବ ନେଇ…

ଅଙ୍କିତ ବାଲିୟାନ ହତ୍ୟାକାଣ୍ଡ: ୫ଦିନରେ ପୋଲିସ ଏନକାଉଣ୍ଟରରେ ୨ ସୁଟର ନିହତ

ଚଣ୍ଡିଗଡ଼,୩୧।୮: ଶାମଲି ପୋଲିସ ଏକ ଏନକାଉଣ୍ଟର ସମୟରେ ହରିୟାଣଭି ଗାୟକ ଅଙ୍କିତ ବାଲିୟାନଙ୍କ ହତ୍ୟାରେ ଜଡିତ ଦୁଇ ସନ୍ଦିଗ୍ଧଙ୍କୁ ଗୁଳି କରି ହତ୍ୟା କରିଛି। ଅଭିଯୁକ୍ତମାନଙ୍କୁ ସୁମିତ…

ହିମାଳୟକୁ ଜଗ

ଗୋଟେ ଧାରଣା ଥିଲା ଯେ, ପାହାଡ଼ କିମ୍ବା ପର୍ବତ ଅତ୍ୟନ୍ତ ମଜଭୁତ ଓ ଝୁଙ୍କିବା ଲାଗି ଅନେକ ଶହ ବର୍ଷ ଲାଗେ। ତିବ୍ବତ ସୀମାନ୍ତ କେନ୍ଦ୍ରୀୟ ନେପାଳର…

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri