ଓଡ଼ିଶା-ଆନ୍ଧ୍ର ସୀମା ସିଲ୍‌

ରାୟଗଡ଼ା ଅଫିସ/ଗୁଣପୁର,୧୨ା୪: ରାୟଗଡ଼ା ଜିଲାରେ ଲଗାତର କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜିଲାରୁ ୩୫ ପଜିଟିଭ ଚିହ୍ନଟ ହୋଇଛନ୍ତି। ସଂକ୍ରମଣ ରୋକିବା ନିମନ୍ତେ ଜିଲାରୁ ପଡ଼ୋଶୀ ଆନ୍ଧ୍ର ପ୍ରଦେଶକୁ ସଂଯୋଗ କରୁଥିବା ସମସ୍ତ ୫ ସୀମାକୁ ସୋମବାର ସିଲ୍‌ କରାଯାଇଛି। ପୂର୍ବ ନିଷ୍ପତ୍ତି ପ୍ରକାରେ ସୋମବାର ରାୟଗଡ଼ା ବ୍ଲକ୍‌ର କେରେଡ଼ା, ଗୁଣପୁର ବ୍ଲକ୍‌ ଜଗନ୍ନାଥପୁର ପଞ୍ଚାୟତର ବାସନାଗୁଡ଼ା, ରାମନାଗୁଡ଼ା ବ୍ଲକ୍‌ର କାଟିକି ସମେତ ଗୋଟଲପଦର ଏବଂ ସାନ୍ଧୁବାଡ଼ିସ୍ଥିତ ଆନ୍ତଃରାଜ୍ୟ ସୀମା ସିଲ୍‌ କରାଯାଇଛି।
ସମସ୍ତ ସୀମାନ୍ତ ଅଞ୍ଚଳରେ ଆନ୍ତଃରାଜ୍ୟ ଚେକ୍‌ ପଏଣ୍ଟ କରାଯାଇ ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କୁ ଯାଞ୍ଚ ଆରମ୍ଭ ହୋଇଛି। ରାଜ୍ୟ ବାହାରୁ ଆସୁଥିବା ଲୋକଙ୍କୁ ୨ ଘଣ୍ଟା ମଧ୍ୟରେ ହୋଇଥିବା ଆର୍‌ଟି-ପିସିଆର ପରୀକ୍ଷା ରିପୋର୍ଟ କିମ୍ବା ୨ଟି ଡୋଜ୍‌ ଟିକା ନେଇଥିବା ପ୍ରମାଣପତ୍ର ବାଧ୍ୟତାମୂଳକ କରାଯାଇଛି। ପ୍ରମାଣପତ୍ର ନ ଥିଲେ ଅଣ୍ଡରଟେକିଂ ଲେଖି ଗୃହ ସଙ୍ଗରୋଧରେ ରହିବାକୁ ପରାମର୍ଶ ଦେବା ନିମନ୍ତେ ଚେକ୍‌ ପଏଣ୍ଟ କର୍ମଚାରୀଙ୍କୁ ଜିଲାପାଳ ସରୋଜ କୁମାର ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଜିଲାପାଳ ସୋମବାର ରାୟଗଡ଼ା ବ୍ଲକ୍‌ର କେରେଡ଼ା ଚେକ୍‌ ପଏଣ୍ଟରେ ସ୍ଥିତି ଅନୁଧ୍ୟାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୩ରେ ଲଘୁଚାପ: ପାଣିପାଗ ବିଭାଗର କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କ୍ରିକେଟ ମଇଦାନରେ କମାଲ କଲେ ଦ୍ରାବିଡ଼ଙ୍କ ପୁଅ: ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ କରିଦେଲେ ଚକିତ

ନୂଆଦିଲ୍ଲୀ, ୧୨।୧୦: ପୂର୍ବତନ ଭାରତୀୟ ଅଧିନାୟକ ତଥା ମୁଖ୍ୟ କୋଚ ରାହୁଲ ଦ୍ରାବିଡ଼ଙ୍କ ପୁଅ ଅନୱୟ ଦ୍ରାବିଡ଼ ନିଜର ଆକ୍ରମଣାତ୍ମକ ବ୍ୟାଟିଂ ପାଇଁ ଏବେ ଚର୍ଚ୍ଚାରେ। ଭିନୁ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି…

ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଏହି ଭାରତୀୟ ଷ୍ଟାରଙ୍କୁ ୱାଲର୍‌ଡ ସୁପରପାୱାର ଓପନର କହିଲେ ଦିନେଶ କାର୍ତ୍ତିକ

ଇନ୍ଦୋର,୧୨।୧୦: ଭାରତୀୟ ଦଳର ଷ୍ଟାର ଓପନର ଅଭିଷେକ ଶର୍ମାଙ୍କ ଜବରଦସ୍ତ ବ୍ୟାଟିଂକୁ ନେଇ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଦିନେଶ କାର୍ତ୍ତିକ। ବିଭିନ୍ନ ପରିସ୍ଥିତି…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ…

୧୫ ବର୍ଷ ପରେ ଟିମ ଇଣ୍ଡିଆରେ ଘଟିଲା ଏମିତି, କ୍ରିକେଟ ଜଗତରେ ଚର୍ଚ୍ଚା

ଇନ୍ଦୋର: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମୁକାବିଲାରେ ଟିମ ଇଣ୍ଡିଆ ୧୪ ରନରେ ବିଜୟୀ ହୋଇଛି। ଏହି ବିଜୟ ସହ ଭାରତ ସିରିଜରେ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?