Posted inରାଜ୍ୟ

ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ଗଠନ କରିବେ ଓଡ଼ିଶା ସରକାର

ନୂଆଦିଲ୍ଲୀ,୧।୧: ରାଜ୍ୟ ସରକାର ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ଗଠନ କରିବେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି । ଗତକାଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ଷୋଡଶତମ ଅର୍ଥ ଆୟୋଗ ଗଠନ ନେଇ ବିଜ୍ଞପ୍ତି ଜାରି ହେବା ପରେ ରାଜ୍ୟ ସରକାର ରାଜ୍ୟ ଅର୍ଥ ଆୟୋଗ ଗଠନ କରିବା ଲାଗି ନିଷ୍ପତ୍ତି ନେଉଛନ୍ତି । ସୂଚନାଯୋଗ୍ୟ, ୨୦୦୦ରୁ ୨୦୦୫ ମଧ୍ୟରେ ରାଜ୍ୟର ପ୍ରଥମ ଅର୍ଥ ଆୟୋଗ ଗଠନ କରାଯାଇଥିଲା ।

ରାଜ୍ୟର ପ୍ରଥମ ଅର୍ଥ ଆୟୋଗ ରିପୋର୍ଟ ୧୯୯୮ ମସିହା ଡିସେମ୍ବର ୧୨ ତାରିଖରେ ଦାଖଲ କରିଥିଲେ । ସେହିଭଳି ପଞ୍ଚମ ରାଜ୍ୟ ଅର୍ଥ ଆୟୋଗ ୨୦୧୯ ମସିହା ଅଗଷ୍ଟ ୨ ତାରିଖରେ ରିପୋର୍ଟ ସରକାରଙ୍କୁ ଦେଇଥିଲେ । ସୂଚନାଯୋଗ୍ୟ, ରାଷ୍ଟ୍ରପତିଙ୍କ ଅନୁମୋଦନ କ୍ରମେ କେନ୍ଦ୍ର ସରକାର ଷୋଡଶ ଅର୍ଥ ଆୟୋଗ ଗଠନ କରିଛନ୍ତି । ନୀତି ଆୟୋଗର ପୂର୍ବତନ ଉପାଧ୍ୟକ୍ଷ ଡକ୍ଟର ଅରବିନ୍ଦ ପାନଗାରିଆଙ୍କ ଅଧ୍ୟକ୍ଷତାରେ ଏହି ଆୟୋଗ ଗଠିତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

ବ୍ୟାପକ ବିରୋଧ ପ୍ରଦର୍ଶନ ପରେ ନଇଁ ପଡ଼ିଛନ୍ତି ବିଜୟ ସରକାର

ଚେନ୍ନାଇ,୨୭।୯: ତାମିଲନାଡୁରେ, ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତିଙ୍କ ନେତୃତ୍ୱାଧୀନ TVK ସରକାର ଶେଷରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇ ଏକ ବଡ଼ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ…

ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…

ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍‌ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍‌ ଏକ ମାଙ୍କଡ ପଶି…

ପିଡିଏସ୍‌ ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ: ହିତାଧିକାରୀଙ୍କୁ ମିଳିନି ପ୍ରାପ୍ୟ ଚାଉଳ, ରେକର୍ଡରେ ବଣ୍ଟନ ଦର୍ଶାଯାଇଥିବା…

ତୁମୁଡ଼ିବନ୍ଧ, ୨୭/୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚାୟତରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌) ଅଧୀନରେ ଚାଉଳ ବଣ୍ଟନକୁ ନେଇ…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ବୈଠକ ପୂର୍ବରୁ CJP ନେତାଙ୍କୁ ଉଠାଇନେଲା ପୋଲିସ; ସରକାରଙ୍କ ଉପରେ ବର୍ଷିଲେ ଅଭିଜିତ୍ ଦୀପକେ, କହିଲେ…

ଗୁଆହାଟୀ,୨୭।୯: କକ୍ରୋଚ୍ ଜନତା ପାର୍ଟି (CJP)ର କୋ-ଫାଉଣ୍ଡର ଆଶୁତୋଷ ରାଙ୍କା ଏବଂ ତାଙ୍କ ଟିମ୍‌କୁ ଆସାମ ପୋଲିସ ଅଟକ ରଖିଥିବା ନେଇ ଆଶୁତୋଷ ନିଜେ ସୂଚନା ଦେଇଛନ୍ତି…

ଖବର ବାଜିଲା, ପ୍ରଶାସନ ହଲିଲା : ଜିଲାପାଳ, ବିଧାୟକଙ୍କ ହସ୍ତକ୍ଷେପ ପରେ ଜଳ ନିଷ୍କାସନ କାର୍ଯ୍ୟ ଆରମ୍ଭ

ଛତ୍ରପୁର, ୨୭/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଗାଣ ବର୍ଷାରେ ଜଳବନ୍ଦୀ ହୋଇପଡ଼ିଥିବା ଛତ୍ରପୁର ପୌରପରିଷଦ ଅଞ୍ଚଳରେ ଏବେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଗଭୀର ଅବପାତ ପ୍ରଭାବରେ…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?