‘ଗୁଣ୍ଡିଚା ମନ୍ଦିର ଜନ୍ମବେଦି ନିଲାମ ପରିସରଭୁକ୍ତ ନ ହେଉ’

ପୁରୀ,୪ା୪(ଅଜିତ୍‌ କୁମାର ମହାନ୍ତି)-ବହୁଦିନ ଧରି ନିଲାମ ହେଉ ନ ଥିବା ରୋହିଣୀକୁଣ୍ଡ, ନରେନ୍ଦ୍ର ପୁଷ୍କରିଣୀ, କୋଇଲିବୈକୁଣ୍ଠକୁ ଶ୍ରୀମନ୍ଦିର ପ୍ରଶାସନ ନିଲାମ ଦେଲାଣି। ହୁଏତ ଗୁଣ୍ଡିଚା ମନ୍ଦିର ନିଲାମ ହେବ। ତେବେ ଗୁଣ୍ଡିଚା ମନ୍ଦିର ଜନ୍ମବେଦିକୁ ନିଲାମ ପରିସରଭୁକ୍ତ ନ କରିବା ପାଇଁ ଓଡ଼ିଶା ଯୁବ ଚେତନା ସଂଗଠନ ଦାବି କରିଛି। ସଙ୍ଗଠନର ରାଜ୍ୟ ସଭାପତି ବଦ୍ରି ମିଶ୍ର କହିଛନ୍ତି, ଗୁଣ୍ଡିଚା ମନ୍ଦିର ଜନ୍ମବେଦି ତଳେ ଲକ୍ଷେ ଶାଳଗ୍ରାମ ରହିଛି। ନିଲାମ ପରେ ଏହି ବେଦି ଉପରେ ସେବକ ବେଶରେ ଅବ୍ରାହ୍ମଣ ଓ ଅଣସେବାୟତ ବସି ଭକ୍ତଙ୍କୁ ପ୍ରଭାବିତ କରନ୍ତି। ଏଣୁ ଧର୍ମ ସଂସ୍କୃତି ତଥା ଶ୍ରୀଜଗନ୍ନାଥ ଚେତନାର ସୁରକ୍ଷା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏ ଦିଗରେ ବିଚାର କରିବା ଆବଶ୍ୟକ ବୋଲି ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri