ଚାକିରିରେ ଯୋଗ ଦେବା ପୂର୍ବରୁ ଜୀବନ ହାରିଲେ ଓଏଫ୍‌ଏସ୍‌ ଅଧିକାରୀ

ଭୁବନେଶ୍ୱର,୨୯ା୬(ବ୍ୟୁରୋ) : ଚାକିରିରେ ଯୋଗ ଦେବାର ଗୋଟିଏ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି ଓଏଫ୍‌ଏସ୍‌ ଅଧିକାରୀ। ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛି। ଖଣ୍ଡଗିରି ଥାନା ଅନ୍ତର୍ଗତ ଡୁମୁଡୁମା ଅଞ୍ଚଳର ଓଏଫ୍‌ଏସ୍‌ ଅଫିସର ଅଭିଳାଷ ସ୍ବରୂପ ମହାପାତ୍ର କ’ଣ ପାଇଁ ଆତ୍ମହତ୍ୟା କଲେ ସେ ସମ୍ପର୍କରେ ସ୍ପଷ୍ଟ ଜଣାପଡ଼ିନାହିଁ।
ସୂଚନାଯୋଗ୍ୟ, ବଲାଙ୍ଗୀର ଜିଲା ଟିଟିଲାଗଡ଼ ଅଞ୍ଚଳର ଅଭିଳାଷ ସ୍ବୂରପ ମହାପାତ୍ର ନୂତନ ଭାବେ ଓଡ଼ିଶା ଫାଇନାନ୍ସ ସର୍ଭିସ୍‌ରେ ନିଯୁକ୍ତି ପାଇଥିଲେ। ସୋମବାର ଓଏଫ୍‌ଏସ୍‌ ଅଫିସର ଭାବେ ଚାକିରିରେ ଯୋଗଦେଇଥାନ୍ତେ। ମାତ୍ର ରବିବାର ରାତିରେ ସେ ଆତ୍ମହତ୍ୟା କରିଥିଲେ।  ଓଢ଼ଣୀ ସାହାଯ୍ୟରେ ଝୁଲନ୍ତା ଅବସ୍ଥାରେ ମୃତଦେହ ମିଳିବା ନେଇ ନାନା ସନ୍ଦେହ ସୃଷ୍ଟି ହୋଇଛି। ସେ ତାଙ୍କ ସ୍ତ୍ରୀଙ୍କ ସହ ଖଣ୍ଡିଗିରିରେ ରହୁଥିଲେ। ଖଣ୍ଡଗିରି ପୋଲିସ ମୃତଦେହ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୪୪ରେ ପହଞ୍ଚିଲା ପୋଷ୍ୟ ବିଦ୍ୟାଳୟ

ଭୁବନେଶ୍ୱର, ୪ା୨(ବ୍ୟୁରୋ): ‘ମୋ ସ୍କୁଲ ଅଭିଯାନ’ ଅଧୀନରେ ଆରମ୍ଭ ହୋଇଥିବା ‘ସ୍କୁଲ ଆଡ୍‌ପଶନ କାର୍ଯ୍ୟକ୍ରମ’କୁ ସମଗ୍ର ରାଜ୍ୟରୁ ବିପୁଳ ସମର୍ଥନ ମିଳିଛି। ରାଜ୍ୟର ବହୁ ବିଶିଷ୍ଟ...

ଏସ୍‌ସିବିରେ କରୋନା ଭୁତାଣୁ ପରୀକ୍ଷା ସୁବିଧା କରିବାକୁ ଦାବି

ଭୁବନେଶ୍ୱର,୫।୩(ବ୍ୟୁରୋ)- ରାଜ୍ୟରେ ସମ୍ଭାବ୍ୟ କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ଦିଗରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଓ ପ୍ରସ୍ତୁତିକୁ ତ୍ୱରାନ୍ବିତ କରାଯାଉଥିବାବେଳେ ଏବେ...

ବର୍ଷେ ପରେ କମିଲା ତେଲ ଦର

ଭୁବନେଶ୍ୱର,୨୫ା୩: ଗତ ଗୋଟିଏ ବର୍ଷ ମଧ୍ୟରେ ପ୍ରଥମ ଥର ଲାଗି ତେଲ ଦର ବୁଧବାର କମିଛି। ପେଟ୍ରୋଲ ଲିଟର ପିଛା ୧୮ ଏବଂ ଡିଜେଲ ୧୭...

ମୋ ବସ୍‌କୁ ଅଟକାଇ ଡ୍ରାଇଭରଙ୍କୁ ମାଡ଼: ମହିଳା ଯାତ୍ରୀଙ୍କୁ ଗାଳିଗୁଲଜ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୬ା୧(ବ୍ୟୁରୋ):  ମୋ ବସ୍‌କୁ ବଳପୂର୍ବକ ଅଟକାଇ ଡ୍ରାଇଭରଙ୍କୁ ମାଡ଼ ମାରିବା ସହ ମହିଳା ଯାତ୍ରୀଙ୍କୁ ଗାଳିଗୁଲଜ କରିଥିବା ଯୁବକଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ କରିଛି।...

ରାଜ୍ୟରେ ସୁସ୍ଥ ହେଲେ ୯୧୩ କରୋନା ଆକ୍ରାନ୍ତ: ସୁନ୍ଦରଗଡ ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୯୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୧୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ମୟୂରଭଞ୍ଜରୁ ୧୧୧, କଟକରୁ...

ଭୁବନେଶ୍ୱରରୁ ରାଜସ୍ଥାନ, ଗୋଆକୁ ଉଡିବ ବିମାନ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରାଜସ୍ଥାନର ଜୟପୁରକୁ ବିମାନ ସେବା ଆରମ୍ଭ ହେବ। ଆସନ୍ତା ନଭେମ୍ବର ୨ ତାରିଖରୁ ଏହି ବିମାନସେବା ଆରମ୍ଭ ହେବ। ଇଣ୍ଡିଗୋ ପକ୍ଷରୁ...

ଜଳସେଚନର ସୁପରିଚାଳନା ପାଇଁ ପ୍ରଭାରୀ ନିୟୋଜିତ

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ରାଜ୍ୟରେ ଜଳସେଚନର ସୁପରିଚାଳନା ପାଇଁ ରାଜ୍ୟ ଜଳ ସମ୍ପଦ ବିଭାଗ ତରଫରୁ ‘ଜଳ ପ୍ରଭାରୀ’ଙ୍କୁ ନିୟୋଜିତ କରାଯାଇଛି। ସୋମବାର ବିଭାଗୀୟ ପ୍ରମୁଖ ଶାସନ...

ଓଡ଼ିଶାରେ ପହଞ୍ଚିଲା ଆଉ ୧ ଲକ୍ଷ ଟିକା

ଭୁବନେଶ୍ୱର,୪।୫(ବ୍ୟୁରୋ): ଆମ ରାଜ୍ୟରେ ମଙ୍ଗଳବାର ଆଉ ୧ ଲକ୍ଷ କୋଭିସିଲ୍ଡ ଟିକା ପହଞ୍ଚିଛି। ଟିକା ଆସି ପହଞ୍ଚିବା ପରେ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ମିଳିଛି। କାରଣ ଟିକା...

Advertisement


Archives

Model This Week