ତେଲକୋଇ, ୨୨।୧୨ ଡି.ଏନ.ଏ.): କେନ୍ଦୁଝର ଜିଲା ତେଲକୋଇ ପାହାଡି ଅଞ୍ଚଳରେ ଶୀତର ଲହରି ଜାରି ରହିଥିବାରୁ କେହି ଘରୁ ବାହାରି ପାରୁନାହାନ୍ତି। ଏପରିକି ଜଙ୍ଗଲ ଅଞ୍ଚଳରେ ଥିବା ଯୁଆଙ୍ଗ ଓ ଭୁୟାଁ ଜନଜାତି ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବା ଦେଖାଯାଇଛି। ଏହି ଅଞ୍ଚଳରେ ୮ ଡିଗ୍ରୀ ସେଲସିୟସ ରହିଥିବା ବିଭାଗ ପକ୍ଷରୁ ସୂଚନା ଦିଆଯିବା ସହିତ ସାରେ ଘରୁ ନ ବାହାରିବାକୁ ଡାକବାଜି ଯନ୍ତ୍ର ଯୋଗେ ସୂଚନା ଦିଆଯାଇଛି। ଗରିବ ଲୋକେ ଶୀତରେ ହଇରାଣ ହୋଉଥିବା ବେଳେ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବା ଯୁଆଙ୍ଗ ଜନଜାତିର ସଭାପତି ରମାକାନ୍ତ ଯୁଆଙ୍ଗ ଜିଲାପାଳଙ୍କୁ ଅଭିଯୋଗ କରିଛନ୍ତି ।
ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍ ଓ୍ବାର୍ନିଂ
ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…
ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…
ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…
ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ
ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…
ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍ ବଢ଼ାଉଛି ଚିନ୍ତା
ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…
ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…
ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…
ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …
କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର…
ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର
ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…
ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ
ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…
Archives

