ବୃଦ୍ଧଙ୍କ ଗଳା କାଟିଦେଲେ

ମାଲକାନଗିରି/ପଡ଼ିଆ,୮ା୫: ମାଲକାନଗିରି ଜିଲା ପଡ଼ିଆ ବ୍ଲକ ନିଲିଗୁଡା ପଞ୍ଚାୟତ ନିଲିଗୁଡା ଗ୍ରାମରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟଛି। ୨ ଜଣ ଯୁବକ ଜଣେ ବୃଦ୍ଧଙ୍କୁ ଗଳା କାଟି ହତ୍ୟା କରିଥିଲେ। ମୃତକ ହେଲେ ଗ୍ରାମର ବୁଦୁରା ପଡିଆମି (୭୪)।
ମିଳିଥିବା ସୂଚନା ଅନୁଯାୟୀ, ୨ ଜଣ ଯୁବକ ଶୁକ୍ରବାର ରାତିରେ ବୁଦୁରାଙ୍କ ଘରକୁ ଆସି ତାଙ୍କ ସହ କଥାବାର୍ତ୍ତା ହେଉଥିଲେ। ପରେ ସେମାନେ ଏକ ଧାରୁଆ ଅସ୍ତ୍ରରେ ବୁଦୁରାଙ୍କ ଗଳାକାଟି ଫେରାର ହୋଇଯାଇଥିଲେ। ପଡିଆ ପୋଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଗୁଣିଗାରେଡି ସନ୍ଦେହରେ ଏଭଳି ଘଟଣା ଘଟିଥିବା ଅନୁମାନ କରାଯାଉଥିବା ଥାନା ଅଧିକାରୀ ରଞ୍ଜନ କୁମାର ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ନିମ୍ନମାନ ଆଳରେ ଚାଷୀଙ୍କୁ ଶୋଷୁଛନ୍ତି ସମସ୍ତେ

ଜୟପୁର,୨୯ା୫(ଡି.ଏନ୍‌.ଏ.)-ଚାଷୀଙ୍କ ଅମଳ ରବିଧାନ କ୍ରୟ ପାଇଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ମଣ୍ଡି ଆରମ୍ଭ ହୋଇଛି। ମାତ୍ର ଚାଷୀଙ୍କ ଅମଳ ଧାନ ନିମ୍ନମାନର ଆଳ ଦେଖାଇ କୁଇଣ୍ଟାଲ...

ରଥଯାତ୍ରା ପାଇଁ ଅନୁମତି ଦେଲେ ଜଗନ୍ନାଥ ଆମକୁ କ୍ଷମା ଦେବେ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୬(ବ୍ୟୁରୋ): ଚଳିତବର୍ଷ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ଓ ଏହାସହ ଜଡ଼ିତ ଅନ୍ୟ କାର୍ଯ୍ୟକଳାପକୁ ଅନୁମତି ଦିଆଯିବ ନାହିଁ। ଏଥିପାଇଁ ଅନୁମତି ଦେଲେ ଜଗନ୍ନାଥ ଆମକୁ କ୍ଷମା...

୧୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬।୧୦(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବଂ ଏହାକୁ ଲାଗି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁ ରାଜ୍ୟରେ ବର୍ଷା...

କୋଟାରୁ ଆସିଲେ ୨୬ ପ୍ରବାସୀ ଓଡ଼ିଆ, ୬ଟି ବସ୍‌ ଯୋଗେ ଝାରଖଣ୍ଡ ଯିବେ ୧୪୨ ଜଣ

ଭଦ୍ରକ ଅଫିସ, ୪।୫: ରାଜସ୍ଥାନର କୋଟାରେ ଫସିଥିବା ଛାତ୍ରଛାତ୍ରୀ ସୋମବାର ଭଦ୍ରକ ଜିଲାରେ ପହଞ୍ଚିଛନ୍ତି। ଫେରିଛନ୍ତି। ସେଠାରେ ଫସିଥିବା ଜିଲାର ୨୧ ଛାତ୍ରଛାତ୍ରୀ ଓ ୫...

ଅବେବସ୍‌ତା ଘେରରେ ଦୁମଦୁମି ସେବାଶ୍ରମ ସ୍କୁଲ: ୧୦ଟା ଶ୍ରେଣୀକେ ୨୬୮ ଛାତ୍ରୀଛାତ୍ର, ୪ ଶିକ୍ଷକ

ଲୋଇସିଂହା, ୯।୧୨(ଡି.ଏନ.ଏ.)-  ଆଦିବାସୀ ଛାତ୍ରୀଛାତ୍ରକଁର ଶିକ୍ଷାର ବିକାଶ ଲାଗି ସରକାର ଖାସ୍‌ ପଦକ୍ଷେପ ନେଉଥିବାର କହୁଛନ୍‌। ହେଲେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଦୁମଦୁମିରେ ଥିବାର...

ସିଏଏ ନିଆଁରେ ଓଡ଼ିଆ ଯୁବକ ପ୍ରସଙ୍ଗ:ଚର୍ଚ୍ଚାରେ ‘ପାଗଳ କାର୍ତ୍ତିକ’ ପୋଷ୍ଟ

ବରଗଡ଼ ଅଫିସ/ପଦ୍ମପୁର, ୨୦।୧୨:ନୂଆଦିଲ୍ଲୀରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ଆନ୍ଦୋଳନ ଚାଲିଥିବା ବେଳେ ବୁଧବାର ଇଣ୍ଡିଆ ଗେଟ୍‌ ନିକଟରେ କାର୍ତ୍ତିକ ମେହେର ନାମକ ଜଣେ ଓଡ଼ିଆ...

ନୂଆ ରୂପ ନେବ କଣ୍ଡାର ବିଟ୍‌ ହାଉସ୍‌

ଢେଙ୍କାନାଳ ଅଫିସ, ୨୯।୯ ୨୦୦୭ ଜାନୁୟାରୀ ୩୧। ଏହିଦିନ ଲାଲ୍‌ବାହିନୀ ନରସଂହାରରେ ରକ୍ତରଞ୍ଜିତ ହୋଇଥିଲା ଢେଙ୍କାନାଳ ଜିଲା ଆଦିବାସୀ ବହୁଳ କଙ୍କଡ଼ାହାଡ଼ ବ୍ଲକର କଣ୍ଡାର ବିଟ୍‌...

ଶୋଷ ମେଣ୍ଟାଉଛି ଚୂଆପାଣି

ବାଲିଗୁଡ଼ା,୧ା୭(ଡି.ଏନ୍‌.ଏ.)- ଆଜିବି ଅନେକ ଅଞ୍ଚଳ ରହିଛି ଯେଉଁଠି ପାଣି ଟୋପେ ପାଇଁ ଡହଳବିକଳ ହେଉଛନ୍ତି ଅଞ୍ଚଳବାସୀ। ବାରମ୍ବାର ଗୁହାରି ପରେ ମଧ୍ୟ ସମସ୍ୟା ସୁଧୁରୁନି। କନ୍ଧମାଳ...

Advertisement


Archives

Model This Week