ଗାଧୋଇବାକୁ ଯାଇ ବ୍ରାହ୍ମଣୀରେ ବୁଡ଼ିଗଲେ ବୃଦ୍ଧ

କଣିହାଁ,୩ା୯(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲ ଥାନା ବିକିଶର ଗ୍ରାମରେ ବ୍ରାହ୍ମଣୀରେ ବୁଡ଼ିଯାଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ସେହି ଗ୍ରାମର ନବୀନା ନାଏକ (୭୦)। ନବୀନାଙ୍କ ପୁଅ କିଶୋରୀ ଅଭିଯୋଗ ମୁତାବକ ତାଙ୍କ ବାପା (ବୁଧବାର) ଅପରାହ୍ନ ୨ଟାରେ ଗାଁ ନିକଟରେ ଥିବା ବ୍ରାହ୍ମଣୀକୁ ଗାଧୋଇବା ପାଇଁ ଯାଇଥିଲେ। ଘରକୁ ନ ଫେରିବାରୁ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ ପାଇ ନ ଥିଲେ। ତେବେ ଗୁରୁବାର ନଦୀତୁଠରେ ନବୀନାଙ୍କର ଗାମୁଛା ଓ ବାଡ଼ି ଥିବାର ଦେଖି ପାଣିରେ ବୁଡ଼ିଯାଇଥିବାର ସନ୍ଦେହ ହୋଇଥିଲା। ଏନେଇ ତାଳଚେର ଦମକଳ ବାହିନୀକୁ ଖବର ଦେବା ପରେ କର୍ମଚାରୀମାନେ ଆସି ନଦୀ ମଧ୍ୟରୁ ମୃତଦେହକୁ ଉଦ୍ଧାର କରିଥିଲେ। ଘଟଣାସ୍ଥଳରେ ସମଲ ପୋଲିସ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ତଳଚେରସ୍ଥିତ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଗଞ୍ଜେଇ ଲିଙ୍କ: ଫାଣ୍ଡି ଅଧିକାରୀ ସସ୍‌ପେଣ୍ଡ, ବିଦା ହେଲେ ହୋମଗାର୍ଡ

ବୌଦ୍ଧ,୨୮।୭: ଗଞ୍ଜେଇ ଚୋରା ଚାଲାଣ ଲିଙ୍କ୍‌ରେ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅଧିକାରୀ ତଥା SI ପ୍ରାଣବନ୍ଧୁ ସାହୁଙ୍କୁ ଚାକିରିରୁ ସସ୍‌ପେଣ୍ଡ କରାଯାଯାଇଛି। ଏପରିକି ହୋମଗାର୍ଡ ମାନଭଞ୍ଜନ…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି।…

ନେପାଳ ବନ୍ୟାରେ ଜୀବନ ରକ୍ଷା କଲା ହାଇଡ୍ରୋପାୱାର ସୁଡ଼ଙ୍ଗ, ବଞ୍ଚିଗଲେ ୩୫୦

କାଠମାଣ୍ଡୁ,୨୮।୮: ନେପାଳରେ ବିନାଶକାରୀ ବନ୍ୟା ମଧ୍ୟରେ ଅପର ତ୍ରିଶୂଳୀ ହାଇଡ୍ରୋପାୱାର ପ୍ରକଳ୍ପର ଏକ ସୁଡ଼ଙ୍ଗ ଶତାଧିକ ଲୋକଙ୍କ ପାଇଁ ଜୀବନରକ୍ଷକ ପାଲଟିଛି। ବନ୍ୟାଜଳ ସହ ମାଟି, ପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri