ଗାଧୋଉଥିବା ବେଳେ ବନ୍ୟାଜଳ ସ୍ରୋତରେ ଭାସିଗଲେ ବୃଦ୍ଧ

ପାଟକୁରା,୨୦ା୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ପାଟକୁରା ଥାନା ଅନ୍ତର୍ଗତ ମାଣ୍ଡିଆ ଗ୍ରାମର ଜଣେ ବ୍ୟକ୍ତି ଶନିବାର ମଧ୍ୟାହ୍ନରେ ଗାଧୋଉଥିବା ବେଳେ ଭାସି ଯାଇଛନ୍ତି। ନିଖୋଜ ବ୍ୟକ୍ତି ଜଣକ ହେଲେ ମାଣ୍ଡିଆ ଗ୍ରାମର ଟହଲି ଚରଣ ସାହୁ(୮୦)। ଆଜି ଟହଲି ତାଙ୍କ ଭାଇ ସୁର ସାହୁଙ୍କ ସହ ମିଶି କଣ୍ଡିଆରେ ଥିବା ପଘାର ମଶାଣି ଦଣ୍ଡା ନିକଟରେ ଗାଧୋଉଥିଲେ। ହଠାତ୍‌ ଟହଲି ପାଣିରେ ବୁଡ଼ି ଯାଇଥିଲେ। ବନ୍ୟାଜଳର ସ୍ରୋତ ଅଧିକ ଥିବାରୁ ତାଙ୍କୁ ତାଙ୍କ ଭାଇ ସୁର ଉଦ୍ଧାର କରି ପାରି ନ ଥିଲେ। ନୈନ୍ଦପୁର ଅଗ୍ନିଶମ ବିଭାଗକୁ ଖବର ଦେବାରୁ ଅଗ୍ନିଶମ ବାହିନୀ କର୍ମଚାରୀମାନେ ପହଞ୍ଚି ପାଓ୍ବାର ବୋଟ୍‌ ଯୋଗେ ଖୋଜାଖୋଜି କରୁଛନ୍ତି। ବର୍ତ୍ତମାନ ସୁଦ୍ଧା ଟହଲିଙ୍କୁ ଉଦ୍ଧାର କରାଯାଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri