ନଦୀରେ ଭାସିଗଲେ ବୃଦ୍ଧ

ଆରଡି,୧୭।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡି ଫାଣ୍ଡି ଅଧୀନ ମୁଆଁ ଗ୍ରାମର ଘନଶ୍ୟାମ ଦାସ (୬୨) ବୁଧବାର ବନ୍ୟାରେ ଭାସିଯାଇ ନିଖୋଜ ଅଛନ୍ତି । ଗ୍ରାମବାସୀଙ୍କ କହିବା ଅନୁସାରେ ଘନଶ୍ୟାମ ବୈତରଣୀ ନଦୀବନ୍ଧରେ ଶୌଚ ହୋଇ ଫେରୁଥିବା ସମୟରେ ଗୋଡ ଖସିଯିବାରୁ ଭାସିଯାଇଥିଲେ । ସଙ୍ଗେସଙ୍ଗେ ଗ୍ରାମର କେତେକ ବ୍ୟକ୍ତି ଦେଶୀଡଙ୍ଗା ନେଇ ଖୋଜାଖାଜି କରିଥିଲେ ବି ତାଙ୍କୁ ଉଦ୍ଧାର କରିପାରି ନ ଥିଲେ । ଖବରପାଇ ଧାମନଗର ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଖୋଜାଖୋଜି ଅବ୍ୟାହତ ରଖିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ତହସିଲଦାରଙ୍କ ଉପସ୍ଥିତିରେ ବିବାହ କଲେ ପ୍ରେମୀଯୁଗଳ

କୋକସରା,୧ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ତହସିଲ କାର୍ଯ୍ୟାଳୟରେ ବୁଧବାର ପ୍ରେମୀଯୁଗଳଙ୍କ ବିବାହ ହୋଇଛି। ବିବାହ ବନ୍ଧନରେ ବାନ୍ଧି ହୋଇଥିବା ପ୍ରେମୀଯୁଗଳ ହେଲେ ଧନସରା ଗ୍ରାମର ଖଗେଶ୍ୱର...

ବଅଁରପାଳ ପୋଲିସ ଜାଲରେ ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗ: କାର୍‌, ଲୁଟ୍‌ ସାମଗ୍ରୀ ଜବତ

ଅନୁଗୋଳ ଅଫିସ, ୧୩।୧:  ଅନୁଗୋଳ ଜିଲା ବଅଁରପାଳ ପୋଲିସ ହାତରେ ଧରାପଡ଼ିଛନ୍ତି ଅନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ୫ ସଦସ୍ୟ। ସେମାନେ ହେଲେ ପଶ୍ଚିମବଙ୍ଗ ବର୍ଦ୍ଧମାନ ଜିଲାର ଟାଟା...

ପାରିବାରିକ କଳହ: ସାନଭାଇ ନେଲେ ବଡଭାଇଙ୍କ ଜୀବନ

ବରଗଡ଼ ଅଫିସ, ୨୭।୯: ବରଗଡ଼ ଜିଲା ବିଜେପୁର ଥାନା ଅନ୍ତର୍ଗତ ଲେମଧର ଗ୍ରାମରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର କୈଲାସ ସାହୁ ନିଜ ବଡଭାଇ...

ଶେରଗଡ଼ର କୌଣସି ଏଟିଏମ୍‌ରେ ନାହିଁ ଟଙ୍କା: ଗ୍ରାହକ ସେବା କେନ୍ଦ୍ର ପାଲଟିଛି ଭରସା, ଟଙ୍କା ପାଇଁ ଲୋକଙ୍କ ଭିଡ଼

ଶେରଗଡ଼,୧୧।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ରେ ଗତ କିଛି ଦିନ ହେଲା କୌଣସି ଏଟିଏମ୍‌ରେ ଟଙ୍କା ନାହିଁ। କେବଳ ବ୍ୟାଙ୍କରୁ ଗ୍ରାହକମାନେ ଟଙ୍କା ଉଠାଇ ନେଇପାରୁଛନ୍ତି। ଫଳରେ...

ଶ୍ୱଶୁର ଘରେ ସ୍ତ୍ରୀଙ୍କୁ ହତ୍ୟା କରି ସ୍ବାମୀ ଫେରାର

ସମ୍ବଲପୁର,୬।୫(ବ୍ୟୁରୋ): ସାତ ଜନମକୁ ସାଥୀ ହେବାକୁ କଥା ଦେଇ ଯେଉଁ ହାତ ଧରିଥିଲେ ସେହି ହାତରେ ସ୍ତ୍ରୀଙ୍କୁ ପଥର ଛେଚି ହତ୍ୟା କରିଛନ୍ତି ସ୍ବାମୀ। ଏପରି...

ସରକାରୀ ଯୋଜନାରୁ ବଁଚିତ କୁଟିଆକଁଧ୍‌

ଭବାନୀପାଟଣା, ୧୩ା୫ (ଡି.ଏନ୍‌.ଏ) :  ଓଡ଼ିଶାର ଗୁଟେ ବିରଲ ଜନଜାତି ଭିତରେ କୁଟିଆକଁଧ୍‌ ଅଲଗ୍‌ ଆଏ। ସମତଲ ଆର ପାହାଡ଼ର ତଲି ଅଂଚଲରେ ଇମାନେ ରହାବସା କରସନ୍‌।...

ମହାପ୍ରଭୁଙ୍କ ସେବାରେ ସାନପଦର ବୁଣାକାର: ପହଣ୍ଡି, ଅଣସର ଗାମୁଛା ପ୍ରସ୍ତୁତିରେ ଲାଗିଛନ୍ତି

ଖୋର୍ଦ୍ଧା ଅଫିସ,୨୪ା୫: ପବିତ୍ର ଅକ୍ଷୟ ତୃତୀୟାରେ ଶ୍ରୀମନ୍ଦିର ପରିସରରେ ବିଧି ମୁତାବକ ରଥକାମ ଅନୁକୂଳ ହୋଇଥିଲା। ୧୧ଦିନ ବିଳମ୍ବରେ ହେଲେ ମଧ୍ୟ ରଥକାମ ଆଗେଇ ଚାଲିଛି।...

ଯୁବତୀଙ୍କୁ ଅସଦାଚରଣ, ବ୍ୟବସାୟୀ ଗିରଫ

ବ୍ରହ୍ମପୁର ଅଫିସ,୨୫ା୮-ଜଣେ ଯୁବତୀଙ୍କୁ ଏକତରଫା ପ୍ରେମ କରି ବିଫଳ ହେବା ପରେ ବିଚ ରାସ୍ତାରେ ତାଙ୍କୁ ଅସଦାଚରଣ କରିବା ଅଭଯୋଗରେ ଟାଉନ ଥାନା ପୋଲିସ ଜଣେ...

Advertisement
Archives

Model This Week