Posted inଫୁରସତ

୭୦ ବର୍ଷରେ ଏମିତି ଷ୍ଟଣ୍ଟ୍‌ କରୁଛନ୍ତି ବୃଦ୍ଧ, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ବେଳେବେଳେ ଏମିତି କିଛି ଭିଡିଓ ଭାଇରାଲ ହୋଇଥାଏ, ଯାହା ଦେଖିଲେ ବିଶ୍ୱାସ କରି ହୁଏନି। ସେମିତି ଏକ ଭିଡିଓ ଏବେ ଭାଇରାଲ ହେଉଛି। ଏହି ଭିଡିଓରେ ଜଣେ ବୃଦ୍ଧ ବାଇକ୍‌ ଷ୍ଟଣ୍ଟ କରୁଛନ୍ତି। ଭିଡିଓ ଦେଖିବା ପରେ, ଆପଣ ମଧ୍ୟ କହିବେ ଏମିତି ଷ୍ଟଣ୍ଟ୍‌ କେବେ ଆଗରୁ ଦେଖି ନାହାନ୍ତି। ତେବେ ଭିଡିଓ ଦେଖନ୍ତୁ ମନା ନାହିଁ, କିନ୍ତୁ ଆପଣ ଏପରି ଷ୍ଟଣ୍ଟ୍‌ କେବେ ନ କରିବାକୁ ଅନୁରୋଧ କରାଯାଇଛି।

 

 

View this post on Instagram

 

A post shared by yournaturegram (@yourenaturegram)

କିଛି ଲୋକ ଅଛନ୍ତି ଯେଉଁମାନେ ଭାଇରାଲ ହେବା ପାଇଁ ବାଇକ୍‌ ଷ୍ଟଣ୍ଟ କରନ୍ତି। ଷ୍ଟଣ୍ଟ ପ୍ରଦର୍ଶନକାରୀଙ୍କ ଅନେକ ଭିଡିଓ ସୋସିଆଲ ମିଡିଆରେ ଦେଖିବାକୁ ମିଳେ। ଆଜି ଷ୍ଟଣ୍ଟ୍‌ର ଭିଡିଓ ଟିକେ ନିଆରା। ଭିଡିଓରେ ଜଣେ ବୃଦ୍ଧ ଅତ୍ୟନ୍ତ ବିପଜ୍ଜନକ ଷ୍ଟଣ୍ଟ କରୁଥିବା ନଜର ଆସିଛନ୍ତି। ବୃଦ୍ଧ ଜଣକ ୭୦ ବର୍ଷ ବୟସରେ ମଧ୍ୟ ଯୁବକଙ୍କ ପରି ହାତ ଛାଡ଼ି ବାଇକ୍‌ ଉପରେ ଠିଆ ହୋଇଯାଉଛନ୍ତି। ବେଳେବେଳେ ଖୁବ୍‌ ଜୋର୍‌ରେ ହାତଛାଡ଼ି ବାଇକ୍‌ରେ ବସିପଡୁଛନ୍ତି। ଭିଡିଓକୁ ଯିଏ ଦେଖୁଛି, ସେ ଆଶ୍ଚର୍ଯ୍ୟ ହୋଇଯାଉଛି।

ଭିଡିଓଟି ଜାନୁୟାରୀ ୧୨ରେ ଶେୟାର କରାଯାଇଛି। ଯାହା ବର୍ତ୍ତମାନ ପର୍ଯ୍ୟନ୍ତ ୧୦ ମିଲିୟନରୁ ଅଧିକ ଲାଇକ୍‌ ପାଇଛି। ଅନେକ ଲୋକଙ୍କ ମନ୍ତବ୍ୟ ଦେଖିବାକୁ ମିଳୁଛି। ଜଣେ ୟୁଜର କହିଛନ୍ତି, ଏମିତି ଷ୍ଟଣ୍ଟ୍‌ କେବେ ଆଗରୁ ମୁଁ ଦେଖିନାହିଁ। ସେହିପରି ଆଉ ଜଣେ ୟୁଜର କହିଛନ୍ତି, ବାପ୍‌ରେ କି ଷ୍ଟଣ୍ଟ୍‌। ଅନ୍ୟ ଜଣେ କହିଛନ୍ତି, ମନ ଦୃଢ଼ ଥିଲେ ବୟସ ହାର ମାନେନା।


Enter your email to get our daily news in your inbox.

All Right Reserved By Dharitri.Com

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?