ମାଟି କାନ୍ଥ ଭୁଶୁଡ଼ି ବୃଦ୍ଧ ଗୁରୁତର

ଗଞ୍ଜାମ, ୧୧।୧୦(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ କାଇଁଚପୁର ପଞ୍ଚାୟତ ମାଳି ଜଗନ୍ନାଥପୁର ଗ୍ରାମ ଚାନ୍ଦିନୀ ପାଖରେ ଏକ ମାଟି ଘର କାନ୍ତ ରବିବାର ଭୁଶୁଡ଼ି ପଡ଼ିଛି। ଏହି ସମୟରେ ଚାନ୍ଦିନୀରେ ବିଶ୍ରାମ ନେଉଥିବା ଉକ୍ତ ଗ୍ରାମର ଅଭି ମହାପାତ୍ରଙ୍କ ଉପରେ କାନ୍ଥ ପଡ଼ିଥିଲା। ଗୁରୁତର ଅବସ୍ଥାରେ ତୁରନ୍ତ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଛି। ସେ ଜଣେ ଦିନ ମଜୁରିଆ ହୋଇଥିବା ହେତୁ ପ୍ରଶାସନ ପକ୍ଷରୁ ସହଯୋଗ ନିମନ୍ତେ ଗ୍ରାମବାସୀ ନିବେଦନ କରିଛନ୍ତି । ଏ ନେଇ ଗ୍ରାମବାସୀ ତହସିଲ ପ୍ରଶାସନକୁ ଅବଗତ କରାଇଥିଲେ ସୁଦ୍ଧା ରବିବାର ଯୋଗୁ କୌଣସି ପ୍ରଶାସନିକ ଅଧିକାରୀ ଆସି ନ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣାତ୍ମକ ଶିକ୍ଷା,ଅକ୍ଲାନ୍ତ ପରିଶ୍ରମ ଆଣିଦେଲା ସଫଳତା, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚଳିତ ଦ୍ଵାଦଶ ବୋର୍ଡ ପରୀକ୍ଷାରେ ଛାତ୍ରୀଛାତ୍ର ମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି।…

ଥୁଆମୂଳ ରାମପୁରରେ ‘ସମାଧାନ ସମାରୋହ-୨୦୨୬’ ପ୍ରସ୍ତୁତି ବୈଠକ: ସୁପ୍ରିମ କୋର୍ଟଙ୍କ ବିଶେଷ ଲୋକ ଅଦାଲତ ନେଇ ସଚେତନତା…

ଥୁଆମୂଳ ରାମପୁର, ୨୩।୫(ଦୁର୍ଗା କୀର୍ତ୍ତି): ସାଧାରଣ ଜନତାଙ୍କୁ ସହଜ ଓ ତ୍ୱରିତ ନ୍ୟାୟ ପ୍ରଦାନ କରିବା ଲକ୍ଷ୍ୟରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ (ସୁପ୍ରିମ କୋର୍ଟ)ଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶନାରେ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ…

ରାଉରକେଲାରେ ବଡ଼ ଧରଣର ବ୍ରାଉନସୁଗାର ଜବତ: ୭ ମହିଳା ସମେତ ୮ ଡ୍ରଗ୍ସ ବେପାରୀ ଗିରଫ, ୧ କୋଟି ଟଙ୍କାରୁ ଅଧିକ

ରାଉରକେଲା, ୨୩।୫ (ସଙ୍ଗୀତା ଜେନା): ଓଡ଼ିଶାରେ ଚାଲିଥିବା ନିଶା ନିବାରଣ ଅଭିଯାନରେ ଏକ ବଡ଼ ସଫଳତା। ରାଉରକେଲା ପୋଲିସ ପ୍ଲାଣ୍ଟସାଇଟ୍ ଥାନା ସୀମା ଅନ୍ତର୍ଗତ ମୀନାପଡ଼ା ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri