Posted inଫୁରସତ

ଆଖି ଆଗରେ ସବୁ ପୋଡ଼ି ଯାଉଥିବା ବେଳେ ହସୁଛନ୍ତି ବୃଦ୍ଧ, କାରଣ ଜାଣିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଜଣେ ବୃଦ୍ଧଙ୍କ ସବୁ ଘର ପୋଡ଼ି ଯାଇଥିବା ବେଳେ ସେ ଖୁସିରେ ହସୁଛନ୍ତି। ତାଙ୍କ ଖୁସିର କାରଣ ଜାଣିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ। ଘରେ ସବୁ ପୋଡ଼ି ଯାଇଥିବା ବେଳେ କେବଳ ପୋଷା ବିଲେଇ ବଞ୍ଚି ଯାଇଛି ଆଉ ତାହା ହିଁ ହେଉଛି ତାଙ୍କ ଖୁସି। ବିଲେଇକୁ ଧରି ସେ ଖୁବ କାନ୍ଦୁଛନ୍ତି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ରଙ୍ଗର ପ୍ରତିକୂଳ ପ୍ରଭାବ

”ଅବିରରେ ରଞ୍ଜକ ରୂପେ ବ୍ୟବହାର କରାଯାଉଥିବା ଭାରି ଧାତୁ ଶରୀର ପାଇଁ କେବଳ ବିଷାକ୍ତ ନୁହେଁ, କର୍କଟ ରୋଗ ସୃଷ୍ଟିକାରୀ ମଧ୍ୟ। ଏହାର କେତେକ ଉଦାହରଣ...

ଡ୍ରାଗନ୍‌ ଗର୍ଲ ହେବାକୁ ଖର୍ଚ୍ଚ କଲେ ୯୦ ଲକ୍ଷ

ପ୍ରତେକ ଲୋକଙ୍କର ସଉକ ଭିନ୍ନ ପ୍ରକାରର ରହିଥାଏ। କିଏ ଖାଇବାକୁ ପସନ୍ଦ କରେ ତ ଆଉ କିଏ କିଛି ଭିନ୍ନ କରି ଦେଖାଇବାକୁ। ଏଥିପାଇଁ ସେମାନଙ୍କୁ...

ମରୁଭୂମିରେ ସ୍ବପ୍ନ ସହର, ୫୦ ଲକ୍ଷ ଲୋକଙ୍କ ପାଇଁ ରହିବା ସୁବିଧା…

ଓ୍ବାଶିଂଟନ,୧୨।୯: ମରୁଭୂମିରେ ଜଣେ ଅବା ଦୁଇ ଜଣଙ୍କ ପାଇଁ ନୁହେଁ, ୫୦ ଲକ୍ଷ ଲୋକଙ୍କ ପାଇଁ ନିର୍ମାଣ କରାଯିବ ସ୍ବପ୍ନର ସହର। ଏନେଇ ଆମେରିକାର କୋଟିପତି...

ଲିପ୍‌ଷ୍ଟିକ୍‌ରୁ ବାହାରିବ ଗୁଳି: ରୋଡ୍‌ ସାଇଡ୍‌ ରୋମିଓ ପାଇବେ ପାନେ !

ବାରାଣସୀ,୯।୧: ଏବେ ରୋଡ୍‌ ସାଇଡ୍‌ ରୋମିଓଙ୍କୁ ପାନେ ମିଳିବ। ବାରାଣସୀର ଜଣେ ଯୁବକ ମହିଳାଙ୍କ ସୁରକ୍ଷା ପାଇଁ ଏକ ନୂଆ ପ୍ରକାରର ଲିପ୍‌ ଷ୍ଟିକ୍‌ ତିଆରି...

ଗ୍ରୀଷ୍ମରୁ ରକ୍ଷା ପାଇବାକୁ ବସ୍‌ ଛାତରେ ବଗିଚା କଲେ ଡ୍ରାଇଭର

ଦିନକୁ ଦିନ ବିଶ୍ୱ ତାପମାତ୍ରାରେ ପରିବର୍ତ୍ତନ ହେବାରେ ଲାଗିଛି। ଗ୍ରୀଷ୍ମର ପ୍ରବାହ ଏତେ ବଢି ଯାଇଛି ଯେ ଅନେକ ସହରରେ ସାଧାରଣ ଜନ ଜୀବନ ଅସ୍ତବ୍ୟସ୍ତ...

ମନୁଷ୍ୟ ଦୁଃଖ ପାଏ କାହିଁକି

ଏହାର ସମାଧାନ କିଏ କେତେ ପ୍ରକାର ଦେଲେ ବି ଉତ୍ତର କିନ୍ତୁ ଗୋଟିଏ l ଶାସ୍ତ୍ର, ପୁରାଣ ଓ ସାଧୁସନ୍ଥମାନଙ୍କ ମତରେ ମନୁଷ୍ୟ ନିଜ କର୍ମ...

୨୦୧୯ ଓ ୨୦୨୦ରେ କ’ଣ ରହିଛିି ଫରକ୍‌: ମହିଳା ଫଟୋ ଶେୟାର କରି ଜଣାଇଲେ

ସରନ୍‌ ଓ୍ବଗ୍‌, ହେଉଛନ୍ତି ଜଣେ ବ୍ଲଗର। ସେ ସାଉଥ୍‌ ଆଫ୍ରିକାର କ୍ୟାପ୍‌ଟାଉନ୍‌ରେ ରୁହନ୍ତି। ସରନ ବୁଲାବୁଲି କରିବାକୁ ବହୁତ ଭଲ ପାଆନ୍ତି। ହେଲେ କରୋନା ଯୋଗୁ...

ବିମାନ ବନ୍ଦରରେ ପ୍ରତିଦିନ ହୁଏ ଫାୟାରିଂ

ସୁରଟ : ଆପଣମାନଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିବ ନିଶ୍ଚୟ। ବିମାନବନ୍ଦରରେ ପୁଣି ପ୍ରତିଦିନ ଫାୟାରିଂ! ହେଲେ ହଁ। ପ୍ରତିଦିନ ସୁରଟ ବିମାନ ବନ୍ଦରରେ ଟେକ୍‌ଅଫ୍‌ ଏବଂ ଲ୍ୟାଣ୍ଡିଂ...

Advertisement
Archives

Model This Week