ଘରୁ ଯାଇ ଆଉ ଫେରିଲେନି ବୃଦ୍ଧ: ଧଳା ନଦୀରୁ ମିଳିଲା ମୃତଦେହ

ପଦ୍ମପୁର,୧୯।୪(ଡି.ଏନ୍‌.ଏ): ଧଳା ନଦୀରେ ବୁଡ଼ି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତ ସାନ ଅଗାପୁର ଗ୍ରାମର ରମେଶ ଚନ୍ଦ୍ର ନାୟକ। ସକାଳେ ରମେଶ ଶୌଚ ହେବା ପାଇଁ ଯାଇ ଘରକୁ ଫେରି ନ ଥିଲେ। ଖୋଜାଖୋଜି ପରେ ତାଙ୍କୁ ନଦୀରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ବାସୁଦେବପୁର ପୋଲିସ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ଭଦ୍ରକ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ଯୋଜନା କମିଟି ବାର୍ଷିକ ବଜେଟ: ୧୩୬୦. ୭୯ କୋଟିର ପ୍ରସ୍ତାବ ଅନୁମୋଦନ

ଭଦ୍ରକ ଅଫିସ, ୪।୧- ଭଦ୍ରକ ଜିଲା ଯୋଜନା କମିଟିର ବାର୍ଷିକ ବଜେଟ ବୈଠକ ଶୁକ୍ରବାର ଜିଲା ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। କମିଟି...

ଭଦ୍ରକରେ ଆଉ ୯ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦କୁ ଛୁଇଁଲା

ଭଦ୍ରକ ଅଫିସ, ୧୪।୫: ଭଦ୍ରକ ଜିଲାରେ ଗୁରୁବାର ସକାଳେ ଆଉ ୯ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ୪୦କୁ...

୪୪୧ ପ୍ରାର୍ଥତ୍ପତ୍ର ନାକଚ

ଭଦ୍ରକ ଅଫିସ, ୨୪।୧: ଭଦ୍ରକ ଜିଲାରେ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି। ମୋଟ ୧୦,୦୧୪ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ୪୪୧ ପ୍ରାର୍ଥତ୍ପତ୍ର...

ରାତିରେ ଅଁଧାର, ଦିନବେଲା ଜଲୁଛେ ଷ୍ଟ୍ରିଟ୍‌ଲାଇଟ୍‌

ଗୁଡ଼ଭେଲା,୧୭ା୪(ଡି.ଏନ.ଏ):  ସରକାର ବିଦ୍ୟୁତ ସଞ୍ଚୟ ଲାଗି ଲୁକ୍‌କୁ ସଚେତନ କରୁଛନ୍‌। ହେଲେ ବଲାଙ୍ଗୀର ଜିଲା ତୁଷୁରା ସହରରେ ଥିବାର ଷ୍ଟ୍ରିଟଲାଇଟମାନ ଦିନବେଲା ଜଲୁଥିଲାବେଲେ ବଡ଼ଭାଗି ଲାଇଟ୍‌...

୫ ବର୍ଷ ବିତିଲା, ସମ୍ପୂର୍ଣ୍ଣ ହେଲାନି ପୋଲ

ବାସୁଦେବପୁର,୬।୧(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ବଳିବିନ୍ଧା ଗ୍ରାମଠାରୁ ଗମେଈ ନଦୀକୁ ସଂଯୋଗ କରୁଥିବା ମୋହନ ସାମଲ ନାଳ ଜଳ ନିଷ୍କାସନର ଏକ ପ୍ରମୁଖ ନାଳ।...

ବଦଳୁନି ଭିତ୍ତିଭୂମି: ଗୋଟିଏ ଗୃହରେ ୫ଶ୍ରେଣୀ

ପଦ୍ମପୁର, ୩।୧୦(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସୁଗୋ ପଞ୍ଚାୟତର କଲ୍ୟାଣପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଗୋଟିଏ କୋଠରିରେ ୫ ଟି ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ...

ଶିଶୁ ଓ ନାବାଳିକା ଅସୁରକ୍ଷିତ : ଜୁଲାଇ ଶେଷ ସୁଦ୍ଧା ଜିଲାର ବିଭିନ୍ନ ଥାନାରେ ୭୧ଟି ନାବାଳିକା ବଳାତ୍କାର ମାମଲା ରୁଜୁ

ଭଦ୍ରକ ଅଫିସ, ୫।୮ : ଭଦ୍ରକ ଜିଲାରେ ଦିନକୁ ଦିନ ବାଳ ଅପରାଧ ଘଟଣା ବଢ଼ିଚାଲିଛି। ଚଳିତବର୍ଷ ଜୁଲାଇ ଶେଷ ସୁଦ୍ଧା ଜିଲାର ବିଭିନ୍ନ ଥାନାରେ...

ଆଜିଠୁ ଭଣ୍ଡାରିପୋଖରୀ ମୁନ୍‌ସୀ ମେଳଣ: ସମ୍ପର୍କ ଯୋଡ଼େ ଫଗୁଖେଳ

ଭଣ୍ଡାରିପୋଖରୀ,୫।୩(ଡି.ଏନ.ଏ.)- ଭଦ୍ରକ ଜିଲାର ପ୍ରସିଦ୍ଧ ଭଣ୍ଡାରିପୋଖରୀ ମୁନସୀ ମେଳଣ ଗୁରୁବାରଠାରୁ ଆରମ୍ଭ ହେବ। ଦୁଇଦିନ ଧରି ମେଳଣ ଚାଲିବ। ଏ ନେଇ ପୋଲିସ ଓ ମୁନସୀ...

Advertisement
Archives

Model This Week