ଭୋଟ କେନ୍ଦ୍ରରେ ଟଳିପଡିଲେ ବୃଦ୍ଧା

ସଜନାଗଡ,୨୨।୨(ଡି.ଏନ.ଏ.):ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନ ମଣ୍ଡଳୀ ବରହମପୁର ପଞ୍ଚାୟତରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ମତଦାନବେଳେ ଏକ ଅଘଟଣ ଘଟିଛି। ଜଣେ ବୃଦ୍ଧା ମଙ୍ଗଳବାର ସକାଳୁ ଭୋଟ କେନ୍ଦ୍ରକୁ ଆସି ଲାଇନ ଛିଡାହୋଇ ଥିବା ବେଳେ ଟଳିପଡିଛନ୍ତି । ମହିଳା ଜଣଙ୍କ ହେଲେ ନୀଳଗିରି ବ୍ଲକ ବରହମପୁରଗାଁର ୬୫ ବର୍ଷୀୟ ବୃଦ୍ଧା ସତ୍ୟଭାମା ବାରିକ। ୭ ନଂ ବୁଥରେ ଭୋଟ ଦେବା ପାଇଁ ଲାଇନରେ ଛିଡା ହୋଇଥିବା ସମୟରେ ଟଳି ପଡ଼ିଥିଲେ। ତାଙ୍କୁ ବରହମପୁର ମେଡ଼ିକାଲକୁ ଅଣାଯାଇଥିଲା । ହେଲେ ଡାକ୍ତର ତାଙ୍କର ମୃତ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri