ବୃଦ୍ଧଙ୍କୁ କଚାଡ଼ି ମାରିଲା ହାତୀ

ଚିତ୍ରଡ଼ା,୧ା୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ଜୁଆଳିଭଙ୍ଗା ପଞ୍ଚାୟତର କାଳିଆନାଳ ଗ୍ରାମରେ ଶୁକ୍ରବାର ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାମ ଦେହୁରୀ। ଏନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି।

ଅପରାହ୍ନ ୫ଟାରେ ରାମ ନିକଟସ୍ଥ ପାଞ୍ଚଭାୟା ହାଟରୁ ସାଇକେଲ ଯୋଗେ ଘରକୁ ଫେରୁଥିବା ବେଳେ ବାଟରେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀଟି ତାଙ୍କୁ ଶୁଣ୍ଢରେ ଉଠାଇ କଚାଡ଼ି ଦେବାରୁ ସେ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ପାଇଁ ବେତନଟୀ ହସ୍ପିଟାଲକୁ ପଠାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ରେଞ୍ଜ ଅଫିସର ଘନଶ୍ୟାମ ସିଂଙ୍କ ସହ ଯୋଗାଯୋଗ ପାଇଁ ଚେଷ୍ଟା କରାଯାଇଥିଲେ ମଧ୍ୟ ସେ ଫୋନ ଉଠାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ଓଡ଼ିଆ ଗବେଷକ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ବିଶ୍ୱର ଶ୍ରେଷ୍ଠ ଗବେଷକ ତାଲିକାରେ ସ୍ଥାନ ପାଇଛନ୍ତି ଓଡ଼ିଆ ବୈଜ୍ଞାନିକ। ଆମେରିକାର ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରକାଶ ପାଇଥିବା ଏହି ତାଲିକାରେ ଭାରତର ୭ଜଣ...

ବୁଧବାର ୫ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ବିଜେଡି ପଞ୍ଚମ ପାଳି ଆରମ୍ଭ କରିବାକୁ ଯାଉଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଲଗାତର ୫ମ ଥର ପାଇଁ ବୁଧବାର ମୁଖ୍ୟମନ୍ତ୍ରୀ ଭାବେ...

୧୦୫ ଟଙ୍କା ପେଟ୍ରୋଲ ପାଇଁ ବନ୍ଧୁକ ଦେଖାଇଲେ ଦୁର୍ବୃତ୍ତ

ଭୁବନେଶ୍ୱର,୧୨ା୩ (ବ୍ୟୁରୋ): ରାଜଧାନୀରେ କଥା କଥାକେ ଗର୍ଜୁଛି ଚୋରା ବନ୍ଧୁକ। ସାମାନ୍ୟ କଥାରେ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ଭୟଭୀତ କରୁଛନ୍ତି। ସୋମବାର ରାତିରେ ଏଭଳି ଏକ...

ରୋମାନ୍ସବେଳେ ଗୁଳି ଫୁଟି ଯୁବତୀ ଆହତ ଘଟଣା: ପୋଲିସକୁ ଭୁଆଁ ବୁଲାଇ ଗିରଫ ହେଲେ ରାଜେଶ

ଭୁବନେଶ୍ୱର,୧୭।୨(ବ୍ୟୁରୋ): ଇନ୍‌ଫୋସିଟି ଥାନା ବଜରଙ୍ଗବିହାରରେ ଗତ ୧୦ ତାରିଖରେ ରୋମାନ୍ସବେଳେ ଗୁଳି ଫୁଟି ଯୁବତୀଙ୍କ ଜଙ୍ଘରେ ପଶିଯିବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଧରିଥିଲେ ମଧ୍ୟ ଏ...

ଚାନ୍ଦିପୁର ବେଳାଭୂମି ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ବାଲେଶ୍ୱର ଅଫିସ-ବାଲେଶ୍ୱର ଜିଲା ସଦର ମହକୁମାଠାରୁ ମାତ୍ର ୧୫ କି.ମି. ଦୂରରେ ରହିଛି ଚାନ୍ଦିପୁର ବେଳାଭୂମି। ଦୂରଦୂରାନ୍ତରୁ ପର୍ଯ୍ୟଟକମାନେ ଶୀତଋତୁରେ ଏହି ବେଳାଭୂମିକୁ ଆସିଥାନ୍ତି। ପିକ୍‌ନିକ୍‌,...

ଜଟଣୀ ତହସିଲ ପକ୍ଷରୁ ଜବରଦଖଲ ଉଚ୍ଛେଦ: ପ୍ରଭାବଶାଳୀ ଲୋକଙ୍କ କବ୍‌ଜାରେ ସରକାରୀ ଜମି

ଜଟଣୀ,୧୦ା୮(ଡି.ଏନ.ଏ.): ଜଟଣୀ ତହସିଲ ପକ୍ଷରୁ ଶୁକ୍ରବାର ଜବରଦଖଲ ଉଚ୍ଛେଦ କରାଯାଇଛି। ଏହି ତହସିଲ ଅନ୍ତର୍ଗତ ଷଣ୍ଢପୁର ମୌଜାର ପ୍ଲଟ ନଂ. ୫୮୫ ଓ ୬୧୬ରେ ଥିବା...

ଅଗଷ୍ଟ ୧ରୁ ଖୋଲିବ ଭିତରକନିକା

ରାଜନଗର, ୨୯ା୭(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ ତାରିଖ ଠାରୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଖୋଲିବ।...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୭୩ ଆକ୍ରାନ୍ତ, ମୋଟ୍‌ ଆରୋଗ୍ୟଙ୍କ ସଂଖ୍ୟା ୧୦୫୦

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଅଦ୍ୟାବଧି ରାଜ୍ୟରେ ୧୦୫୦ ରୋଗୀ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ...

Play 250+ Trending Games
Archives

Model This Week

Why Dharitri