ହାତୀ ଆକ୍ରମଣରେ ବୃଦ୍ଧ ମୃତ

 

ଦେବଗଡ଼, ୧୨।୧୨(ଡି.ଏନ୍‌.ଏ.)- ଦେବଗଡ଼ ଜିଲା ତିଲେଇବଣି ବ୍ଲକ ଅନ୍ତର୍ଗତ ବାବୁରୀକାନୀ ଗ୍ରାମରେ ଶୁକ୍ରବାର ଅପରାହ୍ନରେ ହାତୀ ଆକ୍ରମଣରେ କମାର କିଷାନ (୭୦) ନାମକ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଅପରାହ୍ନ ୫ଟାରେ କମାର ଶୌଚ ନିମନ୍ତେ ଘର ପଛପଟେ ଥିବା ଜଙ୍ଗଲକୁ ଯାଇଥିଲେ। ଏହି ସମୟରେ ଏକ ଜଙ୍ଗଲୀ ହାତୀ ଆସି କମାରଙ୍କୁ ପାଦରେ ଦଳି ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ସୂଚନାପାଇ ଦେବଗଡ଼ ବନଖଣ୍ଡ ଅଧିକାରୀ କ୍ଷମା ଷଡ଼ଙ୍ଗୀଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ବନସଂରକ୍ଷକ ସମୀର ତିର୍କୀ ସଦଳବଳ ସେଠାକୁ ଯାଇ ପରିସ୍ଥିତି ଅନୁଧ୍ୟାନ କରିଥିଲେ। କୁଣ୍ଢେଇଗୋଲା ଥାନା ପୋଲିସ ମଧ୍ୟ ସେଠାରେ ପହଞ୍ଚି ତଦନ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ବିଦ୍ୟୁତ୍‌ ମରାମତି କରୁଥିବାବେଳେ ଜଳିଗଲେ, ଖୁଣ୍ଟରେ ଲାଖି ରହିଛି ମୃତଦେହ

ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ୍‌ ମରାମତି କରୁଥିବାବେଳେ ୧୧ କେଭି ତାରରେ ଲାଗି ଜଣଙ୍କର ଜୀବନ ଚାଲିଯାଇଛି। ବିଦ୍ୟୁତ୍‌ ଖୁଣ୍ଟ ଉପରେ ଲାଖି ରହିଛି ମୃତଦେହ। ଏମିତି…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri