ଚାଲିଗଲା ବୃଦ୍ଧଙ୍କ ଜୀବନ

ପାଟଣା,୨୦।୧(ସ୍ବ. ପ୍ର.)  ଗାଁକୁ ଭଲ ରାସ୍ତା ନଥିବାରୁ ଜଣେ ବୃଦ୍ଧଙ୍କୁ ଆମ୍ବୁଲାନ୍ସ ଯାଇ ଆଣି ନ ପାରିବାରୁ ଷ୍ଟ୍ରେଚରରେ ବୁହା ହୋଇ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଅଣାଯାଇଥିଲା। ବିଳମ୍ବରେ ଚିକିତ୍ସାଳୟରେ ପହଞ୍ଚିବାରୁ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଛି ବୋଲି ତାଙ୍କ ପୁଅ ଅଭିଯୋଗ କରିଛନ୍ତି। ମୃତକ ହେଲେ ସାହାରପଡ଼ା ବ୍ଲକ ସିଲିପଦା ପଞ୍ଚାୟତ ପାତ୍ର ସାହିର ବୈରାଗୀ ପାତ୍ର। ସୂଚନା ଅନୁଯାୟୀ, ବୈରାଗୀ ରାତିରେ ପେଟ ଯନ୍ତ୍ରଣା ସହ୍ୟ କରି ନ ଥିଲେ। ତାଙ୍କ ଦିବ୍ୟାଙ୍ଗ ପୁଅ ସୁନୀଲ ଗାଁ ଯୁବକଙ୍କ ସହାୟତାରେ ଆମ୍ବୁଲାନ୍ସକୁ ଡାକିଥିଲେ। ହେଲେ ରାସ୍ତା ଖରାପ ଥିବାରୁ ସାହି ଭିତରକୁ ଆମ୍ବୁଲାନ୍ସ ପଶି ପାରି ନଥିଲା। ୫ଶହ ମିଟରରୁ ଉଦ୍ଧର୍‌ବ ରାସ୍ତା ଷ୍ଟ୍ରେଚରରେ ବୋହି ତାଙ୍କୁ ଜିଲା ମୁଖ୍ୟାଳୟ ସ୍ଥାନାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା ବ୍ଲକ୍‌ର ୪୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପଦୋନ୍ନତି: ନିଯୁକ୍ତିପତ୍ର ବାଣ୍ଟିଲେ …

ପାଟଣା,୨୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ୪୧ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଚତୁର୍ଥ ବର୍ଗରୁ ତୃତୀୟ ବର୍ଗକୁ ପଦୋନ୍ନତି ପାଇଛନ୍ତି।…

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri