ଥଣ୍ଡା କାକରରେ ରାସ୍ତାପାର୍ଶ୍ୱରେ କଟୁଛି ବୃଦ୍ଧଙ୍କ ଜୀବନ

ଗୁଣପୁର,୨୦ା୧(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁର ଗୁଣପୁର ଷ୍ଟେଶନ ରୋଡ୍‌ ଛକ ରାସ୍ତାପାର୍ଶ୍ୱରେ ଜଣେ ବୃଦ୍ଧ ଦୀର୍ଘଦିନ ଧରି ଶୀତରେ ଅସହାୟ ଅବସ୍ଥାରେ ପଡ଼ି ରହିଛନ୍ତି। ହେଲେ ତାଙ୍କୁ ସୁରକ୍ଷିତ ସ୍ଥାନରେ ଥଇଥାନ ପାଇଁ କାହାର ନଜର ପଡ଼ୁନାହିଁ। ଏ ନେଇ ଅଞ୍ଚଳର ବୁଦ୍ଧିଜୀବୀ ଉଦ୍‌ବେଗ ପ୍ରକାଶ କରିଛନ୍ତି।
ଷ୍ଟେଶନ ଛକ ଅଞ୍ଚଳର ଜନଗହଳିପୂର୍ଣ୍ଣ। ଏହି ରାସ୍ତାରେ ପ୍ରଶାସନିକ ଅଧିକାରୀଙ୍କ ଠାରୁ ଆରମ୍ଭ କରି ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ପୋଲିସ, ସାମାଜିକକର୍ମୀ ଏବଂ ରାଜନେତା ଯାତାୟାତ କରୁଛନ୍ତି। ହେଲେ ବୃଦ୍ଧଙ୍କ ଉପରେ କାହାର ନଜର ପଡ଼ୁନାହିଁ। ସରକାର ବିଭିନ୍ନ ଯୋଜନା କରୁ୍‌ଥିଲେ ମଧ୍ୟ ଏଠାରେ ପ୍ରଶାସନ ବୃଦ୍ଧଙ୍କୁ ଉଦ୍ଧାର କରି ଥଇଥାନ କରିବା ଦିଗରେ ପଦକ୍ଷେପ ନିଆଯାଇ ପାରୁନାହିଁ। ପ୍ରବଳ ଶୀତ ଅନୁଭୂତ ହେଉଥିବାବେଳେ ଅପନ୍ତରିଆ ରାସ୍ତାରେ ଜଣେ ବୃଦ୍ଧ କଷ୍ଟରେ ପଡ଼ି ରହିଛନ୍ତି। ରାସ୍ତାରେ ଘୋଷାରି ହୋଇ ଚାଲୁଥିବାବେଳେ ଦୁଇବେଳା ଖାଇବାକୁ ଏବଂ ପିନ୍ଧିବାକୁ ଭଲ ପୋଷାକ ଖଣ୍ଡିଆ ମଧ୍ୟ ମିଳୁନାହିଁ। ରସ୍ତାରେ ଯାଉଥିବା ଲୋକେ କେହି ଖାଇବାକୁ ଦେଲେ ସେ ଖାଉଥିବା ଦେଖିବାକୁ ମିଳିଛି। ପ୍ରଶାସନ ଏ ଦିଗରେ ଦୃଷ୍ଟିଦେଇ ବୃଦ୍ଧଙ୍କୁ ସୁରକ୍ଷିତ ସ୍ଥାନରେ ନେଇ ରଖିବାକୁ ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri