ନିଆଁରେ ପୋଡ଼ି ଚିକିତ୍ସାଧୀନ ଥିବା ବୃଦ୍ଧା ଆଖି ବୁଜିଲେ

କେନ୍ଦୁଝର,୨୮ା୧(ସ୍ବ.ପ୍ର.): ନାତୁଣୀଙ୍କୁ ଖାଇବାକୁ ଦେବାବେଳେ ଜଣେ ବୃଦ୍ଧା ନିଆଁରେ ପୋଡ଼ି ଗୁରୁତର ହୋଇଥିଲେ। ସେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବାବେଳେ ଶନିବାର ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ନାମ ବୁଧିନୀ ମୁଣ୍ଡା (୭୦)। ବାଂଶପାଳ ବ୍ଲକ କୁଶକଳା କିସାନ ସାହିରେ ଗତ ୧୫ ତାରିଖ ସନ୍ଧ୍ୟାରେ ବୁଧିନୀ ତାଙ୍କ ନାତୁଣୀଙ୍କୁ ରୋଷେଇ ଘରେ ଖାଇବାକୁ ଦେଉଥିଲେ। ଏହି ସମୟରେ ଅସାବଧାନତା ବଶତଃ ତାଙ୍କର ଶାଢ଼ିରେ ହଠାତ୍‌ ନିଆଁ ଲାଗି ଗୁରୁତର ହୋଇଥିଲେ। ତାଙ୍କୁ ପ୍ରଥମେ ବାଂଶପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆ ଯାଇଥିଲା। ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ କେନ୍ଦୁଝର ମୁଖ୍ୟ ଚିକତ୍ସାଳୟକୁ ପଠାଯାଇଥିଲା। କେନ୍ଦୁଝରେ ଚିକିତ୍ସିତ ଅବସ୍ଥାରେ ଆଜି ସକାଳେ ତାଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାକୁ ନେଇ ନୟାକୋଟ ଥାନା ପୋଲିସ କେସ୍‌ ନଂ ୪/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ଲୋକଙ୍କ ଅଭିଯୋଗ ଶୁଣିଲେ ବିଧାୟକ

ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତରେ ଗୁରୁବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌ ମୁଖ୍ୟ ପ୍ରସଙ୍ଗ ନେଇ କଂଗ୍ରେସର ବନ୍ଦ ଡାକରା

କେନ୍ଦୁଝର,୮ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌-୨୦୨୬, ପାଠ୍ୟପୁସ୍ତକ ତ୍ରୁଟି ଏବଂ ବନ୍ୟା ସମସ୍ୟା ପ୍ରସଙ୍ଗକୁ ନେଇ ବୁଧବାର ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ କେନ୍ଦୁଝରରେ ବନ୍ଦ ପାଳନ…

ଆନନ୍ଦପୁର କଲେଜ ନିର୍ବାଚନ ପାଇଁ ପୋଲିସ-ପ୍ରଶାସନର ସମନ୍ୱୟ ବୈଠକ: ପଡ଼ୁଛି ଉଠୁଛି କଲେଜ କ୍ୟାମ୍ପସ

ବଞ୍ଚୋ, ୭।୧୦ (ପ୍ରଦୋଷ ବିଶ୍ୱାଳ): ଓଡ଼ିଶା ସରକାରଙ୍କ ନିର୍ଦ୍ଧାରିତ କଲେଜ ନିର୍ବାଚନକୁ ଶାନ୍ତିଶୃଙ୍ଖଳା ଓ ସୁରକ୍ଷିତ ଭାବେ ସମ୍ପନ୍ନ କରିବା ଲକ୍ଷ୍ୟରେ ଆନନ୍ଦପୁର ପୁଲିସ ଓ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?