ବର୍ଷା ଜଳରେ ଭାସିଗଲେ ବୃଦ୍ଧା: ଉଦ୍ଧାର କରିବାକୁ ଯାଇ ଯୁବକ…

ଅନୁଗୋଳ ଅଫିସ, ୧୪।୯: ଅନୁଗୋଳ ସହର ନିକଟରେ ଥିବା ହୁଲୁରସିଂହା ବଢ଼ି ପାଣି ମଝିରେ ଜଣେ ବୃଦ୍ଧା ଫସି ଯାଇଥିଲେ। ତାଙ୍କୁ ଉଦ୍ଧାର କରିବାକୁ ଯାଇ ଜଣେ ଯୁବକ ନାଳ ମଝିରେ ଥିବା ଏକ ପଥରରେ ଅଟକି ରହିଲେ।
ସୂଚନାଯୋଗ୍ୟ, ମଙ୍ଗଳବାର ସକାଳେ ଜଣେ ବୃଦ୍ଧା ନାଳକୁ ଯାଇଥିବା ବେଳେ ବର୍ଷା ପାଣି ମାଡି ଆସିଥିଲା। ବୃଦ୍ଧା ଜଣଙ୍କ ଏକ ପଥର ଉପରକୁ ଚଢି ଯାଇଥିଲେ । ତାଙ୍କୁ ଉଦ୍ଧାର କରିବା ପାଇଁ ଜଣେ ଯୁବକ ସାହସ ବାନ୍ଧି ପହଁରି ବୃଦ୍ଧାଙ୍କ ପାଖରେ ପହଞ୍ଚିଥିଲେ । ହେଲେ ସେ ମଧ୍ୟ ଫସି ଯାଇଥିଲେ । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରା ପୂର୍ବରୁ ବ୍ରହ୍ମପୁର-ପୁରୀ ଟ୍ରେନ ଚଳାଚଳ ଦାବି

ବ୍ରହ୍ମପୁର ଅଫିସ୍‌,୧୯।୬: ବିଭିନ୍ନ ଦାବି ନେଇ ସଂସ୍କାରବାଦୀ ଅନୁଷ୍ଠାନ ପକ୍ଷରୁ ରବିବାର ବ୍ରହ୍ମପୁର ରେଳ ଷ୍ଟେଶନରେ ଧାରଣା ଦିଆଯାଇଛି। ଏଥିସହ ସଂଘ ପକ୍ଷରୁ ପୂର୍ବତଟ ରେଳପଥ...

ବଦଳୁଛି ସ୍ବର୍ଗଦ୍ୱାର ଚିତ୍ର

ପୁରୀ ଅଫିସ, ୧୧। ୧୦:  ବଦଳୁଛି ସ୍ବର୍ଗଦ୍ୱାର ଚିତ୍ର। ପୁରୁଣା ସ୍ବର୍ଗଦ୍ୱାରକୁ ସୁବ୍ୟବସ୍ଥିତ ଢଙ୍ଗରେ ଦିଆଯାଉଛି ନୂଆ ରୂପ। ମୃତଦେହକୁ ଉଚିତ ସମ୍ମାନ ଓ ପରିଜନଙ୍କୁ...

‘ବସୁଧା’ରୁ କୁରୁମଟାପ ବଞ୍ଚିତ

ପରିକ୍ଷିତ ସାହୁ ବଇଣ୍ଡା,୧୦ା୨ – ପ୍ରତି ଘରେ ପହଞ୍ଚିବ ବିଶୁଦ୍ଧ ପାଇପ୍‌ ପାଣି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକାଧିକ ଯୋଜନା କାର୍ଯ୍ୟକାରୀ ହେଉଛି। ବିଶେଷକରି...

ଭଦ୍ରକର ୩ ଆକ୍ରାନ୍ତ ବାସୁଦେବପୁର ଅଞ୍ଚଳର: ସମସ୍ତ ପଜିଟିଭ୍‌ଙ୍କର ରହିଛି କୋଲକାତା ଲିଙ୍କ୍‌

ଭୁବନେଶ୍ୱର/ବାସୁଦେବପୁର ୨୨।୪(ବ୍ୟୁରୋ/ଡି.ଏନ୍‌.ଏ.): ରାଜ୍ୟରେ ମଙ୍ଗଳବାର ପୁଣି ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଆକ୍ରାନ୍ତ ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳର ବୋଲି ଜଣାପଡ଼ିଛି।...

ସିଟି ହସ୍ପିଟାଲ୍‌ରେ ଅଚାନକ ପହଞ୍ଚିଲେ ଜିଲାପାଳ: ଦୁଇ ଔଷଧ ଦୋକାନ ବନ୍ଦ

ବ୍ରହ୍ମପୁର ଅଫିସ୍‌,୧୦ା୧୦-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୋ ସରକାର’ କାର୍ଯ୍ୟକ୍ରମ ଆରମ୍ଭ କରିବା ପରଠୁ ବରିଷ୍ଠ ପ୍ରଶାସକମାନେ ସାଧାରଣ ଲୋକଙ୍କ ପାଖକୁ ଯାଇ ସୁବିଧା ଅସୁବିଧା ବୁଝୁଛନ୍ତି।...

ଦୁନିଆରେ ମା’ ଶବ୍ଦର ବିକଳ୍ପ ନାହିଁ

ଛତ୍ରପୁର,୧୩ା୫(ଡି.ଏନ.ଏ.)-ଛତ୍ରପୁରସ୍ଥିତ ରୋଟାରୀ କ୍ଲବ ପରିସରରେ ରବିବାର ସର୍ବଶକ୍ତି ଏଜୁକେସନ ଓ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶ୍ୱ ମାତୃ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ...

ପୁଣି ଏନ୍‌କାଉଣ୍ଟର: ଟଳିଲେ ୩ ମାଓବାଦୀ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି,୧୬ା୭(ଡି.ଏନ୍‌.ଏ.): ମାଲକାନଗିରି ଛତିଶଗଡ଼ ସୀମାନ୍ତ ଦନ୍ତେଓ୍ବାଡା ଜିଲାରେ ପୁଣି ଏନ୍‌କାଉଣ୍ଟର ହୋଇଛି । ଡୋଲକାଲ ଓ ପେଦାପାଲ ଗ୍ରାମ ନିକଟସ୍ଥ ଜଙ୍ଗଲରେ ମାଓବାଦୀ ଓ ପୋଲିସ...

ନନ୍ଦନକାନନ: ଭାଲୁ ଆରତି ଅସୁସ୍ଥ

ବାରଙ୍ଗ,୧୬।୯(ଡି.ଏନ୍‌.ଏ): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ଭାଲୁ ସଫାରିରେ ଥିବା ଭାଲୁ ଆରତି ଅସୁସ୍ଥ ହୋଇଥିବା ଜଣାପଡ଼ିଛି। ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଏହି ଭାଲୁଟିକୁ ସୋମବାର ନନ୍ଦନକାନନରେ...

Advertisement
Archives

Model This Week