ପୂର୍ବାହ୍ନରେ ଜୀବିତ ଥିଲେ ବୃଦ୍ଧା, ଅପରାହ୍ନରେ ଚାଲିଗଲେ ଆରପାରିକୁ

ପଟ୍ଟାଙ୍ଗି,୨୦ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବସ୍‌ଷ୍ଟାଣ୍ଡ ଉପରେ ରହିଥିବା ରାଜସ୍ବ ନିରୀକ୍ଷକ(ଆର୍‌ଆଇ) କାର୍ଯ୍ୟାଳୟ ସମ୍ମୁଖରେ ଜଣେ ଅଜଣା ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ ମୃତ ବୃଦ୍ଧା ଜଣକ ବୁଧବାରଠାରୁ ଆଜି ପୂର୍ବାହ୍ନ ସାଢ଼େ ୧୦ଟା ପର୍ଯ୍ୟନ୍ତ ଜୀବିତ ରହିଥିଲେ। କିଛି ଯୁବକ ମୃତ ବୃଦ୍ଧାଙ୍କ ନିକଟରେ ପହଞ୍ଚି କଥାବାର୍ତ୍ତା ହୋଇ ବୃଦ୍ଧା ମା’ ସମ୍ପର୍କରେ ପଚାରି ବୁଝିବା ସହ ତାଙ୍କୁ ତାଙ୍କ ନିଜ ଗ୍ରାମକୁ ପଠାଇବା ପାଇଁ ବ୍ୟବସ୍ଥା କରିବା ନିମନ୍ତେ ପ୍ରସ୍ତୁତି ହେଉଥିବା ବେଳେ ବୃଦ୍ଧା ମା’ ଜଣକ ଆରପାରିକୁ ଚାଲିଯିବା ଦୃଶ୍ୟ ବସଷ୍ଟାଣ୍ଡରେ ଥିବା ସମସ୍ତ ଜନସାଧାରଣଙ୍କ ମଧ୍ୟରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

ଅନ୍ୟପକ୍ଷରେ ପଟ୍ଟାଙ୍ଗି ସରପଞ୍ଚ ଆଲମେ ଫୁଲ ଖବର ପାଇ ପୋଲିସକୁ ଜଣାଇବା ପରେ ସ୍ଥାନୀୟ ଥାନାଧିକାରୀ ଚତୁର୍ଭୁଜ ନାୟକଙ୍କ ନିର୍ଦ୍ଦେଶ କ୍ରମେ ଏଏସ୍‌ଆଇ ମାଧବ ତାଡିଙ୍ଗି ଘଟଣାସ୍ଥଳରେ ପହଞ୍ଚି ମୃତ ବୃଦ୍ଧାଙ୍କ
ମୃତଦେହ ଜବତ କରି ପଟ୍ଟାଙ୍ଗି ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରି ଘଟଣା ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ; ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ବର,୧।୧୦: ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଛି ଏହି ଲଜ୍ଜାଜନକ ଘଟଣା…

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?