ନିଆଁ ଲଗାଉଥିବାବେଳେ ଜଳିଗଲେ ବୃଦ୍ଧା

ପାଟଣା ,୨୫/୩(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଉପାନ୍ତ ଅଞ୍ଚଳ ଡୁମୁରିଆ ପଞ୍ଚାୟତ କୋଠାଘର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୭୦ ବର୍ଷୀୟା ବୃଦ୍ଧା ନିଆଁରେ ଜଳି ଜୀବନ୍ତ ଦଗ୍ଧ ହୋଇଛନ୍ତି । ମୃତ ବୃଦ୍ଧା ଜଣକ ହେଉଛନ୍ତି ରୁକ୍ମଣୀ ମହାନ୍ତ। ସୂଚନା ଅନୁଯାୟୀ ସେ ବାଡ଼ିରେ ମହୁଲ ଫୁଲ ଗୋଟାଇବା ପାଇଁ ଗଛମୂଳରେ ପଡିଥିବା ପତ୍ରରେ ନିଆଁ ଲଗାଉଥିବାବେଳେ ଅସାବଧାନତା ବଶତଃ ତାଙ୍କ ପିନ୍ଧା ଲୁଗାରେ ନିଆଁ ଲାଗି ଯାଇଥିଲା। ଏଥିରେ ତାଙ୍କ ଶରୀର ସମ୍ପୂର୍ଣ୍ଣ ପୋଡି ଯାଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଏନେଇ ଘଟଗାଁ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇ ମୃତଦେହ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦ରେ ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ

ମାଲକାନଗିରି, ୧୭।୮ (ଡି.ଏନ୍‌.ଏ.): ଆସନ୍ତା ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଜିଲା ଗସ୍ତରେ ଆସିବେ। ଏନେଇ ବିଜେଡି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି।...

ଗର୍ଭବତୀ, ପ୍ରସୂତି ମୃତ୍ୟୁର ତଦନ୍ତ କଲେ ଜିଲାପାଳ

ଛତ୍ରପୁର,୨୨ା୧୨(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଗତ ୮ ମାସ ମଧ୍ୟରେ ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ ୩୮ ମାତୃ ମୃତ୍ୟୁ ହୋଇଛି। ନିକଟରେ ହୋଇଥିବା ୨ ଗର୍ଭବତୀ ଓ ଜଣେ ପ୍ରସୂତିଙ୍କ...

ଘରେ ଏକୁଟିଆ ପାଇ ମହିଳାଙ୍କୁ ବଳାତ୍କାର, ଅଭିଯୁକ୍ତକୁ ଗିରଫ କଲା ଦୈତାରୀ ଥାନା ପୋଲିସ

କେନ୍ଦୁଝର,୨୦।୧୧(ସ୍ବ.ପ୍ର.): ଜଣେ ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଦୈତାରୀ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ସେ ହେଲେ ସିକନ ପିଙ୍ଗୁଆ। ପୋଲିସ ଅଭିଯୋଗ...

ଦୀପାବଳିରେ ବାଣଫୁଟାକୁ ଅନୁମତି: କେବଳ ଫୁଟିବ ଗ୍ରୀନ କ୍ରାକର

କଟକ ଅଫିସ,୧।୧୧: ଚଳିତ ବର୍ଷ ଦୀପାବଳିରେ ବାଣଫୁଟାକୁ ଅନୁମତି ମିଳିଛି। ତେବେ କେବଳ ଗ୍ରୀନ କ୍ରାକର ବିକ୍ରି ପାଇଁ ସୋମବାର ହାଇକୋର୍ଟ ଅନୁମତି ପ୍ରଦାନ କରିଛନ୍ତି...

ଶିବ ମନ୍ଦିର ଦାନବାକ୍ସ ଭାଙ୍ଗି ଲୁଟିଲେ

ସରଣ୍ଡା,୧୮ା୧୧(ଡି.ଏନ.ଏ.): ବରଗଡ ଜିଲା ଅତାବିରା ଥାନା ଅଧୀନ ସରଣ୍ଡା ବିଶ୍ୱେଶ୍ୱର ବାବା ଶିବ ମନ୍ଦିର ଦାନବାକ୍ସ ଭାଙ୍ଗି ବୁଧବାର ରାତିରେ ଦୁର୍ବୃତ୍ତ ଦାନ ଅର୍ଥ ଲୁଟି...

ହିନ୍ଦୀ, ଖେଳ ଶିକ୍ଷକ ପଢ଼ାଇବେ ସାହିତ୍ୟ, ଇତିହାସ, ଭୂଗୋଳ

ଢେଙ୍କାନାଳ ଅଫିସ, ୧୪ ।୮: ପ୍ରଧାନ ଶିକ୍ଷକଙ୍କ ବିନା ଅନୁମତିରେ ବିଦ୍ୟାଳୟକୁ ଗଣମାଧ୍ୟମ ପ୍ରତିନିଧି ପ୍ରବେଶ କରିପାରିବେ ନାହିଁ। କିଛିଦିନ ତଳେ ଢେଙ୍କାନାଳ ଜିଲା ଶିକ୍ଷା...

ବିଶୋଧନ ହେଲା ସ୍ବର୍ଗଦ୍ୱାର

ପୁରୀ ଅଫିସ,୧୬ା୪: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ସାମାଜିକ ଦୂରତା ଓ ବିଶୁଦ୍ଧୀକରଣ ଉପରେ ଗୁରୁତ୍ୱ ଦିଆଯାଉଛି। ତେବେ ପୁରୀର ସବୁଠୁ ସମ୍ବେଦନଶୀଳ କୁହାଯାଉଥିବା...

ଦନ୍ତା ଆକ୍ରମଣରେ ଦୁଇ ଆହତ

ବଡ଼ସାହି,୫ା୨(ସ୍ବ.ପ୍ର)- ବଡ଼ସାହି ଥାନା ଅଧୀନ ଦେଉଳିଆ ପଞ୍ଚାୟତ ଗଦଗଦି ଗ୍ରାମର ଦୁଇ ମହିଳା ଦନ୍ତା ଆକ୍ରମଣରେ ଆହତ ହୋଇଛନ୍ତି ା ମହିଳା ଦ୍ୱୟ ହେଲେ ସେହି...

Advertisement
Archives

Model This Week