Posted inଫୁରସତ

ଅଛନ୍ତି ୧୭ ନାତିନାତୁଣୀ, ଏବେ ୨୪ ବର୍ଷୀୟ ଯୁବକଙ୍କୁ ପ୍ରେମ ବିବାହ କରିବେ ଏହି ବୃଦ୍ଧା

କୁହାଯାଏ, ପ୍ରେମରେ କୌଣସି ବୟସ ନାହିଁ। କାହାକୁ କେତେବେଳେ ପ୍ରେମ ହୋଇଯିବ ତାହା କହି ହେବ ନାହିଁ। ଠିକ୍‌ ସେମିତି ଏକ ଘଟଣା ଘଟିଛି ଆମେରିକାରେ। ଏଠାକାର ଜଣେ ବୃଦ୍ଧା ୨୪ ବର୍ଷୀୟ ଯୁବକଙ୍କୁ ପ୍ରେମ ବିବାହ କରିବେ। ଏହି ବୃଦ୍ଧାଙ୍କର ପୁଅ ବୋହୂ ୧୭ ନାତି ନାତୁଣୀ ଅଛନ୍ତି।

୨୪ ବର୍ଷୀୟ କ୍ୟୁରେନ୍‌ ମ୍ୟାକେନ ଏବଂ ୬୧ ବର୍ଷୀୟା ବୃଦ୍ଧା ଚେରିଲ ମ୍ୟାକ୍‌ଗ୍ରେଗୋର ଲିଭ୍‌ଇନ୍‌ରେ ରହୁଛନ୍ତି। ଦୁହିଁଙ୍କ ମଧ୍ୟରେ ୩୭ ବର୍ଷ ଅନ୍ତର। ତଥାପି ପ୍ରେମରେ ପଡ଼ିଛନ୍ତି ବୃଦ୍ଧା। ଯେତେବେଳେ କ୍ୟୁରେନଙ୍କୁ ୧୫ ବର୍ଷ ହୋଇଥିଲା ସେତେବେଳେ ଚେରିଲ ତାଙ୍କ ପ୍ରେମରେ ପଡ଼ିଥିଲେ। ଦୁହିଁଙ୍କର ସାକ୍ଷାତ ୨୦୧୨ରେ ଏକ ହୋଟେଲରେ ହୋଇଥିଲା। ଏବେ କ୍ୟୁରେନ୍‌ଙ୍କୁ ୨୪ ବର୍ଷ। ଦୁହେଁ ଏକାଠି ରହୁଛନ୍ତି। ପ୍ରେମକୁ ନେଇ ଦୁଇଜଣ ବହୁତ ଖୁସି ଥିବା କହିଛନ୍ତି।

ସୋସିଆଲ ମିଡିଆରେ ଲୋକେ ଏମାନଙ୍କୁ ନେଇ ବହୁତ ଖରାପ କମେଣ୍ଟ ସବୁ ଦେଉଛନ୍ତି। କିନ୍ତୁ ସେମାନଙ୍କୁ କିଛି ଫରକ ପଡୁନି। ଏହି ପ୍ରେମୀଯୁଗଳ ସୋସିଆଲ ମିଡିଆରେ ଅଧିକାଂଶ ସମୟ ରୋମାଣ୍ଟିକ୍‌ ଫଟୋ ବି ଶେୟାର କରିଛନ୍ତି। ତାଙ୍କର ଟିକ୍‌ଟକରେ ୮୨୬,୦୦୦ରୁ ଅଧିକ ଫଲୋଅର୍ସ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri