Posted inଖେଳ

ଅଲିମ୍ପିକ୍ସ ଭିଲେଜ ଖୋଲିଲା

ଟୋକିଓ, ୧୪ା୭(ଏପି)- ଜରୁରିକାଳୀନ ପରିସ୍ଥିତି ମଧ୍ୟରେ ଅଲିମ୍ପିକ୍ସ ଭିଲେଜ ମଙ୍ଗଳବାର ଖୋଲାଯାଇଛି। ଆଥ୍‌ଲେଟମାନଙ୍କର ଦୈନିକ କୋଭିଡ୍‌ ଟେଷ୍ଟ ହେବ। ଘର ଛାଡ଼ିବା ପୂର୍ବରୁ ଦୁଇଥର ଏବଂ ପୁଣି ପହଞ୍ଚତ୍ବା ପରେ ଆଉଥରେ ସେମାନଙ୍କର ଟେଷ୍ଟ ହେବ। ଭିଲେଜରେ ସେମାନଙ୍କୁ ମାସ୍କ ପରିଧାନ କରିବାକୁ ହେବ। କରୋନା ଟିକା ନେଇଥଲେ ମଧ୍ୟ ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ହେବ। ନିୟମିତ ଭାବେ ହାତକୁ ଧୋଇବାକୁ ପଡ଼ିବ। ସେମାନେ ଅବସ୍ଥାନ କରୁଥିବା ରୁମ୍‌ରେ ଯେପରି ଅବାଧ ବାୟୁ ଚଳାଚଳ ରୁହେ ସେଥିପ୍ରତି ଧ୍ୟାନ ଦେବାକୁ ପଡ଼ିବ। ଅଲିମ୍ପିକ୍ସ ଜୁଲାଇ ୨୩ରୁ ଆରମ୍ଭ ହେବ। ଏଥିରେ ୧୧,୦୦୦ ଆଥଲେଟ ଭାଗ ନେବେ ବୋଲି ଆଶା କରାଯାଉଛି। ସେହିପରି ଅଗଷ୍ଟ ୨୪ରୁ ଆରମ୍ଭ ହେବାକୁଥିବା ପାରାଲିମ୍ପିକ୍ସରେ ୪,୪୦୦ ପ୍ରତିଯୋଗୀ ଅଂଶଗ୍ରହଣ କରିବେ ବୋଲି ଆଶା କରାଯାଉଛି। ଅନ୍ତର୍ଜାତୀୟ ଅଲିମ୍ପିକ କମିଟିର କହିବା ଅନୁସାରେ ଭିଲେଜରେ ଅବସ୍ଥାନ କରିବାକୁ ଥିବା ୮୦% ଊର୍ଦ୍ଧ୍ୱଙ୍କ ଟିକାକରଣ ସମ୍ପୂର୍ଣ୍ଣ ହୋଇସାରିଥିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨୦ ଛକା, ୩୧ ଚୌକା ବର୍ଷା କରି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୧୨।୧୨: ଆଜିଠାରୁ ଆରମ୍ଭ ହୋଇଛି ୧୯ ବର୍ଷରୁ କମ ଏସିଆ କପ। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଭାରତ ଏବଂ ୟୁଏଇ ମଧ୍ୟରେ ଖେଳାଯାଉଛି। ଦୁବାଇରେ ଖେଳାଯାଇଥିବା...

ସମ୍ପୂର୍ଣ୍ଣ ଟିମ୍‌ ଉପରେ ଭାରି ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ

ଆବୁଧାବି,୧୨।୧୨: ଭାରତୀୟ କିଶୋର ତାରକା ବୈଭବ ସୂର୍ଯ୍ୟବଂଶୀ U19 ଏସିଆ କପରେ UAE ବିପକ୍ଷରେ ୧୭୧ ରନ୍‌ କରି ୨୦୨୫ରେ ତାଙ୍କର ଚମତ୍କାର ଫର୍ମ ଜାରି...

ନିଶାରେ ଉବୁଟୁବୁ ଭାରତୀୟ କ୍ରିକେଟର, ବଡ ଖୁଲାସା କଲେ ଜାଡେଜାଙ୍କ ପତ୍ନୀ

ନୂଆଦିଲ୍ଲୀ,୧୨ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ପତ୍ନୀ ରିଭାବା ଜାଡେଜା ଟିମ୍ ଇଣ୍ଡିଆର ଖେଳାଳିଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସେ...

ଭିନେଶ ଫୋଗଟଙ୍କ ବଡ଼ ଘୋଷଣା, ଇନଷ୍ଟାଗ୍ରାମରେ ପୋଷ୍ଟ କରି କହିଲେ….

ନୂଆଦିଲ୍ଲୀ,୧୨।୧୨: ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ସେ ଅବସର ଘୋଷଣା କରିଥିବା ବେଳେ ବର୍ତ୍ତମାନ ୟୁ-ଟର୍ଣ୍ଣ କରିଛନ୍ତି...

ଆଜି ଭାରତ ଆସିବେ ଫୁଟବଲ୍‌ ମହାରଥୀ ଲିଓନେଲ୍ ମେସି, ଯୋଗ ଦେବେ ପ୍ରଧାନମନ୍ତ୍ରୀଙ୍କ ସମେତ ଏ ସମସ୍ତ ଷ୍ଟାର

କୋଲକାତା,୧୨ା୧୨: ଫୁଟବଲ୍‌ର ମହାରଥୀ ତଥା ବିଶ୍ୱକପ୍ ବିଜେତା ଅଧିନାୟକ ଲିଓନେଲ ମେସି ଶୁକ୍ରବାର ଭୋର୍ ୧:୩୦ରେ ଭାରତରେ ପହଞ୍ଚିବା ସହ ତାଙ୍କର ତିନି ଦିନିଆ ‘GOAT...

ଚମତ୍କାର କଲେ ବୈଭବ ସୂର୍ଯ୍ୟବଂଶୀ: ୫୬ ବଲ୍‌ରେ କଲେ କମାଲ୍‌, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୨।୧୨: ଯୁବ ଭାରତୀୟ ବ୍ୟାଟସମ୍ୟାନ ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ଏସିଆ କପ୍‌ର ଉଦଘାଟନୀ ମ୍ୟାଚ୍‌ରେ ୟୁଏଇ ବିପକ୍ଷରେ ଏକ ଜ୍ୱଳନ୍ତ ଶତକ ହାସଲ...

୯ ବଲ୍‌ରେ ହରାଇଲା ୫ ଉଇକେଟ୍‌…ଟିମ୍‌ଇଣ୍ଡିଆ ନାଁରେ ଅଲୋଡା ରେକର୍ଡ

ଚଣ୍ଡିଗଡ଼,୧୨।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବୀନ୍ଦ୍ର...

ଲଜ୍ଜାଜନକ ରେକର୍ଡ କଲେ ଅର୍ଶଦୀପ ସିଂ: କୌଣସି ବୋଲର୍‌…

ଚଣ୍ଡିଗଡ଼,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବିନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri