Posted inଜାତୀୟ

ଯିଏ ଲୁଟ୍‌ କରିଛି ତାକୁ ଫେରାଇବାକୁ ପଡିବ, ପ୍ରଥମ ଅଧିବେଶନରେ CAG ରିପୋର୍ଟ ଉପସ୍ଥାପିତ ହେବ: ମୋଦି

ନୂଆଦିଲ୍ଲୀ,୮।୨: ଭାଜପା ମୁଖ୍ୟାଳୟରେ ଶନିବାର ଦିଲ୍ଲୀର ବିଜୟ ଉତ୍ସବ ଆଳନ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଉଦ୍‌ବୋଧନରେ ପ୍ରଧାନମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ଯିଏ ଲୁଟ କରିଛି ତାକୁ ଫେରାଇବାକୁ ପଡିବ, ଦିଲ୍ଲୀରେ ଭାଜପା ସରକାରର ପ୍ରଥମ ଅଧିବେଶନରେ CAG ରିପୋର୍ଟ ଉପସ୍ଥାପିତ ହେବ ବୋଲି ମୋଦି କହିଛନ୍ତି।

ଦିଲ୍ଲୀ ନିର୍ବଚନରେ ଭାଜପାର ବିପୁଳ ବିଜୟ ପାଇଁ ଦିଲ୍ଲୀବାସୀଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି। ଏପରିକି ଆମ୍‌ ଆଦମୀ ପାର୍ଟି(ଏଏପି) ଏବଂ କଂଗ୍ରେସକୁ ଟାର୍ଗେଟ କରିଥିଲେ। ଉଦ୍‌ବୋଧନ, ମୋଦି ଜମୁନା ନଦୀ ପ୍ରସଙ୍ଗ ଉଠାଇଥିଲେ। ମା’ ଯମୁନା ଆମ ଆସ୍ଥାର କେନ୍ଦ୍ର, କିନ୍ତୁ ଯମୁନା ଅସ୍ଥିତ୍ୱ ଆଜି ବିପଦରେ। ଯମୁନାର ସେବା ପାଇଁ ଭାଜପା ପୂରା ଶକ୍ତି ଲଗାଇବ ବୋଲି ମୋଦି କହିଥିଲେ।

ଦିଲ୍ଲୀ କେବଳ ଗୋଟିଏ ସହର ନୁହେଁ, ଏହା ମିନି ଇଣ୍ଡିଆ। ବିବିଧତା ଥିବା ଦିଲ୍ଲୀରେ ଆମକୁ ପ୍ରଚଣ୍ଡ ବହୁମତ ମିଳିଛି। ବିଶେଷ କରି ମୋଦି ପୂର୍ବାଞ୍ଚଳ ଲୋକଙ୍କୁ କୃତଜ୍ଞତା ଜଣାଇଛନ୍ତି। ତୁଷ୍ଟୀକରଣ ନୁହେଁ, ସନ୍ତୁଷ୍ଟୀକରଣ ନୀତିକୁ ଲୋକେ ବାଛିଛନ୍ତି ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯ ଘଣ୍ଟା ହେବ ବିଦ୍ୟୁତ୍‌ କାଟ: ଏହି ଦିନ ସକାଳ ୮ଟାରୁ କଟିଯିବ….

ବରଗଡ଼,୧୫।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ଭଟଲି ଏବଂ ଘେଁସ ଗ୍ରୀଡ ସବଷ୍ଟେଶନରେ ବାର୍ଷିକ ରକ୍ଷଣାବେକ୍ଷଣ...

ସ୍ବାମୀଙ୍କ ଅଶ୍ଲୀଳ ଫଟୋ ଭାଇରାଲ କରୁଥିଲେ ସ୍ତ୍ରୀ… ଜଣାପଡ଼ିବା ପରେ ଘଟିଗଲା ଏମିତି

ନୂଆଦିଲ୍ଲୀ,୧୫।୧୨: ମହିଳାଙ୍କ ଅଶ୍ଳୀଳ ଭିଡିଓ ଏବଂ ଫଟୋ ଭାଇରାଲ ଏକ ସାଧାରଣ ଘଟଣା। କିନ୍ତୁ ଗାଜିପୁରର ମହମ୍ମଦାବାଦରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କ ଅଶ୍ଳୀଳ ଫଟୋ...

New Labour Law: ସପ୍ତାହକୁ ମିଳିବ କି ୩ଦିନ ଛୁଟି? କଣ କହିଲା ଶ୍ରମ ମନ୍ତ୍ରଣାଳୟ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୧୨: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରୁ ଅଫିସ୍ ପର୍ଯ୍ୟନ୍ତ, ଲୋକଙ୍କ ମନରେ ସମାନ ପ୍ରଶ୍ନ ଘୂରି ବୁଲୁଛି ଯେ, ଭାରତରେ ଚାରି ଦିନିଆ କାର୍ଯ୍ୟ ସପ୍ତାହ...

ମେସିଙ୍କ କ୍ରିକେଟ୍‌ କ୍ରେଜ୍‌: ବଡ଼ ଉପହାର ଦେଲେ ଜୟ ଶାହା

ନୂଆଦିଲ୍ଲୀ, ୧୫।୧୨: ଆର୍ଜେଣ୍ଟିନାର ଷ୍ଟାର ଫୁଟବଲ ଖେଳାଳି ଲିଓନେଲ ମେସି ତାଙ୍କ ଗୋଟ ଇଣ୍ଡିଆ ଟୁର୍‌ର ତୃତୀୟ ଦିନରେ ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି କାର୍ଯ୍ୟକ୍ରମ ଦିଲ୍ଲୀର...

ଟି-୨୦ରେ ବଡ଼ କାରନାମା କଲେ ତିଲକ ବର୍ମା: କୋହଲିଙ୍କ ପଛରେ ପକାଇଲେ

ନୂଆଦିଲ୍ଲୀ,୧୫।୧୨: ଟିମ ଇଣ୍ଡିଆର ଯୁବ ବ୍ୟାଟ୍ସମ୍ୟାନ ତିଲକ ବର୍ମା ଟି-୨୦ କ୍ରିକେଟରେ ଏକ ବଡ଼ ସଫଳତା ହାସଲ କରିଛନ୍ତି। ସେ ତାଙ୍କ ଟି-୨୦ କ୍ୟାରିୟରରେ ୪୦୦୦...

ଏପରି ଗାଁ, ଯେଉଁଠି କାହା ଘରେ ନାହିଁ ରୋଷେଇ ଘର: ଖାଇବା ଶୈଳୀ ଜାଣିଲେ ଉଡ଼ିଯିବ ହୋଶ୍‌

ଶତାବ୍ଦୀ ଧରି ଭାରତୀୟ ଗ୍ରାମଗୁଡ଼ିକ ସେମାନଙ୍କର ସରଳତା ଏବଂ ପରମ୍ପରା ପାଇଁ ଜଣାଶୁଣା। ସମୟ ବଦଳିଛି ଏବଂ ସୁବିଧାସୁଯୋଗ ବୃଦ୍ଧି ପାଇଛି। କିନ୍ତୁ ଆଜି ମଧ୍ୟ...

ମହିଳାଙ୍କଠାରେ ଏହି ୭ ଲକ୍ଷଣ ଦେଖାଯାଉଥିଲେ ସାବଧାନ! ହୃଦଘାତ…

ନୂଆଦିଲ୍ଲୀ,୧୫।୧୨: ହୃଦଘାତର ସବୁଠାରୁ ସାଧାରଣ ଲକ୍ଷଣ ହେଉଛି ଛାତିରେ ଯନ୍ତ୍ରଣା। କିନ୍ତୁ ଅନେକ କ୍ଷେତ୍ରରେ, ହୃଦଘାତର ଲକ୍ଷଣ ସମ୍ପୂର୍ଣ୍ଣ ଭିନ୍ନ ହୋଇପାରେ, ବିଶେଷକରି ମହିଳାଙ୍କ କ୍ଷେତ୍ରରେ।...

ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନିତିନ ନବୀନ

ନୂଆଦିଲ୍ଲୀ,୧୫।୧୨:  ଭାଜପାର ନୂତନ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ବ ନେଲେ ନୀତିନ ନବୀନ । ସଭାପତି ଜେପି ନଡ୍ଡା ଓ ଗୃହ ମନ୍ତ୍ରୀ ଅମିତ ଶାହଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri