Posted inଫୁରସତ

ଅଜବ ଜୀବ: ଯାହାର ରହିଛି ୨୦୦ ଆଖି, ଟେଲିସ୍କୋପ ପରି କରେ କାମ

ଦୁନିଆରେ ଏମିତି ଏକ ଅଜବ ଜୀବ ଅଛି, ଯାହାର ଗୋଟିଏ କି ଦୁଇଟି ନୁହେଁ, ଏକାବେଳକେ ୨୦୦ ଆଖି ରହିଛି। ଏହା ଟେଲିସ୍କୋପ ପରି କାମ କରେ। ଏହାର ସନ୍ତରଣ ପଦ୍ଧତି ବି କମ୍‌ ଆଶ୍ଚର୍ଯ୍ୟଜନକ ନୁହେଁ। ଯେଉଁଥିରେ ଏହା ଜେଟ୍‌ ପ୍ରପୁଲସନ୍‌ କୌଶଳ ବ୍ୟବହାର କରେ। ଏବେ ଏହି ଜୀବର ଭିଡିଓ ଭାଇରାଲ ହେବାରେ ଲାଗିଛି।

@ gunnrosesgirl3 ନାମକ ଏକ ଆକାଉଣ୍ଟରେ ଏହି ଭିଡିଓଟି ଶେୟାର କରାଯାଇଛି। ଏଥିରେ କ୍ୟାପ୍‌ଶନ୍‌ ଲେଖାଅଛି, ସ୍କ୍ଲାପ୍‌ର ୨୦୦ ଆଖି ଅଛି। ଯାହା ଟେଲିସ୍କୋପ ପରି କାମ କରେ।

ସ୍କ୍ଲାପ୍‌ର ଆଖି ବହୁତ ସ୍ବତନ୍ତ୍ର, ଛୋଟ ଏବଂ ପ୍ରାୟ ୧ ମିଲିମିଟର ଚଉଡ଼ା। ଏହି ଆଖିଗୁଡିକ ପାର୍ଶ୍ୱରେ ରହିଛି। ଯାହା ମଣିଷ ଆଖି ସମେତ ଅଧିକାଂଶ ପ୍ରାଣୀମାନଙ୍କ ଆଖିଠାରୁ ସମ୍ପୂର୍ଣ୍ଣ ଭିନ୍ନ। ଆଲୋକକୁ ଧ୍ୟାନ ଦେବା ପାଇଁ ଲେନ୍ସ ବଦଳରେ ଏହାର ଅବତଳ ଦର୍ପଣ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri