ଓଡ଼ିଶାର ଏକମାତ୍ର ସମ୍‌ ହସ୍ପିଟାଲରେ ହେବ କୋଭିଡ୍‌ ଭ୍ୟାକ୍ସିନ୍‌ ପରୀକ୍ଷଣ

ଭୁବନେଶ୍ୱର, ୨।୭(ବୁରୋ): ଭୁବନେଶ୍ୱର ସମ୍‌ ହସ୍ପିଟାଲରେ କୋଭିଡ-୧୯ ପରୀକ୍ଷଣ ହେବ। ମଣିଷ ଉପରେ ପରୀକ୍ଷଣ ଲାଗି ଆଇସିଏମ୍‌ଆର୍‌ ଦ୍ୱାରା ଦେଶର ୧୩ଟି ହସ୍ପିଟାଲ ମନୋନିତ ହୋଇଛି। ୧୩ ହସ୍ପିଟାଲ ମଧ୍ୟରେ ଓଡ଼ିଶାର ଏକମାତ୍ର ସମ୍‌ ହସ୍ପିଟାଲ ରହିଛି। ଏ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) କତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛ। ଆଇସିଏମ୍‌ଆର ଓ ଭାରତ ବାୟୋଟେକ୍‌ ମିଳିତ ଭାବେ ଏହି ଭ୍ୟାକ୍ସିନ୍‌ ପ୍ରସ୍ତୁତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ: NCERTକୁ ଖୁବଶୀଘ୍ର ମିଳିପାରେ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

ନୂଆଦିଲ୍ଲୀ,୩।୪: ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

IRGCର ହିଟ ଲିଷ୍ଟରେ ୮ଟି ପ୍ରମୁଖ ଉପସାଗରୀୟ ସେତୁ; B1 ସେତୁ ଉପରେ ଆମେରିକା-ଇସ୍ରାଏଲ କାର୍ଯ୍ୟାନୁଷ୍ଠାନ ଯୋଗୁ ଇରାନ କ୍ରୋଧିତ

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ଇରାନର ସବୁଠାରୁ ଉଚ୍ଚ ସେତୁ – B1 -କୁ ଟାର୍ଗେଟ କରିଥିଲେ, ଯାହା ଏହି ଅଞ୍ଚଳରେ…

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri