ଓମିକ୍ରନରୁ ରକ୍ଷା କରିବ ଏହି ଏକମାତ୍ର ଉପାୟ

ନୂଆଦିଲ୍ଲୀ,୨୪ା୧୨: ଛଅ ମାସ ମଧ୍ୟରେ ଡିସେମ୍ବର ୨୨ରେ ଦିଲ୍ଲୀରେ ଗୋଟିଏ ଦିନରେ ସର୍ବାଧିକ ୧୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଦିଲ୍ଲୀରେ ବର୍ତ୍ତମାନ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌ରେ ୫୭ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ଖୁବ୍‌ଶୀଘ୍ର ବ୍ୟାପିଥାଏ। ଦେଶର ଅନ୍ୟାନ୍ୟ ରାଜ୍ୟରେ ମଧ୍ୟ ଏହି ନୂତନ ପ୍ରକାରର ଭାରିଆଣ୍ଟକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳକୁ ଚେତାବନୀ ଦେଇଛି। ଡେଲ୍‌ଟା ଭାରିଆଣ୍ଟ ଅପେକ୍ଷା ଓମିକ୍ରନ ଭାରିଆଣ୍ଟ ଦ୍ରୁତ ଗତିରେ ସଂକ୍ରମିତ ହେଉଛି।

ବିଶେଷଜ୍ଞମାନେ କହିଛନ୍ତି, ଏଥିରୁ ରକ୍ଷା ପାଇବା ପାଇଁ ଏକମାତ୍ର ଉପାୟ ହେଉଛି ସ୍ବାସ୍ଥ୍ୟ ସେବାରେ ଉନ୍ନତି ଆଣିବା। ଆହୁରି ମଧ୍ୟ, କୋଭିଡ୍‌ କଟକଣାକୁ କଡ଼ାକଡ଼ି ଭାବରେ ପାଳନ କରିବା। ମାସ୍କ ବ୍ୟବହାର କରିବା, ସାମାଜିକ ଦୂରତା ରକ୍ଷା କରିବା, ହାତକୁ ବାରମ୍ବାର ଧୋଇବା ହିଁ ଓମିକ୍ରନ ସଂକମଣକୁ ରୋକିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri