ଉପାନ୍ତ ଅଞ୍ଚଳବାସୀ ଦେଖିଲେ ହକି ବିଶ୍ୱକପ୍‌ର ଉଦ୍‌ଘାଟନୀ ଉତ୍ସବ

ଚିତ୍ରକୋଣ୍ଡା,୧୧ା୧(ଡି.ଏନ୍‌.ଏ.): ବୁଧବାର ପୁରୁଷ ହକି ବିଶ୍ୱକପ୍‌ ୨୦୨୩ର ଉଦଘାଟନୀ ଉତ୍ସବ କଟକ ବାରବାଟୀ ଷ୍ଟାଡିୟମରୁ ସିଧାପ୍ରସାରଣ ହେଉଥିବାରୁ କେହି ଯେମିତି ବାଦ୍‌ ନ ପଡ଼ିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର ପ୍ରତ୍ୟେକ ବ୍ଲକରେ ଏଲ୍‌ଇଡି/ଏଲ୍‌ସିଡିର ସୁବିଧା ଯୋଗାଇଛନ୍ତି। ଫଳରେ ଏହା ମାଧ୍ୟମରେ ବାରବାଟୀ ଷ୍ଟାଡିୟମରୁ ସିଧାପ୍ରସାରଣ ହେଉଥିବା ଉତ୍ସବଟିକୁ ଆଜି ମାଲକାନଗିରି ଚିତ୍ରକୋଣ୍ଡା ବ୍ଲକସ୍ତରୀୟ ବିଜୁ ଜନତା ଦଳ ପକ୍ଷରୁ ହକି ବିଶ୍ୱକପ ଉଦ୍‌ଘାଟନୀ ଉତ୍ସବ ଦେଖି ଖୁସି ହୋଇଛନ୍ତି।

ଚିତ୍ରକୋଣ୍ଡା ବ୍ୟାଙ୍କ ଲାଇନ୍‌ସ୍ଥିତ ଲାଲ୍‌ ବାହାଦୂର ଶାସ୍ତ୍ରୀ ସ୍ପୋଟର୍‌ସ କ୍ଲବର ଭଲିବଲ୍‌ ପଡ଼ିଆରେ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଭାବରେ ଟେଣ୍ଟ କରାଯାଇ ବସିବା ବ୍ୟବସ୍ଥା କରାଯାଇଛି। ସମସ୍ତ ଜନସାଧାରଣ ମନଭରି ଏହାକୁ ଉପଭୋଗ କରୁଛନ୍ତି। ଏଥିରେ ଚିତ୍ରକୋଣ୍ଡା ବ୍ଲକ ପଞ୍ଚାୟତ ସମତି ଅଧ୍ୟକ୍ଷା ସୁଶ୍ରୀ ରାଜେଶ୍ୱରୀ ଖିଲ, ଚିତ୍ରକୋଣ୍ଡା ସରପଞ୍ଚ ହରିମୋହନ ଖିଲ, ସମିତିସଭ୍ୟ ରାଜ କମଲ ପୁରୋହିତ, ବିଧାୟକ ପ୍ରତିନିଧି ଅମିତ ଅଗ୍ରଓ୍ବାଲ, ଯୁବ ସମ୍ପାଦକ ଗଣେଶ ଖରା, ଲାଲ୍‌ ବାହାଦୂର ଶାସ୍ତ୍ରୀ ସ୍ପୋଟର୍‌ସ କ୍ଲବ ସଭାପତି ନାରାୟଣ ଦାସ ଓ ବରିଷ୍ଠ କର୍ମୀ ଦେବେନ୍ଦ୍ର ଦାସଙ୍କ ସହ ୫୦୦ରୁ ଊର୍ଦ୍ଧ୍ୱ ଲୋକ ହକି ବିଶ୍ୱକପ୍‌ ଉଦ୍‌ଘାଟନୀ ଉତ୍ସବ ଦେଖି ଖୁସି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ ପରେ ଏମିତି ହୃଦୟ ବିଦାରକ କଥା କହିଲେ ଟପ୍‌ ମାଓବାଦୀ ନେତା ଶୁକ୍ରୁ, ଶୁଣିଲେ…

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ଏକଦା ମାଲକାନଗିରି ଜିଲା ମାଓବାଦୀଙ୍କ ଆଡ୍ଡା ଭାବେ ପରିଚିତ ଥିବାବେଳେ ମାଲକାନଗିରି ଜିଲା କାଲିମେଳା ଥାନା ବଡ଼ିଗେଟା ପଞ୍ଚାୟତ ଅନ୍ତର୍ଗତ କୁରୁବୁ ଗ୍ରାମର ଶୁକ୍ରୁ…

ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ, ଟୋକନ ଆସିବା ପରେ ବି ଧାନ କିଣୁ ନାହାନ୍ତି ସରକାର

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କଂଗ୍ରେସ କମିଟି ତରଫରୁ ବୁଧବାର ୧୨ ଘଣ୍ଟିଆ ଜିଲା ବନ୍ଦ ପାଳନ କରାଯାଇଛି। ୪ ଦଫା ଦାବି ନେଇ ଏହି ବନ୍ଦ…

ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା…

ଦଣ୍ଡକାରଣ୍ୟ ଜୋନାଲ କମିଟିର ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୧।୩(ସୁଚିତ୍ରା ଦାସ): ପୁନର୍ବାସ ନୀତି ଅଧୀନରେ, ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟି (ଡିକେଏସ୍‌ଜେଡ଼ସି)ର ୧୦୮ ଜଣ ମାଓବାଦୀ ହିଂସା ପରିତ୍ୟାଗ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ…

୬୩୧ କଇଁଛ ଜବତ, ଧରାପଡ଼ିଲେ ୭ ବ୍ୟବସାୟୀ

ଏମ୍‌ଭି- ୭୯, ୧୧।୩ (ଆଶିଷ କୁମାର ବାଇନ): ଆନ୍ଧ୍ରରୁ ମାଲକାନଗିରିକୁ ଏକ ବୋଲେରୋ ପିକ୍‌ଅପ୍‌ ଯୋଗେ କଇଁଛ ଚୋରା ଚାଲାଣ ବେଳେ ମୋଟୁ ବନ ବିଭାଗ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri