ବଦଳିଲା ସକାଳୁଆ ସ୍କୁଲ୍‌ ଖୋଲିବା ସମୟ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୨ରୁ ସକାଳୁଆ ସ୍କୁଲ୍‌ ଖୋଲିବା ନେଇ ଘୋଷଣା କରାଯାଇଥିଲା। ହେଲେ ଗୁରୁବାର ସ୍କୁଲ୍‌ ଖୋଲିବା ସମୟରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଏ ନେଇ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ କ୍ଲାସ୍‌ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ହେବ। ସେହିପରି ନବମ ଏବଂ ଦଶମ ପିଲାଙ୍କ ପାଇଁ ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ କ୍ଲାସ୍‌ ଚାଲିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ହୋଇପାରେ ସେବା, ସତର୍କ କଲା SBI

ମୁମ୍ବାଇ,୧୧।୨: ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଇଁ ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଙ୍ଘ ଆହ୍ୱାନ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri