Posted inଜାତୀୟ

ସଂସଦର ସ୍ବତନ୍ତ୍ର ଅଧିବେଶନ ଡାକରାକୁ ନେଇ ବିରୋଧୀଙ୍କ ରଣନୀତି ପ୍ରସ୍ତୁତ: ଖାର୍ଗେଙ୍କ ଘରେ ବସିବ ବୈଠକ

ନୂଆଦିଲ୍ଲୀ,୩।୯: ସଂସଦରେ ସ୍ବତନ୍ତ୍ର ଅଧିବେଶନ ଡକାଯିବାକୁ ନେଇ ବିରୋଧୀ ଏକଜୁଟ ହୋଇଥିବା ଜଣାପଡିଛି। କଂଗ୍ରେସ ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅଧ୍ୟକ୍ଷତାରେ ଅଲ ଇଣ୍ଡିଆ ଆଲାଇନ୍ସରେ ଜଡିତ ଦଳର ନେତାମାନଙ୍କର ଏକ ବୈଠକ ହେବ। ୧୮ ସେପ୍ଟେମ୍ବରରୁ କେନ୍ଦ୍ର ସରକାର ସଂସଦର ସ୍ବତନ୍ତ୍ର ଅଧିବେଶନ ଡାକିଛନ୍ତି। ଏ ସମ୍ପର୍କରେ ସେପ୍ଟେମ୍ବର ୫ରେ ବିରୋଧୀ ଦଳର ଏକ ବୈଠକ ଡକାଯାଇଛି। ବିରୋଧୀ ଦଳର ନେତା ଖାର୍ଗେଙ୍କ ଘରେ ବୈଠକ ପରେ ରାତ୍ରୀ ଭୋଜନ ମଧ୍ୟ ଆୟୋଜିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri