Posted inUncategorized

ସଂସ୍ଥା କରିପାରିବେ କୋଭିଡ୍‌ କେୟାର ହୋମ୍‌: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୧୩।୫(ବ୍ୟୁରୋ): ନିଜ କର୍ମଚାରୀଙ୍କ ସୁବିଧା ଓ ମାନସିକ ସୁସ୍ଥତା ପାଇଁ ସଂସ୍ଥା କୋଭିଡ୍‌ କେୟାର ହୋମ୍‌ କରିପାରିବେ। ୧୦ରୁ ୨୦ ଜଣ ରୋଗୀଙ୍କ ପାଇଁ ଏହି କୋଭିଡ୍‌ କେୟାର ହୋମ୍‌ କରାଯାଇପାରିବ। ଏଥିନିମନ୍ତେ ବଡ଼ ସଂସ୍ଥାମାନଙ୍କୁ କେୟାର ସେଣ୍ଟର ପାଇଁ ଅନୁମତି ମିଳିବ। ଏ ନେଇ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ।


Enter your email to get our daily news in your inbox.

All Right Reserved By Dharitri.Com

Posted inUncategorized View All

୭୦୦କୋଟିର କାର୍ଯ୍ୟ ଯୋଜନା ଅନୁମୋଦିତ

ଭୁବନେଶ୍ୱର,୨୫-୯(ବ୍ୟୁରୋ)ରାଜ୍ୟରେ ଚିହ୍ନଟ କରାଯାଇଥିବା ୯ଟି ରୁର୍ବାନ ଅଞ୍ଚଳ ପାଇଁ ସରକାର ୭୦୦ କୋଟି ଟଙ୍କାର କାର୍ଯ୍ୟ ଯୋଜନାକୁ ଅନୁମୋଦନ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ଅସିତ...

ରେପୋ ରେଟ୍‌ କମାଇଲା ଆର୍‌ବିଆଇ: ୩ ମାସ ଋଣ କିସ୍ତି ବନ୍ଦ

ନୂଆଦିଲ୍ଲୀ,୨୭ା୩(ପି.ଟି.): କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସରକାର ୨୧ ଦିନିଆ ଲକ୍‌ଡାଉନ ଘୋଷଣା କରିଥିବାରୁ ଏହା ଅର୍ଥନୀତିକୁ ଗୁରୁତର ପ୍ରଭାବିତ କରିଛି। ଏହି ପ୍ରଭାବକୁ...

ବିପଦସଙ୍କୁଳ ଅବସ୍ଥାରେ ୩୩ କେଭି ବିଦ୍ୟୁତ୍‌ ତାର

ଚୌଦ୍ୱାର,୧୫।୩(ଡି.ଏନ୍‌.ଏ.): ଚୌଦ୍ୱାର ପୌରପାଳିକା କପାଳେଶ୍ୱର ୟୁ.ପି. ସ୍କୁଲ ଠାରୁ ୪ନଂ. ଓ୍ବାର୍ଡ ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ତାର ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି...

ଆସିପାରେ ଦ୍ୱିତୀୟ ପ୍ୟାକେଜ

ନୂଆଦିଲ୍ଲୀ,୨୬।୮: କୋଭିଡ୍‌ ଯୋଗୁ କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ଟ୍ରାକ୍‌କୁ ଆଣିବା ଲାଗି ସରକାର ଦ୍ୱିତୀୟ ପ୍ୟାକେଜ ଘୋଷଣା କରିପାରନ୍ତି। ବର୍ତ୍ତମାନ କୋଭିଡ୍‌ ସଂକ୍ରମଣ ବଢ଼ିଚାଲିଛି। ଲୋକଙ୍କ...

ଶୁଟିଂ ସେଟ୍‌ରେ ୩୦ ପଟ ରୁଟି ଖାଉଥିଲେ ସଲମାନ

ମୁମ୍ବାଇ: ସଲମାନ ଖାଁଙ୍କ ସୁପରହିଟ୍ ଫିଲ୍ମ ‘ମେନେ ପ୍ୟାର କିୟା’କୁ ରିଲିଜ୍ ହେବା ୩୧ ବର୍ଷ ପୂରଣ ହୋଇଛି । ସଲମାନ ପ୍ରଥମ କରି ଏହି...

ଉନ୍ନାଓ ବଳାତ୍କାର ମାମଲା: କୁଲଦୀପଙ୍କ ବିରୋଧରେ ଆସିପାରେ ରାୟ

ଲକ୍ଷ୍ନୌ,୧୬।୧୨: ଉନ୍ନାଓ ବହୁ ଚର୍ଚ୍ଚିତ ବଳାତ୍କାର ମାମଲାର ଶୁଣାଣି ସୋମବାର ହୋଇପାରେ। ତିସ୍‌ ହଜାରୀ କୋର୍ଟ ଭାଜପାରୁ ବିତାଡିତ ବିଧାୟକ କୁଲଦୀପ ସେନଗରଙ୍କ ବିରୋଧରେ ରାୟ...

ମୋଦି ସରକାରଙ୍କ ୧୦୦ ଦିନ: ନଜରରେ ଥିଲା କଶ୍ମୀର

ନୂଆଦିଲ୍ଲୀ,୯।୯(ଆଇଏଏନ୍‌ଏସ୍‌): କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ସରକାରଙ୍କ ଦ୍ୱିତୀୟ ପାଳିକୁ ୧୦୦ ଦିନ ପୂରିଛି। ଏହାକୁ ନେଇ ଭାଜପା...

ଶ୍ରୀଲଙ୍କା କ୍ରିକେଟ ଦଳର କୋଚ୍‌ ପଦ ଛାଡ଼ିବାକୁ ମନାକଲେ ହାଥୁରାସିଙ୍ଘେ

କଲମ୍ବୋ,୮।୭(ଏଏଫ୍‌ପି)- ବାହାର ଚାପ ସତ୍ତ୍ୱେ ଚନ୍ଦିକା ହାଥୁରାସିଙ୍ଘେ ଶ୍ରୀଲଙ୍କା କ୍ରିକେଟ ଦଳର କୋଚ୍‌ ପଦରୁ ଇସ୍ତଫା ଦେବାକୁ ମନା କରିଦେଇଛନ୍ତି। ବିଶ୍ୱର ୯ମ ର଼୍ୟାଙ୍କ୍‌ ଦଳ...

Play 250+ Trending Games
Archives

Model This Week

Why Dharitri