ଛତିଶଗଡ଼ ରାଜ୍ୟର ମୁଖ୍ୟ ଶାସନ ସଚିବ ଦାୟିତ୍ୱ ଭାର ସମ୍ଭାଳିଲେ ଓଡ଼ିଆ ପୁଅ

ଭୁବନେଶ୍ୱର୍‌,୧୧।୧(ବ୍ୟୁରୋ): ୧୯୯୨ ବ୍ୟାଚର ଆଇଏଏସ୍‌ ଅଧିକାରୀ ସୁବ୍ରତ ସାହୁ ଅତିରିକ୍ତ ଭାବେ ଛତିଶଗଡ଼ ରାଜ୍ୟର ମୁଖ୍ୟ ଶାସନ ସଚିବ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟ ଶାସନ ସଚିବ ସ୍ବାସ୍ଥ୍ୟଗତ କାରଣରୁ ଛୁଟିରେ ଅଛନ୍ତି। ତେଣୁ ତାଙ୍କ ସ୍ଥାନରେ ସୁବ୍ରତଙ୍କୁ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗର ସରକାରୀ ବିଜ୍ଞପ୍ତିରେ ପ୍ରକାଶ କରାଯାଇଛି। ସୁବ୍ରତ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲଙ୍କ କାର୍ଯ୍ୟାଳୟର ଦାୟୀତ୍ୱ ସହ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଗୃହ ଓ ଜେଲ ପ୍ରଶାସନ, ଶକ୍ତି ଇଲେକ୍ଟ୍ରୋନିକ୍ସ, ଆଇଟି, ବାଣିଜ୍ୟ, ଶିଳ୍ପ ଆଦି ବିଭାଗର ପ୍ରମୁଖ ସଚିବ ଭାବେ ଦାୟିତ୍ୱ ତୁଲାଉଛନ୍ତି। ଏହା ପୂର୍ବରୁ ସେ ଛତିଶଗଡ଼ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ଦକ୍ଷତାର ସହ ନିର୍ବାଚନ ପରିଚାଳନା କରି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କଠାରୁ ପୁରଷ୍କୃତ ହୋଇଛନ୍ତି। ସୂଚନା ଯୋଗ୍ୟ, ସୁବ୍ରତଙ୍କ ବାପା ସହଦେବ ସାହୁ ପୂର୍ବରୁ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଥିଲେ। ବାପାଙ୍କ ଭଳି ସୁବ୍ରତ ବି’ ଜଣେ ଲେଖକ।


Enter your email to get our daily news in your inbox.

All Right Reserved By Dharitri.Com

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

ସୃଷ୍ଟି ହେବ ବଡ଼ ଯୋଗ! ୪ଟି ରାଶିଙ୍କ ଉପରେ ବର୍ଷିିବ ଧନ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨ ଅକ୍ଟୋବର ୨୦୨୬, ଶୁକ୍ରବାର ଦିନ ବୁଧ ଓ ମଙ୍ଗଳ ଗ୍ରହ ୯୦ ଡିଗ୍ରୀ କୋଣରେ ରହିବେ। ଏହା ଫଳରେ ‘କେନ୍ଦ୍ର…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?