ରାଜଧାନୀର ଆଉ ୧୧ ଅଞ୍ଚଳ ହେଲା କଣ୍ଟେନମେଣ୍ଟ ଜୋନ

ଭୁବନେଶ୍ୱର,୮।୧(ବ୍ୟୁରୋ): କରୋନା ସଂକ୍ରମଣ ବୃଦ୍ଧି ପାଇଥିବାରୁ ରାଜଧାନୀର ୧୧ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । ଏକାଧିକ କୋଭିଡ ପଜିଟିଭ ବାହାରିବା ପରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଉତ୍ତର ଜୋନର ନିଳାଦ୍ରିବିହାର ବୁଦ୍ଧ ପାର୍କ ପ୍ଲଟ ନଂ ୨୦୮, ପ୍ଲଟ ନଂ ଏସ-୫ରୁ ଏକାଧିକ ପଜିଟିଭ ବାହାରିବା ପରେ ଏହି ପଦକ୍ଷେପ ନିଆଯାଇଛି। ସେହିପରି ସତ୍ୟବିହାର ପ୍ଲଟ ନଂ ୧୦୯୪, ଗଜପତି ନଗର ପ୍ଲଟ ନଂ ୧୦୩କୁ ମଧ୍ୟ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି । ଦକ୍ଷିଣ-ପୂର୍ବ ଜୋନ ବମିଖାଲ ପ୍ଲଟ ନଂ ୨୨୩, ସହିଦନଗର ଆଙ୍ଗନ ରେଷ୍ଟୁରାଣ୍ଟ ପାଖ ପ୍ଲଟ ନଂ ୨୦, ଖାରବେଳନଗର ପ୍ଲଟ ନଂ ୯, ଟଙ୍କପାଣି ରୋଡ ପ୍ଲଟ ନଂ ୧୯-ବି, ପୁରୁଣା ଭୁବନେଶ୍ୱର ପ୍ଲଟ ନଂ -୧୪, ଗଙ୍ଗଯୁମୁନା ରୋଡ ପ୍ଲଟ ନଂ ୩୩୧୪କୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । ଏହି ସବୁ ଅଞ୍ଚଳରେ ବିଏମ୍‌ସି ପକ୍ଷରୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇବ । ଏହା ସହ କଣ୍ଟେନମେଣ୍ଟ ଜୋନରେ ସାନିଟାଇଜ କରିବା ସହ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ହୋମ କ୍ୱାରାଣ୍ଟାଇନରେ ରହିବାକୁ ବିଏମ୍‌ସି ନିର୍ଦ୍ଦେଶ ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

ଦନ୍ତ ଚିକିତ୍ସକଙ୍କୁ ମାସିକ ୨୦ହଜାର ଟଙ୍କା ପ୍ରୋତ୍ସାହନ ଘୋଷଣା

ଭୁବନେଶ୍ୱର,୩୦ା୮(ବନ୍ଦନା ସେଠୀ): ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍‌ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକଙ୍କ ପାଇଁ ପ୍ରୋତ୍ସାହନ ରାଶି ଘୋଷଣା…

ସ୍ମାର୍ଟ ପୋଲିସିଂ’ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦ସୂତ୍ରୀ ବ୍ଲୁ-ପ୍ରିଣ୍ଟ: ଜାଣନ୍ତୁ କ’ଣ…

ଭୁବନେଶ୍ୱର, ୩୦।୮ (ସୁନିତ୍‌ ମିଶ୍ର): ଭୁବନେଶ୍ୱରସ୍ଥିତ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର…

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri