୧୨.୫ ବିଲିୟନ ଡଲାର ଛୁଇଁବ ଓଟିଟି ବଜାର

ମୁମ୍ବାଇ, ୧୯।୭: ବର୍ଷ ୨୦୨୧ରେ ଭାରତର ଭିଡିଓ ଓଟିଟି ବଜାର ୧.୫ ବିଲିୟନ ଡଲାର ରହିଛି। ଏହା ୨୦୩୦ ବେଳକୁ ୧୨.୫ ବିଲିୟନ ଡଲାର ଛୁଇଁପାରେ। ଉନ୍ନତ ନେଟଓ୍ବର୍କ, ଡିଜିଟାଲ ସଂଯୋଗ, ସ୍ମାର୍ଟଫୋନ ଦ୍ୱାରା ଏହା ସମ୍ଭବ ହୋଇପାରିବ ବୋଲି ଆର୍‌ବିଏସ୍‌ଏ ଆଡଭାଇଜର୍ସ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଓଟିଟି କ୍ଷେତ୍ରରେ ପରବର୍ତ୍ତୀ ପର୍ଯ୍ୟାୟ ଅଭିବୃଦ୍ଧି ଭାରତର ଟାୟାର-୨,୩ ଏବଂ ୪ ସହରଗୁଡ଼ିକରୁ ହେବ। ବିଶେଷ କରି ଭାରତୀୟ ଭାଷାଭାଷୀ ଲୋକମାନେ ଏ କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିବେ ବୋଲି ଏହି ରିପୋର୍ଟରେ ପ୍ରକାଶ ପାଇଛି। ବର୍ତ୍ତମାନ ଦୈନିକ ଭିତ୍ତିରେ ଏହି ପ୍ଲାଟଫର୍ମଗୁଡିକରେ ଗ୍ରାହକଙ୍କ ସଂଖ୍ୟା ବୃହତ୍‌ ମାତ୍ରାରେ ବୃଦ୍ଧି ପାଉଛି। ସବସ୍କ୍ରାଇବରଙ୍କ ପ୍ରମୁଖ ପ୍ଲାଟଫର୍ମଗୁଡିକ ମଧ୍ୟରେ ଡିଜନୀ ପ୍ଲସ, ହଟଷ୍ଟାର, ଆମାଜନ ପ୍ରାଇମ ଭିଡିଓ ଏବଂ ନେଟଫ୍ଲିକ୍ସ ରହିଛି। ସେହିଭଳି ସ୍ଥାନୀୟ ଏବଂ ଆଞ୍ଚଳିକ ସ୍ତରରେ ମଧ୍ୟ ଓଟିଟି ପ୍ଲେୟର ମାନେ ମଧ୍ୟ ନିଜର ୟୁଜରଙ୍କ ସଂଖ୍ୟା ବଢାଇବା ଦିଗରେ ବର୍ତ୍ତମାନ ସକ୍ଷମ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍‌, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ

ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ...

Youtubeରେ ଗୋଲ୍ଟ ବଟନ୍ ମିଳିଲେ ମାସକୁ ମିଳେ କେତେ ଟଙ୍କା ?

ନୂଆଦିଲ୍‌ଲୀ,୧୦।୧୨: ତିଦିନ ଲକ୍ଷ ଲକ୍ଷ ଭିଡିଓ ଅପଲୋଡ଼ ହେଉଛି ଆଉ କେତେକ କ୍ରିଏଟର ଏହା ଦ୍ୱାରା କୋଟି କୋଟି ଟଙ୍କା ମଧ୍ୟ ରୋଜଗାର କରୁଛନ୍ତି। YouTube...

ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ନୂଆବର୍ଷରେ କମ୍‌ ବଢିବ ଦରମା

ନୂଆଦିଲ୍‌ଲୀ,୧୦।୧୨: ନୂଆ ବର୍ଷରେ ସରକାରୀ କର୍ମଚାରୀଙ୍କୁ ଶକ୍ତ ଝଟ୍‌କା। ୧ କୋଟି ୨୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ସାମାନ୍ୟ ଦରମା ବୃଦ୍ଧି...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

Apple ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri