Advertisement

ରାଜ୍ୟରେ ପାରଦ ତଳମୁହାଁ: ୧୫ ଡିଗ୍ରୀ ତଳେ ୧୧ ସହର

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଶୀତର ପ୍ରକୋପ ବୃଦ୍ଧି ପାଇଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ପାରଦ ତଳକୁ ଖସିଛି। ଉପକୂଳ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ଉପରେ ରହୁଥିବା ବେଳେ ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀକୁ ଖସିଛି। କୋରାପୁଟ ଓ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲ୍‌ସିୟସ ଥିବା ବେଳେ ୧୧ ସହରରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ସେଲ୍‌ସିୟସ ତଳେ ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗ ଶୁଖିଲା ରହିବା ସହ କଳାହାଣ୍ଡି, ଗଜପତି, ରାୟଗଡ଼ା, କନ୍ଧମାଳ ଆଦି ଜିଲାରେ ହାଲୁକା କୁହୁଡି ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି

ଜୁନାଗଡ଼,୩୧।୧: କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ଆଟିଗାଁ ସପ୍ତପଲ୍ଲୀ ବିଦ୍ୟାପୀଠରୁ ଶନିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୁତ୍ତମାନେ ସ୍କୁଲ କବାଟ ତାଲା ଭାଙ୍ଗି...

ବ୍ୟବହୃତ ରନ୍ଧନ ତୈଳର ପୁନର୍ବ୍ୟବହାର ନେଇ ସଚେତନତା

ପୁରୀ ଅଫିସ,୨ା୧୦: ବ୍ୟବହୃତ ରନ୍ଧନ ତୈଳକୁ ଗରମ କରି ଏହାକୁ ପୁନଃବ୍ୟବହାର କରିବା ପ୍ରାୟ ସମସ୍ତଙ୍କର ଏକ ଅଭ୍ୟାସ। ତେବେ ଏହାଦ୍ୱାରା ଲୋକେ ବିଭିନ୍ନ ପ୍ରକାର...

କଠୋର ନୁହେଁ କୋହଳ କର

ଅନୁଗୋଳ ଅଫିସ, ୧୨ା୧୧: କୋଭିଡ୍‌ କଟକଣା ମଧ୍ୟରେ ରାଜ୍ୟରେ ଉପନିର୍ବାଚନ ହେଲା। ଧାଡ଼ିରେ ଠିଆ ହୋଇ ଲକ୍ଷାଧିକ ଭୋଟର ଭୋଟ ଦେଲେ। ତେଣୁ ପୋଲିସ ଓ ମନ୍ଦିର...

ବରମୁଣ୍ଡାରେ ମାତିଲେ ଦୁର୍ବୃତ୍ତ: ମହିଳା ବ୍ୟାଙ୍କ କର୍ମଚାରୀଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ନେଇଗଲେ ୯୪ ହଜାର ଟଙ୍କା

ଭୁବନେଶ୍ୱର,୫ା୮(ବ୍ୟୁରୋ)-ଖଣ୍ଡଗିରି ଥାନା ଅନ୍ତର୍ଗତ ବରମୁଣ୍ଡାରେ ବୁଧବାର ଜଣେ ମହିଳା ବ୍ୟାଙ୍କ କର୍ମଚାରୀଙ୍କଠାରୁ ଲୁଟ୍‌ ହୋଇଛି। ଲୁଟର ଶିକାର ହୋଇଥିବା ମହିଳା ଜଣକ ହେଲେ ମନୋରମା ମହାନ୍ତି।...

ଲଗାଣ ବର୍ଷା : ଫୁଲୁଛି ମହାନଦୀ, ତେଲନଦୀ

ସୋନପୁର,୨୮।୮(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଛି । ଜିଲାରେ ପ୍ରବାହିତ ମହାନଦୀ, ତେଲନଦୀ, ଅଙ୍ଗନଦୀ, ସୁକତେଲ, ନିବୃତ୍ତି ଯୋର ଓ ଅନ୍ୟ...

ଅସିତଙ୍କ ନିଯୁକ୍ତି ନେଇ ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ୱର,୧୭।୮(ବ୍ୟୁରୋ): ରାଜ୍ୟ ପ୍ରଶାସନର ଶୀର୍ଷସ୍ତରରେ ଶନିବାର ଅଦଳବଦଳ କରାଯାଇଛି। ଉନ୍ନୟନ କମିଶନର ଥିବା ଅସିତ କୁମାର ତ୍ରିପାଠୀଙ୍କୁ ମୁଖ୍ୟ ଶାସନ ସଚିବ ନିଯୁକ୍ତି ସମ୍ପର୍କିତ ବିଧିବଦ୍ଧ...

ବୁଷ୍ଟର ଡୋଜ୍‌ ଦେବା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍‌ଫରେନ୍ସ ଜରିଆରେ କୋଭିଡ୍‌-୧୯ ସ୍ଥିତି ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ସତର୍କ ରହିବା...

କମୁଛି ସଂକ୍ରମଣ: ଗତ ୨୪ ଘଣ୍ଟାରେ ୨୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୪ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ...

Advertisement
Archives

Model This Week